୧୨ ରାଜ୍ୟରେ ଆଜିଠୁ ଏସ୍ଆଇଆର୍ ଆରମ୍ଭ
ନୂଆଦିଲ୍ଲୀ, ୨୮/୧୦: ମଙ୍ଗଳବାରଠାରୁ ଦେଶବ୍ୟାପୀ ଦ୍ବିତୀୟ ପର୍ଯ୍ୟାୟ ଏସ୍ଆଇଆର୍ (ସ୍ବତନ୍ତ୍ର ଭୋଟର ତାଲିକା ସମୀକ୍ଷା) ଅଭିଯାନ ଆରମ୍ଭ କରାଯିବ। ସୋମବାର ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ମୁଖ୍ୟ ନିର୍ବାଚନ କମିସନର (ସିଇସି) ଜ୍ଞାନେଶ କୁମାର କହିଛନ୍ତି ଯେ ବିହାର ପରେ ୧୨ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ଏସଆଇଆର ପ୍ରକ୍ରିୟା ଆରମ୍ଭ କରାଯିବ। ଏହି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ହେଲା ଛତିଶଗଡ, ଗୋଆ, ଆଣ୍ଡାମାନ ନିକୋବର, ଗୁଜରାଟ, ଲାକ୍ଷାଦ୍ବୀପ, ମଧ୍ୟପ୍ରଦେଶ, ପୁଦୁଚେରୀ, ରାଜସ୍ଥାନ, ତାମିଲନାଡୁ, ଉତ୍ତର ପ୍ରଦେଶ, ପଶ୍ଚିମବଙ୍ଗ ଓ କେରଳ। […]
ସଂପୂର୍ଣ୍ଣ ପଢନ୍ତୁ