‘ନୋ କିଙ୍ଗ୍‌’: ଆମେରିକା ପାଇଁ ଚିନ୍ତାର ସମୟ

ଆମେରିକା, ୨୩/୧୦: ଆମେରିକାରେ ପୁଣି ‘ନୋ କିଙ୍ଗ୍‌’ ଆନ୍ଦୋଳନ ଆରମ୍ଭ ହୋଇଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଏହା ଦ୍ବିତୀୟ ଥରର ପ୍ରତିବାଦ। ଟ୍ରମ୍ପ ତାଙ୍କ ଶାସନର ଦ୍ବିତୀୟ ପାଳି କାର୍ଯ୍ୟଭାର ଗ୍ରହଣ କରିବା ପରେପରେ ଯେପରି ଏକଛତ୍ରବାଦୀ କାର୍ଯ୍ୟକଳାପ ଆରମ୍ଭ କରିଦେଇଥିଲେ ତା’ବିରୋଧରେ ଆମେରିକା ଜନତା ସାମୂହିକ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ଓ ‘ନୋ କିଙ୍ଗ’ ବା ଲୋଡ଼ା ନାହିଁ ରାଜା ବୋଲି ଆହ୍ବାନ ଦେଇ ଟ୍ରମ୍ପଙ୍କ କଠୋର ନୀତିର ପ୍ରତିବାଦ କରିଥିଲେ। ସମ୍ପ୍ରତି ଆମେରିକାରେ […]

ସଂପୂର୍ଣ୍ଣ ପଢନ୍ତୁ

ପୁଣି ହାରିଲା ଭାରତ, ୨ ଉଇକେଟରେ ଜିତିଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ, ୨୩/୧୦: ଅଷ୍ଟ୍ରେଲିଆ ବିପକ୍ଷ ୨ୟ ଦିନିକିଆରେ ପରାଜିତ ହୋଇଛି ଟିମ ଇଣ୍ଡିଆ। ଘରୋଇ ଅଷ୍ଟ୍ରେଲିଆ ଦଳ ୨ ଉଇକେଟରେ ବିଜୟୀ ହୋଇଛି। ୨୬୫ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଘରୋଇ ଦଳ ୨୨ ବଲ ବାକି ଥାଇ ୮ ଉଇକେଟ ବିନିମୟରେ ଟାର୍ଗେଟ ପୂରଣ କରିନେଇଥିଲା। ଦଳ ପକ୍ଷରୁ ମ୍ୟାଥ୍ୟୁ ଶର୍ଟ ସର୍ବାଧିକ ୭୪ ଏବଂ କୁପର କନୋଲୀ ୬୧ ରନ କରି ଦଳର ବିଜୟରେ ବଡ଼ ଭୂମିକା ଗ୍ରହଣ କରିଥିଲେ। ଭାରତ ପକ୍ଷରୁ […]

ସଂପୂର୍ଣ୍ଣ ପଢନ୍ତୁ

ଦିଲ୍ଲୀରେ ବଡ଼ ଏନ୍‌କାଉଣ୍ଟର: ବିହାରର ୪ ମୋଷ୍ଟ ୱାଣ୍ଟେଡ ନିହତ

ନୂଆଦିଲ୍ଲୀ,୨୩/୧୦: ଦିଲ୍ଲୀରେ ଏକ ବଡ଼ ଏନ୍‌କାଉଣ୍ଟର ହୋଇଛି। ଏନ୍‌କାଉଣ୍ଟରରେ ବିହାରର ୪ ମୋଷ୍ଟ ୱାଣ୍ଟେଡ ଗ୍ୟାଙ୍ଗଷ୍ଟରକ ତଥା ସିଗମା ଗ୍ୟାଙ୍ଗର ୪ଜଣ ଅପରାଧୀ ନିହତ ହୋଇଛନ୍ତି।ଅଭିଯୁକ୍ତମାନେ ପୋଲିସ ଉପରକୁ ଫାୟାରିଂ ବେଳେ ଦିଲ୍ଲୀର ବାହାଦୁର ଶାହ ମାର୍ଗରେ ପୋଲିସ ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ଫଳରେ ପୋଲିସ ଗୁଳିରେ ୪ ଜଣ ଅପରାଧୀଙ୍କ ମୃତ୍ୟୁ ଘଟିଛି।ପୋଲିସ ସୂଚନା ଅନୁଯାୟୀ, ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ ଏବଂ ବିହାର ପୋଲିସ ମିଳିତ ଭାବେ ଅପରେଶନକୁ ସଫଳ କରିଛନ୍ତି। ଦିଲ୍ଲୀ ପୋଲିସ […]

ସଂପୂର୍ଣ୍ଣ ପଢନ୍ତୁ

ଶବରୀମାଳା ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଶବରୀମାଳା, ୨୩/୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିରରେ ପ୍ରବେଶ କରି ଇତିହାସ ରଚିଛନ୍ତି। ୬୭ ବର୍ଷୀୟ ରାଷ୍ଟ୍ରପତି ମୁର୍ମୁ ଏହା ଦ୍ୱାରା ଭାରତର ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ଏହି ପବିତ୍ର ତୀର୍ଥସ୍ଥଳରେ ପ୍ରାର୍ଥନା କରିଛନ୍ତି। କେରଳକୁ ୪ ଦିନିଆ ଗସ୍ତରେ ଥିବା ରାଷ୍ଟ୍ରପତି ମୁର୍ମୁ ଆଜି ପାରମ୍ପରିକ ଭାବେ ଭଗବାନ ଆୟାପ୍ପାଙ୍କୁ ପୂଜା କରିଥିଲେ। ପଶ୍ଚିମଘାଟରେ ଅବସ୍ଥିତ ଶବରୀମାଳା ଭଗବାନ ଆୟାପ୍ପାଙ୍କ ପ୍ରମୁଖ ତୀର୍ଥସ୍ଥଳ। ଏହି ମନ୍ଦିରରେ […]

ସଂପୂର୍ଣ୍ଣ ପଢନ୍ତୁ

ଭାରତ ସାମୁଦ୍ରିକ ସପ୍ତାହରେ ୧.୫ ଲକ୍ଷ କୋଟି ଟଙ୍କାର ବୁଝାମଣାପତ୍ର ସ୍ୱାକ୍ଷର କରିବ ପାରାଦୀପ ବନ୍ଦର

ନୂଆଦିଲ୍ଲୀ, ୨୨/୧୦: ମୁମ୍ବାଇରେ ହେବାକୁ ଥିବା ଭାରତ ସାମୁଦ୍ରିକ ସପ୍ତାହରେ ପାରାଦୀପ ବନ୍ଦର ୧.୫ ଲକ୍ଷ କୋଟି ଟଙ୍କାର ବୁଝାମଣାପତ୍ର ସ୍ୱାକ୍ଷର କରିବ। ଜାହାଜ ନିର୍ମାଣ ଓ ମରାମତି, ବନ୍ଦର ଆଧୁନିକୀକରଣ, ସ୍ମାର୍ଟ ବନ୍ଦର ପଦକ୍ଷେପ, ବ୍ୟବସାୟ ବିକାଶ ଏବଂ ସବୁଜ ହାଇଡ୍ରୋଜେନ୍ ପ୍ରକଳ୍ପ ଭଳି ବିବିଧ କ୍ଷେତ୍ର ପାଇଁ ଏହି ବୁଝାମଣାପତ୍ର ସ୍ବାକ୍ଷରିତ ହେବ ବୋଲି ଜଣାପଡିଛି । ଭାରତ ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟ ଚଳିତ ମାସ ୨୭ରୁ ୩୧ […]

ସଂପୂର୍ଣ୍ଣ ପଢନ୍ତୁ

ପଞ୍ଜାବି ସିଙ୍ଗର ତେଜୀ କହଲୋଙ୍କୁ ଗୁଳିମାଡ

ନୂଆଦିଲ୍ଲୀ,୨୩/୧୦: କାନାଡାରେ ପଞ୍ଜାବୀ ସିଙ୍ଗର ତେଜୀ କହଲୋଙ୍କୁ ଗୁଳିମାଡ ହୋଇଛି। ଗ୍ୟାଙ୍ଗଷ୍ଟାର୍ ରୋହିତ ଗୋଦାରା ଗ୍ୟାଙ୍ଗ ତାଙ୍କୁ ଗୁଳି ମାରିଥିବା ଜଣାପଡିଛି। ଅନେକ ସମୟ ଧରି ଚାଲିଆସୁଥିବା ଗ୍ୟାଙ୍ଗ୍ ୱାର ଯୋଗୁଁ ଏହି ଗୁଳିମାଡ ହୋଇଛି। ରୋହିତ ଗୋଦାରାଙ୍କ ଗ୍ୟାଙ୍ଗ୍ ସହ ଜଡିତ ମହେନ୍ଦ୍ର ସରଣ ଦିଲାନା, ରାହୁଲ ରିନାଓ ଓ ବିକି ପହଲବାନ କହିଛନ୍ତି ଯେ ବିରୋଧୀ ଗ୍ୟାଙ୍ଗକୁ ଅସ୍ତ୍ରଶସ୍ତ୍ର ଦେଉଥିବାରୁ ତାଙ୍କୁ ଗୁଳିମାଡ ହୋଇଛି। ଗ୍ୟାଙ୍ଗ ତରଫରୁ ବୟାନରେ କୁହାଯାଇଛି କାନାଡାରେ ତାଙ୍କ ଉପରକୁ […]

ସଂପୂର୍ଣ୍ଣ ପଢନ୍ତୁ

ହେଲିପ୍ୟାଡରେ ଫସିଲା ରାଷ୍ଟ୍ରପତିଙ୍କ ହେଲିକପ୍ଟର

ନୂଆଦିଲ୍ଲୀ, ୨୨/୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ କେରଳ ଗସ୍ତରେ ଅଛନ୍ତି । ଆଜି ରାଷ୍ଟ୍ରପତିଙ୍କ ସାବରିମାଲା ଦର୍ଶନ କାର୍ଯ୍ୟକ୍ରମ ରହିଛି । ତେଣୁ ବୁଧବାର ସକାଳୁ ସକାଳୁ ସାବରିମାଲାଗସ୍ତରେ ବାହାରିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ପରିଲକ୍ଷିତ ହୋଇଛି । ତୀର୍ଥଯାତ୍ରାରେ ଯାଉଥିବା ରାଷ୍ଟ୍ରପତିଙ୍କ ହେଲିକପ୍ଟର ଚକ କେରଳର ପ୍ରମାଦମରେ ନବନିର୍ମିତ କଂକ୍ରିଟ ହେଲିପ୍ୟାଡରେ ହଠାତ ଫସି ଯାଇଥିଲା। ଏହି ଘଟଣା ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି […]

ସଂପୂର୍ଣ୍ଣ ପଢନ୍ତୁ

ଝିଅ ଦୁଆ ସହ ଦୀପିକା ଓ ରଣବୀର ଦୀପାବଳି ପାଳିଲେ

ମୁମ୍ବାଇ, ୨୨/୧୦: ବଲିଉଡ୍ ଷ୍ଟାର୍ ଦୀପିକା ପାଦୁକୋନ ଏବଂ ରଣବୀର ସିଂ ଦୀପାବଳି ଅବସରରେ ତାଙ୍କ ଝିଅ ଦୁଆ (Dua) ସହିତ ଏକ ଫଟୋ ସୋସିଆଲ୍ ମିଡିଆରେ ପୋଷ୍ଟ କରି ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି।ଦୀପିକା ଓ ରଣବୀର ସେମାନଙ୍କର ମିଳିତ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଝିଅ ଦୁଆ ପାଦୁକୋନ୍ ସିଂହ (Dua Padukone Singh)ଙ୍କ ସହ ଥିବା ଫଟୋ ଶେୟାର କରିଛନ୍ତି।ଏଥିରେ ସମସ୍ତେ ପାରମ୍ପରିକ ପୋଷାକ ପିନ୍ଧିଛନ୍ତି। ରଣବୀର କ୍ରିମ୍ ରଙ୍ଗର କୁର୍ତ୍ତା ଓ ବାନ୍ଦଗଲା ପିନ୍ଧିଥିବା ବେଳେ […]

ସଂପୂର୍ଣ୍ଣ ପଢନ୍ତୁ

ପଞ୍ଜାବ ପୁଲିସ ଦ୍ୱାରା ଦୁଇ ଆତଙ୍କବାଦୀ ଗିରଫ ସହ ୨ ରକେଟ ଲଞ୍ଚର ଜବତ

ଅମୃତସର, ୨୧/୧୦: ପଞ୍ଜାବ ପୁଲିସ ଦୁଇ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି ।ସେମାନଙ୍କ ନିକଟରୁ ଗୋଟିଏ ରକେଟ ଲଞ୍ଚର ସହ ଗ୍ରିନେଡ୍‌ ଜବତ କରାଯାଇଛି । ପଞ୍ଜାବରେ ଆତଙ୍କବାଦୀ ଆକ୍ରମଣ ପାଇଁ ଯୋଜନା ହେଉଥିବା କଥା ପୁଲିସର ଗୁପ୍ତଚର ବିଭାଗକୁ ସୂଚନା ମିଳିଥିଲା । ଡ୍ରୋନ୍‌ ଯୋଗେ ପାକିସ୍ତାନରୁ ଏହି ରକେଟ୍ ଲଞ୍ଚର ଓ ଗ୍ରିନେଡ୍‌ ଆସିଥିବା କଥା ପଞ୍ଜାବ ପୁଲିସ ସୂଚନା ଦେଇଛନ୍ତି।ମହକଦୀପ ସିଂ ଓ ଆଦିତ୍ୟ ନାମକ ଏହି ଦୁଇ ଆତଙ୍କବାଦୀ ପାକିସ୍ତାନର ଆଇଏସ୍‌ଆଇର […]

ସଂପୂର୍ଣ୍ଣ ପଢନ୍ତୁ

ସାନାଏ ତାକାଇଚି ହେଲେ ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

ନୁଆଦିଲ୍ଲୀ, ୨୧/୧୦: ଜାପାନ ସଂସଦରେ ପ୍ରଧାନମନ୍ତ୍ରୀ ଭାବେ ସାନାଏ ତାକାଇଚି ନିର୍ବାଚିତ ହୋଇଛନ୍ତି । ଫଳରେ ଜାପାନର ପ୍ରଥମ ମହିଳା ପ୍ରାଧାନମନ୍ତ୍ରୀ ହୋଇଛନ୍ତି ସାନାଏ । ଲିବେରାଲ୍‌ ଡେମୋକ୍ରାଟିକ୍‌ ପାର୍ଟିର ନେତ୍ରୀ ସାନାଏ । ପ୍ରଥମ ପର୍ଯ୍ୟାୟ ଭୋଟରେ ବିଜୟୀ ହେବା ପରେ ତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଘୋଷଣା କରାଯାଇଛି । ୪୬୫ ସଦସୀୟ ସଦନରେ ୨୩୭ ଭୋଟ ହାସଲ କରିଛନ୍ତି । ଏହି ସମୟରେ ବିଦାୟୀ ଜାପାନୀ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବା ତାଙ୍କ କ୍ୟାବିନେଟ ସହିତ […]

ସଂପୂର୍ଣ୍ଣ ପଢନ୍ତୁ