କରୁର ଦଳାଚକଟାର ସିବିଆଇ ତଦନ୍ତ ନିର୍ଦେଶ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧୩/୧୦:ତାମିଲନାଡୁ କରୁର ଦଳାଚକଟା ଘଟଣାର ତଦନ୍ତ କରିବ ସିବିଆଇ । ଏନେଇ ନିର୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଅଜୟ ରସ୍ତୋଗିଙ୍କ ତତ୍ତ୍ୱର୍ବଧାନରେ ତଦନ୍ତ ହେବ । ଏହି ତଦନ୍ତକୁ ମନିଟର ପାଇଁ ୩ଜଣିଆ କମିଟି ଗଠନ କରାଯିବ । ସେପ୍ଟେମ୍ବର ୨୭ରେ ସାଉଥ୍ ସୁପରଷ୍ଟାର ତଥା ଟିଭିକେ ନେତା ବିଜୟଙ୍କ ରାଲିରେ ଦଳାଚକଟା ହୋଇଥିଲା । ଯେଉଁଥିରେ ୪୧ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଆହତ ହୋଇଥିଲେ ।ଆବେଦନର ଶୁଣାଣି […]
ସଂପୂର୍ଣ୍ଣ ପଢନ୍ତୁ