ଓଡ଼ିଶାରେ ପହଞ୍ଚିଲେ ମୋଦି: ଭବ୍ୟ ସ୍ବାଗତ ପରେ ପ୍ରଧାନମନ୍ତ୍ରୀଙ୍କ ରୋଡ଼ ସୋ’
ଝାରସୁଗୁଡା, ୨୭/୯ : ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ୧୧ଟା୧୦ମିନିଟ୍ରେ ଝାରସୁଗଡାରେ ପହଞ୍ଚିଛନ୍ତି। ସେଠାରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଛନ୍ତି। ପ୍ରଥମ ଥର ପାଇଁ ଝାରସୁଗୁଡାରେ ରୋଡ଼ ସୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ରୋଡ଼ ସୋ’ରେ ଆସିବା ବେଳେ ତାଙ୍କୁ ଦେଖିବାକୁ ରାସ୍ତାକଡ଼ରେ ହଜାର ହଜାର ଲୋକଙ୍କ ଭିଡ଼ ଜମିଥିଲା। ବିଭିନ୍ନ ସାଂସ୍କୃତିକ ଦଳଙ୍କ ସମେତ ସାଧାରଣ ଲୋକେ ଓ ଦଳୀୟ […]
ସଂପୂର୍ଣ୍ଣ ପଢନ୍ତୁ