Zzzzz

ଟ୍ରମ୍ପଙ୍କ ଟାରିଫ୍ ମଧ୍ୟରେ ୟୁକ୍ରେନର ସଙ୍କଟମୋଚକ ସାଜିଲା ଭାରତ, ପାଲଟିଲା ସବୁଠୁ ବଡ଼ ଡିଜେଲ ଯୋଗାଣକାରୀ ଦେଶ

କିଭ୍‌ – ଭାରତ ଜୁଲାଇ ୨୦୨୫ରେ ୟୁକ୍ରେନ୍‌ର ସବୁଠୁ ବଡ଼ ଡିଜେଲ୍‌ ଯୋଗାଣକାରୀ ହୋଇଛି, ଯାହା ଦେଶର ମୋଟ ଡିଜେଲ୍‌ ଆମଦାନୀର ୧୫.୫ ପ୍ରତିଶତ ଭାଗ ପ୍ରଦାନ କରୁଛି। ଏହି ଉପଲବ୍ଧି ବିଶ୍ୱ ଶକ୍ତି ବ୍ୟାପାରରେ ଏକ ଗୁରୁତ୍ତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦର୍ଶାଇ ଥାଏ, ବିଶେଷ ରୂପେ ସେହି ସମୟରେ ଯେବେ ଭାରତକୁ ରୁଷୀୟ ତୈଳ କ୍ରୟ ପାଇଁ ଆମେରିକାରୁ ୫୦ ପ୍ରତିଶତର ବଡ଼ ଟାରିଫର ସାମ୍ନା କରିବାକୁ ପଡୁଛି। ୟୁକ୍ରେନର ତୈଳ ବଜାର ବିଶ୍ଳେଷଣ ଫର୍ମ ନାଫ୍ଟୋରିନୋକ୍‌ର […]

ସଂପୂର୍ଣ୍ଣ ପଢନ୍ତୁ
Zzz

ବିହାରରେ ନୀତିଶଙ୍କ ବିରୋଧରେ ଇଣ୍ଡି ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ତେଜସ୍ଵୀ !

ପାଟନା : ବିହାରରେ ଇଣ୍ଡି ମେଣ୍ଟ ବା ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀକୁ ନେଇ କଳ୍ପନାଜଳ୍ପନା ଲାଗି ରହିଥିବାବେଳେ ଶନିବାର ଏଥିରେ ଏକପ୍ରକାର ସ୍ପଷ୍ଟତା ଆସିଛି। ଆରଜେଡି ନେତା ତେଜସ୍ଵୀ ଯାଦବ ବିରୋଧୀ ଦଳର ମୁଖ୍ୟମନ୍ତ୍ରୀ ଚେହେରା ହେବାକୁ ଯାଉଛନ୍ତି। ଯଦିଓ ଏ ନେଇ କୌଣସି ଘୋଷଣା ହୋଇନାହିଁ, ଶନିବାର ନିଜେ ତେଜସ୍ଵୀ ଏ ନେଇ ନିଜ ନାମକୁ ଘୋଷଣା କରିଛନ୍ତି। ତାହା ପୁଣି କଂଗ୍ରେସ ନେତା ତଥା ସାସଂଦ ରାହୁଲ ଗାନ୍ଧୀ ଏବଂ ସମାଜବାଦୀ ପାର୍ଟି ନେତା […]

ସଂପୂର୍ଣ୍ଣ ପଢନ୍ତୁ
Download (1)

ଟ୍ରମ୍ପଙ୍କ ମୃତ୍ୟୁକୁ ନେଇ ସାମାଜିକ ଗଣମାଧ୍ୟମରେ ଟ୍ରେଣ୍ଡ କରୁଛି ଗୁଜବ

ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମୃତ। ଆମେରିକା ସମେତ ଅନେକ ଦେଶରେ ସାମାଜିକ ଗଣମାଧ୍ୟମରେ ଟ୍ରେଣ୍ଡ କରୁଛି ଏଭଳି ଗୁଜବ। ଏହାର କାରଣ ମଧ୍ୟ ଆଶ୍ଚର୍ଯ୍ୟଜନକ। ତାହା ହେଉଛି ଟ୍ରମ୍ପଙ୍କ ସ୍ଵାସ୍ଥ୍ୟାବସ୍ଥା ଏବଂ ୭୨ ଘଣ୍ଟା ଧରି ଗଣମାଧ୍ୟମରେ ନିଜର ଚେହେରା ନ ଦେଖାଇବା। ସ୍ଵାସ୍ଥ୍ୟାବସ୍ଥା ଠିକ୍ ନ ଥିବାରୁ ଟ୍ରମ୍ପ ୩ ଦିନ ହେବ ଗଣମାଧ୍ୟମ ସମ୍ମୁଖକୁ ଆସିନାହାନ୍ତି। ତେଣୁ ‘ଟ୍ରମ୍ପ ମୃତ’ ବା #trumpisdead ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଟ୍ରେଣ୍ଡ କରୁଛି।ଲୋକଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Zz

ଶିଘ୍ର ଆସିବ ଆଧାର ମୋବାଇଲ୍‌ ଆପ୍‌ 

ନୂଆଦିଲ୍ଲୀ : ଆଧାରକାର୍ଡକୁ ନେଇ ଆସିଲା ବଡ ଓ ନୂଆ ଅପଡେଟ୍‌ । ଭାରତୀୟ ସ୍ୱତନ୍ତ୍ର ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଇ-ଆଧାର ମୋବାଇଲ୍‌ ଆପ୍‌ ଲଞ୍ଚ କରିବା ନେଇ ପ୍ରସ୍ତୁତି କରୁଛି ଓ ଏହି ଆଧାର ମୋବାଇଲ୍‌ ଆପ୍‌ (ଇ-ଆଧାର ଆପ୍‌) କେବେ ଲଞ୍ଚ ହେବ ସେନେଇ ମଧ୍ୟ ସୂଚନା ମିଳି ପାରୁଛି । ୟୁଆଇଡିଏଆଇ ଅନୁଯାୟୀ, ମୋବାଇଲ୍‌ ଆପ୍‌ଲିକେସନ୍‌କୁ ଶୀଘ୍ରରୁ ଅତି ଶୀଘ୍ର ତିଆରି କରିବା ପାଇଁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । ଯେପରି […]

ସଂପୂର୍ଣ୍ଣ ପଢନ୍ତୁ
Putin

ଡିସେମ୍ବରରେ ଭାରତ ଆସିବେ ପୁଟିନ

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବରରେ ଭାରତ ଗସ୍ତରେ ଆସିବେ। କ୍ରେମଲିନର ବରିଷ୍ଠ ଅଧିକାରୀ ୟୁରି ଉଶାକୋଭ ଏହା ନିଶ୍ଚିତ କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପୁଟିନ ସୋମବାର ଚୀନରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀରେ ସାକ୍ଷାତ କରିବେ, ଯେଉଁଠାରେ ତାଙ୍କ ଡିସେମ୍ବର ଗସ୍ତର ପ୍ରସ୍ତୁତି ବିଷୟରେ ଆଲୋଚନା କରାଯିବ। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ପୂର୍ବରୁ ସୂଚୀତ କରିଥିଲେ ଯେ […]

ସଂପୂର୍ଣ୍ଣ ପଢନ୍ତୁ
12

ଚନ୍ଦ୍ରଯାନ-୫ ମିସନ ପାଇଁ ହାତ ମିଳାଇବେ ଇସ୍ରୋ ଓ ଜାପାନୀ ମହାକାଶ ସଂସ୍ଥା

ଟୋକିଓ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଚନ୍ଦ୍ରଯାନ-୫ ମିଶନ ପାଇଁ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏବଂ ଜାପାନ ଏରୋସ୍ପେସ୍ ଅନୁସନ୍ଧାନ ସଂସ୍ଥା (ଜାକ୍ସା) ମଧ୍ୟରେ ସହଯୋଗ ଘୋଷଣା କରିଛନ୍ତି। ମୋଦୀ କହିଛନ୍ତି ଯେ ଆମେ ଚନ୍ଦ୍ରଯାନ-୫ ମିଶନ ପାଇଁ ଇସ୍ରୋ ଏବଂ ଜାକ୍ସା ମଧ୍ୟରେ ସହଯୋଗକୁ ସ୍ୱାଗତ କରୁଛୁ। ଆମର ସକ୍ରିୟ ଅଂଶଗ୍ରହଣ ପୃଥିବୀର ସୀମା ବାହାରକୁ ଯାଇଛି ଏବଂ ମହାକାଶରେ ମାନବଜାତିର ପ୍ରଗତିର ପ୍ରତୀକ ହେବ। ପ୍ରଧାନମନ୍ତ୍ରୀ ଟୋକିଓରେ ତାଙ୍କର ଜାପାନୀ […]

ସଂପୂର୍ଣ୍ଣ ପଢନ୍ତୁ
Nitish 300x169

ପ୍ରତ୍ୟେକ ପରିବାରର ଜଣେ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା ; ସରକାରଙ୍କ ବଡ ଘୋଷଣା

ପାଟନା : ମହିଳାଙ୍କ ପାଇଁ ବଡ ଘୋଷଣା। ପ୍ରତ୍ୟେକ ପରିବାରର ଜଣେ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ୨୯ ଅଗଷ୍ଟରେ ଏକ ବଡ ଘୋଷଣା କରିଛନ୍ତି । ସେ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ଯେ, କ୍ୟାବିନେଟ୍‌ ବୈଠକରେ ଏକ ନୂଆ ଯୋଜନା ‘ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା’କୁ ସ୍ୱୀକୃତି ଦେଇଛନ୍ତି । ଏହି ଯୋଜନାର ମୁଖ୍ୟ ଲକ୍ଷ୍ୟ ରାଜ୍ୟର ସମସ୍ତ ପରିବାରର ଜଣେ ମହିଳାଙ୍କୁ ନିଜ ପସନ୍ଦର ରୋଜଗାର […]

ସଂପୂର୍ଣ୍ଣ ପଢନ୍ତୁ
2 180 1756476282938

ରାସ୍ତା ମଝିରେ ଖଣ୍ଡା ଧରି ଗଟକା ପ୍ରଦର୍ଶନ କରୁଥିବା ଶିଖ ଯୁବକଙ୍କୁ ଗୁଳି କରି ହତ୍ୟା କଲା ଆମେରିକା ପୁଲିସ

ୱାଶିଂଟନ ଡିସି: ଆମେରିକାରୁ ଜଣେ ୩୫ ବର୍ଷୀୟ ଶିଖ୍ ଯୁବକଙ୍କୁ ଗୁଳି ମାରି ହତ୍ୟା କଲା ଆମେରିକା ପୁଲିସ। ଆମେରିକା ଲସ୍ ଆଞ୍ଜେଲସ୍‌ରେ ଯୁବକ ଜଣଙ୍କ ରାସ୍ତା ମଝିରେ ପ୍ରାଚୀନ ସାମରିକ କଳା ଗଟକାର ପ୍ରଦର୍ଶନ କରୁଥିବା ସସମୟରେ ପୁଲିସକୁ ଆକ୍ରମଣ କରିବାରୁ ଆମେରିକା ପୁଲିସ ଯୁବକଙ୍କୁ ଗୁଳି କରି ହତ୍ୟା କରିଥିଲା। ଘଟଣା ଜୁଲାଇରେ ଘଟିଥିବା ବେଳେ ଲସ୍ ଆଞ୍ଜେଲସ୍ ପୋଲିସ ବିଭାଗ (LAPD) ଏବେ ଏହାର ଫୁଟେଜ୍ ଜାରି କରିଛି। ଘଟଣା ସମ୍ପର୍କରେ ପୁଲିସ […]

ସଂପୂର୍ଣ୍ଣ ପଢନ୍ତୁ
10

ପ୍ରଥମ ଥର ଯୁଦ୍ଧରେ ସି-ଡ୍ରୋନ ବ୍ୟବହାର କଲା ଋଷିଆ, ବୁଡାଇ ଦେଲା ୟୁକ୍ରେନର ଯୁଦ୍ଧପୋତ

ମସ୍କୋ ୨୯।୮: ୟୁକ୍ରେନ ବିପକ୍ଷରେ ଜାରି ଯୁଦ୍ଧରେ ଋଷିଆ ପ୍ରଥମ ଥର ସମୁଦ୍ର ଡ୍ରୋନ ବ୍ୟବହାର କରିଛି। ଏଥିରେ ୟୁକ୍ରେନ ନୌସେନାର ସବୁଠୁ ବଡ଼ ଯୁଦ୍ଧପୋତକୁ ବୁଡାଇ ଦିଆଯାଇଛି। ଋଷିଆ ଦାବି କରିଛି ଯେ ଯୁଦ୍ଧରେ ସି-ଡ୍ରୋନ ବ୍ୟବହାର କରି ୟୁକ୍ରେନ ନୌସେନା ଜାହାଜ ‘ସିମ୍ଫରୋପୋଲ’କୁ ବୁଡାଯାଇଛି। ରିପୋର୍ଟ ଅନୁସାରେ ୟୁକ୍ରେନର ଏହି ଯୁଦ୍ଧଜାହାଜ ଲାଗୁନା କ୍ଲାସର ମଧ୍ୟମ ଆକାର ଗୁଇନ୍ଦା ଜାହାଜ ଥିଲା। ଏହି ଜାହାଜକୁ ରେଡିଓ, ଇଲେକ୍ଟ୍ରୋନିକ୍, ରାଡାର ଓ ଅପ୍ଟିକାଲ ସର୍ଭିଲାନ୍ସ ଲାଗି […]

ସଂପୂର୍ଣ୍ଣ ପଢନ୍ତୁ
9

ଆଇଏମଏଫର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେଲେ ପୂର୍ବତନ ଆରବିଆଇ ଗଭର୍ଣ୍ଣର ଉର୍ଜିତ ପଟେଲ

ନୂଆଦିଲ୍ଲୀ : ପୂର୍ବତନ ଆରବିଆଇ ଗଭର୍ଣ୍ଣର ଉର୍ଜିତ ପଟେଲଙ୍କୁ ଆଇଏମଏଫର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ଶୁକ୍ରବାର ନିଯୁକ୍ତ କରାଯାଇଛି। ପୂର୍ବରୁ ତାଙ୍କୁ ରଘୁରାମ ରାଜନଙ୍କ ପରେ ଆରବିଆଇ ଗଭର୍ଣ୍ଣର ଭାବେ ନିଯୁକ୍ତି ମିଳିଥିଲା । ବର୍ତ୍ତମାନ ତାଙ୍କୁ ଆଇଏମଏଫରେ ଏକ ନୂଆ ଓ ବଡ ଦାୟିତ୍ୱ ମିଳିଛି । ୩ ବର୍ଷ ପାଇଁ ଉର୍ଜିତ ପଟେଲଙ୍କୁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠିରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଛି। ଏହା ପୂର୍ବରୁ ମଧ୍ୟ ସେ ଅନେକ ମହତ୍ତ୍ୱପୂର୍ଣ୍ଣ ପଦବୀରେ […]

ସଂପୂର୍ଣ୍ଣ ପଢନ୍ତୁ