Virar

ମୁମ୍ବାଇ ଭିରାରରେ ଚାରି ମହଲା କୋଠା ଭୁଶୁଡି ୩ ମୃତ ଓ ୯ ଆହତ

ମୁମ୍ବାଇ : ପାଲଘର ଜିଲ୍ଲା ଭିରାରରେ ଘଟିଛି ବଡ଼ ଅଘଟଣ । ଚାରି ମହଲା କୋଠାର ପଛରୁ କିଛି ଅଂଶ ଭୁଶୁଡି ପଡିଛି । ଏଥିରେ ୩ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୮ରୁ୯ ଜଣଙ୍କର ଆହତ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସୂଚନାନୁଯାୟୀ, ଭିରାରର ନାରାଙ୍ଗୀ ଫାଟାରେ ଥିବା ରାମୁ କମ୍ପାଉଣ୍ଡର ସ୍ବାମୀ ସମର୍ଥନ ନଗରରେ ରାମବାଇ ଆପାର୍ଟମେଣ୍ଟ ଚାରି ମହଲା କୋଠାର ପଛ ଭାଗର ଚତୁର୍ଥ ମହଲାର ଏକ […]

ସଂପୂର୍ଣ୍ଣ ପଢନ୍ତୁ
Bihar 1

ବିହାରରେ ମନ୍ତ୍ରୀ ଶ୍ରବଣ କୁମାରଙ୍କୁ ମରଣାନ୍ତକ ଆକ୍ରମଣ, ଭୟରେ ୧ କିମି ଦୌଡିଲେ ନେତା

ବିହାର : ବିହାର ନାଳନ୍ଦା ଜିଲ୍ଲାରେ ନୀତୀଶ ସରକାରଙ୍କ ମନ୍ତ୍ରୀ ତଥା ଜେଡିୟୁ ନେତା ଶ୍ରବଣ କୁମାରଙ୍କ ଉପରକୁ ଆକ୍ରମଣ । ଏହି ଆକ୍ରମଣରେ ତାଙ୍କର ଅଙ୍ଗରକ୍ଷୀ ଆହତ ହୋଇଛନ୍ତି । ଗ୍ରାମୀଣଙ୍କ କ୍ରୋଧରୁ ରକ୍ଷା ପାଇବା ପାଇଁ ମନ୍ତ୍ରୀ ଦୀର୍ଘ ୧ କିମି ବାଟ ଦୌଡିଥିଲେ । ଗ୍ରାମୀଣଙ୍କ ଆକ୍ରମଣରେ ପୋଲିସ କର୍ମୀ ଆହତ ହୋଇଛନ୍ତି । ଏଭଳି ଏକ ଘଟଣା ଘଟିଛି ହିଲସା ଥାନା ଅନ୍ତର୍ଗତ ମାଲାବନ ଗାଁରେ । ଖବର ମୁତାବକ, ହିଲସା ଥାନା […]

ସଂପୂର୍ଣ୍ଣ ପଢନ୍ତୁ
Afghanistan 1

ଆଫଗାନିସ୍ତାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବସ୍ ଓଲଟି ୨୫ ମୃତ

ଆଫଗାନିସ୍ତାନ : ଆଫଗାନିସ୍ତାନ କାବୁଲରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ୍ ଓଲଟିବା ଯୋଗୁଁ ଅତିକମରେ ୨୫ ଜଣଙ୍କର ଜୀବନ ଚାଲିଯାଇଛି । ତାଲିବାନର ଜଣେ ଅଧିକାରୀ ଏହି ଦୁର୍ଘଟଣା ବିଷୟରେ ସୂଚନା ଦେଇଛନ୍ତି । ଖବର ମୁତାବକ, ସକାଳ ଆଫଗାନିସ୍ତାନ କାବୁଲର ଅରଘଣ୍ଡି ଅଞ୍ଚଳରେ ହେଲମନ୍ଦ ଏବଂ କାନ୍ଧାରର ଯାତ୍ରୀଙ୍କୁ ନେଇ ଏକ ବସ୍ ଅସାବଧାନତା ଯୋଗୁଁ ଦୁର୍ଘଟଣାର ଶିକାର ହୋଇଥିଲା । ଏଥିରେ ୨୫ ଜଣଙ୍କର ଜୀବନ ଚାଲିଯାଇଥିବା ବେଳେ ୨୭ରୁ ଅଧିକ […]

ସଂପୂର୍ଣ୍ଣ ପଢନ୍ତୁ
Chirag

ସିଟ୍ ଭାଗବଣ୍ଟା… ଚିନ୍ତା ବଢାଇଲେ ଚିରାଗ

ପାଟନା: ବିହାରରେ ପୁଣି କ୍ଷମତାକୁ ଫେରିବାକୁ ନୀତିଶ କୁମାର ବଡ଼ ଘୋଷଣା କରୁଛନ୍ତି ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନଡିଏ ସପକ୍ଷରେ ମାହୋଲ ବନାଇବାକୁ ଉଦ୍ୟମ କରୁଛନ୍ତି। ତେବେ ଏନଡିଏ ପାଇଁ ଚିରାଗ ପାଶଓ୍ବାନ ଏବେ ଚିନ୍ତାର କାରଣ ହୋଇଛନ୍ତି। ନା ଚିରାଗଙ୍କୁ ଛାଡି ପାରୁଛନ୍ତି ନା ସାଙ୍ଗରେ ନେଇ ଚାଲି ପାରୁଛନ୍ତି। ନୀତିଶଙ୍କ ନେତୃତ୍ବାଧୀନ ଏନଡିଏରେ ବିଜେପି, ଜେଡିୟୁ ସହ ଚିରାଗ ପାଶଓ୍ବାନଙ୍କ ଏଲଜେପି, ଜୀତନ ରାମ ମାଞ୍ଝିଙ୍କ ହାମ୍ ଓ ଉପେନ୍ଦ୍ର କୁଶଓ୍ବାହଙ୍କ ରାଷ୍ଟ୍ରୀୟ […]

ସଂପୂର୍ଣ୍ଣ ପଢନ୍ତୁ
Img 20250826 Wa00971

ବିଜେପି ସଭାପତି ଚୟନକୁ ନେଇ ସସ୍‌ପେନ୍ସ ? କେବେ ହେବ ଘୋଷଣା

ନୂଆଦିଲ୍ଲୀ:ବିଜେପି ସଭାପତି ଚୟନକୁ ନେଇ ସସ୍‌ପେନ୍ସ। ଜେପି ନଡ୍ଡାଙ୍କ ପରେ କିଏ ହେବେ ବିଜେପିର କ୍ୟାପଟେନ ? ଏହାକୁ ନେଇ ଭିନ୍ନ ଭିନ୍ନ ସମୟରେ ବିଭିନ୍ନ ନେତାଙ୍କୁ ନେଇ ଆକଳନ ଚାଲିଛି । କେତେବେଳେ ଧର୍ମେନ୍ଦ୍ର ପ୍ରଧାନଙ୍କ କଥା ଆସୁଛି ତ ଆଉ କେତେବେଳେ ଭୁପିନ୍ଦର ଯାଦବ, ନୀତିନ ଗଡ଼କରୀ ମୋନରାଲ ଖଟ୍ଟରଙ୍କ ନାଁ ସାମ୍ନାକୁ ଆସୁଛି । ହେଲେ ଏହା କେବଳ ଚର୍ଚ୍ଚାରେ ହିଁ ରହିଯାଉଛି। ଏହାରି ଭିତରେ ଆଉ ଜଣେ ନୂଆ ନାଁକୁ ନେଇ […]

ସଂପୂର୍ଣ୍ଣ ପଢନ୍ତୁ
Images 31 1

ପ୍ରବଳ ବର୍ଷା ଲାଗି ବୈଷ୍ଣୋ ଦେବୀ ଯାତ୍ରା ସ୍ଥଗିତ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରରେ ପ୍ରବଳ ବର୍ଷା ଯୋଗୁଁ ମାତା ବୈଷ୍ଣୋ ଦେବୀ ଯାତ୍ରାକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ପୂର୍ବରୁ ମନ୍ଦିରକୁ ଯିବା ପାଇଁ ବ୍ୟବହାର ହେଉଥିବା ବ୍ୟାଟେରୀ କାର ଏବଂ ହେଲିକପ୍ଟର ସେବା ବନ୍ଦ କରାଯାଇଥିଲା କିନ୍ତୁ ସାଧାରଣ ମାର୍ଗ ଦେଇ ଯାତ୍ରା ଜାରି ରହିଥିଲା। ଯାହାକୁ ବର୍ତ୍ତମାନ୍ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଛି। ଏଥିସହିତ ଭାରତୀୟ ପାଣିପାଗ ବିଭାଗ ଏହି କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ରେଡ୍ ଆଲର୍ଟ ମଧ୍ୟ […]

ସଂପୂର୍ଣ୍ଣ ପଢନ୍ତୁ
Trump 6

୫୦% ଟ୍ରମ୍ପଙ୍କ ଶୁଳ୍କ ଆଜିଠାରୁ ଲାଗୁ, ୧୨ଟି କ୍ଷେତ୍ରରେ ପକାଇବ ସବୁଠାରୁ ବଡ଼ ପ୍ରଭାବ

ଭାରତ ଦ୍ବାରା ରୁଷୀୟ ତୈଳ ଏବଂ ଅସ୍ତ୍ରଶସ୍ତ୍ର କ୍ରୟ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦ୍ବାରା ଲଗାଯାଇଥିବା ଅତିରିକ୍ତ ୨୫% ଶୁଳ୍କ ଆଜିଠାରୁ କାର୍ଯ୍ୟକାରୀ ହେଉଛି । ଭାରତ ଏବେ ସର୍ବାଧିକ ଆମେରିକା ଶୁଳ୍କ ବହନ କରୁଥିବା ଦୋ ତାଲିକା ବ୍ରାଜିଲ ସହିତ ସାମିଲ ହେବ । ଯାହାର ଶୁଳ୍କ ମଧ୍ୟ ୫୦% । ଦୁଇଟି ପର୍ଯ୍ୟାୟରେ ଶୁଳ୍କ ଲାଗୁ କରାଯାଇଛି ।  ଯାହା ଆମେରିକା ଶୁଳ୍କ ଭାରତର ପ୍ରାୟ ଦୁଇ-ତୃତୀୟାଂଶ ସାମଗ୍ରୀ ବାଣିଜ୍ୟକୁ କଭର […]

ସଂପୂର୍ଣ୍ଣ ପଢନ୍ତୁ
Rajnathsingh 1

‘ଅପରେସନ ସିନ୍ଦୂର’ରେ ସୀମାବର୍ତ୍ତି ଲୋକଙ୍କ ପ୍ରମୁଖ ଭୂମିକା ଥିଲା: ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ‘ଅପରେସନ ସିନ୍ଦୂର’ ସମୟରେ ସୀମାନ୍ତ ଅଞ୍ଚଳର ଲୋକମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଲୋକ ମାନେ ପ୍ରଶାସନ ଏବଂ ସେନାକୁ ସମସ୍ତ ପ୍ରକାରର ସମର୍ଥନ ଦେଇଥିଲେ। ଏନେଇ ସୋମବାର ଦିନ ଯୋଧପୁରରେ ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ଅପରେସନ ସିନ୍ଦୂର ସମୟରେ ଭାରତୀୟ ସୈନିକମାନେ ଆତଙ୍କବାଦୀଙ୍କୁ ସେମାନଙ୍କ ଧର୍ମ ପଚାରି ନୁହେଁ ବରଂ ସେମାନଙ୍କ କର୍ମ ଆଧାରରେ ହତ୍ୟା କରିଥିଲେ। […]

ସଂପୂର୍ଣ୍ଣ ପଢନ୍ତୁ
Modi Trump (1)

୫୦% ଟାରିଫ ନେଇ ଆମରିକାକୁ କେମିତି ଜବାବ ଦେବ ଭାରତ ?, ବସିବ ବଡ ବୈଠକ

ନୂଆଦିଲ୍ଲୀ: ୱାଶିଂଟନ ପୂର୍ବ ଶୁଳ୍କକୁ ଦ୍ୱିଗୁଣିତ କରିବା ପରେ ବୁଧବାରଠାରୁ, ଆମେରିକା ବଜାରରେ ପ୍ରବେଶ କରୁଥିବା ଭାରତୀୟ ସାମଗ୍ରୀଗୁଡ଼ିକ ଉପରେ ୫୦% ଶୁଳ୍କ ଲାଗୁ ହେବ । ଯାହା ରପ୍ତାନିକାରୀଙ୍କ ଉପରେ ମୂଲ୍ୟ ଚାପ ବୃଦ୍ଧି କରିବ। ଯାହାକୁ ନେଇ ଏବେ ପିଏମଓ କାର୍ଯ୍ୟଳୟରେ ବଡ ବୈଠକ ବସି ନେଇ ସୂଚନା ମିଳିଛି । ମିଳିଥିବା ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଗଷ୍ଟ ୨୬ରେ ଆମେରିକାରେ ଉଚ୍ଚ ଶୁଳ୍କର ପ୍ରଭାବର ସମ୍ମୁଖୀନ ହେଉଥିବା ଭାରତୀୟ ରପ୍ତାନିକାରୀଙ୍କ ପାଇଁ […]

ସଂପୂର୍ଣ୍ଣ ପଢନ୍ତୁ
Voter Yatra 750x430

ଇଣ୍ଡିଆ ମେଣ୍ଟର ଯୋଶ୍ ବଢାଇଛି ଭୋଟର ଅଧିକାର ଯାତ୍ରା

ପାଟନା: ବିହାର ବିଧାନସଭା ନିର୍ବାଚନକୁ ନେଇ ସରଗରମ ରାଜନୀତି। ରାହୁଲ ଗାନ୍ଧୀ ଓ ତେଜସ୍ବୀ ଯାଦବଙ୍କ ଭୋଟର ଅଧିକାର ଯାତ୍ରା ଇଣ୍ଡିଆ ମେଣ୍ଟର ଯୋଶ୍ ବଢାଇଛି। ସାସାରାମର ଗାନ୍ଧୀ ମଇଦାନରୁ ଆରମ୍ଭ ହୋଇଥିବା ଭୋଟର ଅଧିକାର ଯାତ୍ରାରେ ରାହୁଲ ଓ ତେଜସ୍ବୀଙ୍କ ସହ ରାଜନୈତିକ କଦମତାଲ୍ କରିବେ ବିରୋଧୀ ମେଣ୍ଟର ବହୁ ବରିଷ୍ଠ ନେତା। ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବିରୋଧୀ ନେତା ଭୋଟ୍ ଅଧିକାର ଯାତ୍ରାରେ ସାମିଲ ହୋଇ ବିଜେପି ବିରୋଧରେ ହୁଙ୍କାର ଭରିବେ। ଭୋଟ୍ ଚୋରି, […]

ସଂପୂର୍ଣ୍ଣ ପଢନ୍ତୁ