ନୌସେନାକୁ ବୁଷ୍ଟ କରିବ ସବ୍ମରିନ୍ ଡିଲ୍, ଜର୍ମାନୀଠାରୁ ଭାରତ କିଣିବ ୬ ବୁଡ଼ାଜାହାଜ
ନୂଆଦିଲ୍ଲୀ: ଭାରତ ସରକାର ବାୟୁସେନା ଓ ନୌସେନାର ଶକ୍ତି ବଢ଼ାଇବା ପାଇଁ ଦୁଇଟି ବଡ଼ ଚୁକ୍ତି ଲାଗି ପ୍ରସ୍ତୁତି ଚଳାଇଛନ୍ତି। ଛଅ ମାସ ଧରି ଅଟକି ରହିବା ପରେ, କେନ୍ଦ୍ର ସରକାର ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ମଝଗାଓଁ ଡକ୍ୟାର୍ଡସ ଲିମିଟେଡ୍ (MDL)କୁ ପ୍ରୋଜେକ୍ଟ ୭୫ ଇଣ୍ଡିଆ (P-75I) ଅଧୀନରେ ଛଅଟି ଉନ୍ନତ ବୁଡ଼ାଜାହାଜ ନିର୍ମାଣ ପାଇଁ ଜର୍ମାନୀର ଥିସେନକ୍ରୁପ୍ ମାରିନ୍ ସିଷ୍ଟମ୍ସ (TKMS) ସହିତ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିବାକୁ ଅନୁମୋଦନ ଦେଇଛନ୍ତି। ପ୍ରତିରକ୍ଷା ଅଧିକାରୀଙ୍କ ଅନୁଯାୟୀ, […]
ସଂପୂର୍ଣ୍ଣ ପଢନ୍ତୁ