ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ ଭରିଲେ ବି.ସୁଦର୍ଶନ ରେଡ୍ଡୀ
ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ ଭରିଲେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ ବି.ସୁଦର୍ଶନ ରେଡ୍ଡୀ । ଦିଲ୍ଲୀ ସଂସଦ ଭବନ ପରିସରରେ ନାମାଙ୍କନ ଭରିଛନ୍ତି । ୪ ସେଟ ନୋମିନେସନ ଫାଇଲ କରିଛନ୍ତି । ନାମାଙ୍କନ ଭରିବା ସମୟରେ AICC ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଉପସ୍ଥିତ ଥିଲେ । ସେହିପରି ସୋନିଆ, ରାହୁଲ ଓ ପ୍ରିୟଙ୍କା ଗାନ୍ଧୀ , ଶରଦ ପାୱାରଙ୍କ ସମେତ ମେଣ୍ଟର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ । ସୁଦର୍ଶନ ରେଡ୍ଡୀଙ୍କୁ […]
ସଂପୂର୍ଣ୍ଣ ପଢନ୍ତୁ