Pakistan Army

ଆମେରିକା ମାଟିରୁ ପାକିସ୍ତାନର ଧମକ; ଭାରତର ଦୃଢ଼ ନିନ୍ଦା

ନୂଆଦିଲ୍ଲୀ: ପାକିସ୍ତାନ ସେନା ମୁଖ୍ୟ ଆସିମ ମୁନିର ଆମେରିକା ମାଟିରୁ ଦେଇଥିବା ପରମାଣୁ ଧମକକୁ ନେଇ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଭାରତ କେବଳ ପାକିସ୍ତାନକୁ ନୁହେଁ, ଆମେରିକାକୁ ବି ତା’ ଅସଲ ଚେହେରା ଦେଖାଇଛି। ମୁନିରର ଧମକ ଉପରେ ବିଦେଶ ମନ୍ତ୍ରଣାଳୟ ବିବୃତି ଜାରି କରି କହିଛି ଯେ, ପରମାଣୁ ଧମକ ଦେବା ପାକିସ୍ତାନର ପୁରୁଣା ଅଭ୍ୟାସ। ଅନ୍ତର୍ଜାତୀୟ ସମୁଦାୟ ପାକିସ୍ତାନର ଏପରି ଦାୟିତ୍ଵହୀନ ମନ୍ତବ୍ୟ ଉପରେ ଧ୍ୟାନ ଦେଇ ତାହାର ନିଷ୍କର୍ସ ବାହାର […]

ସଂପୂର୍ଣ୍ଣ ପଢନ୍ତୁ
Rafel

ରାଫେଲ ଯୁଦ୍ଧବିମାନ ପାଇଁ ଜଣାଇଲା ଦାବି, ଆହୁରି ଶକ୍ତିଶାଳୀ ହେବ ଭାରତୀୟ ବାୟୁସେନା

ନୂଆଦିଲ୍ଲୀ: ଭାରତ ଅପରେସନ ସିନ୍ଦୂର ସହିତ ସମଗ୍ର ବିଶ୍ୱକୁ ତାର ଶକ୍ତି ଅନୁଭବ କରାଇଛି। ଏହି ସମୟ ମଧ୍ୟରେ ଭାରତୀୟ ବାୟୁସେନା ଏକ ବିଶେଷ ଭୂମିକା ଗ୍ରହଣ କରିଛି। କାରଣ ଏହି ସମୟରେ ଭାରତୀୟ ବାୟୁସେନା ଏକ ବିଶେଷ ଆବେଦନ ରଖିଥିଲା। ବାୟୁସେନା ପାକ୍ ଅଧିକୃତ କାଶ୍ମୀରରେ ଅନେକ ଆତଙ୍କବାଦୀ ଆଡ୍ଡାକୁ ନଷ୍ଟ କରିଛି। ଏବେ ସେନାର ଶକ୍ତି ଆହୁରି ବୃଦ୍ଧି ପାଇବାକୁ ଯାଉଛି। ଟାଇମ୍ସ ଅଫ୍ ଇଣ୍ଡିଆ ରିପୋର୍ଟ ଅନୁଯାୟୀ, ଭାରତୀୟ ବାୟୁସେନା ରାଫେଲ ଲଢ଼ୁଆ […]

ସଂପୂର୍ଣ୍ଣ ପଢନ୍ତୁ
Air India

ଚେନ୍ନାଇରେ ଜରୁରୀ ଅବତରଣ କଲା ବିମାନ, ଅଳ୍ପକେ ବର୍ତ୍ତିଲେ ଏୟାର ଇଣ୍ଡିଆ ଯାତ୍ରୀ

ଚେନ୍ନାଇ:  ଚେନ୍ନାଇରେ ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ବିମାନ । ତିରୁବନନ୍ତପୁରମରୁ ଦିଲ୍ଲୀ ଯାଉଥିବାବେଳେ ବିମାନର ଜରୁରୀ ଅବତରଣ ହୋଇଥିଲା । ଖରାପ ପାଗ ଏବଂ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚେନ୍ନାଇ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ । ସେହି ବିମାନରେ ୫ଜଣ ସାଂସଦ ଦିଲ୍ଲୀ ଯାତ୍ରା କରୁଥିବା ସମୟରେ ଏପରି ଘଟିଥିଲା ବୋଲି ସୂଚନା ମିଳିଛି । ସୂଚନାନୁଯାୟୀ, ତିରୁବନନ୍ତପୁରମରୁ ଦିଲ୍ଲୀ ଯାଉଥିବା ସମୟରେ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିଲା […]

ସଂପୂର୍ଣ୍ଣ ପଢନ୍ତୁ
Israel Hamas War

ଗାଜା-ଇସ୍ରାଏଲ ଯୁଦ୍ଧରେ ୫ ସାମ୍ବାଦିକ ମୃତ, IDF କହିଛି ସାମ୍ବାଦିକ ନୁହେଁ ବରଂ ଆତଙ୍କୀ

ନୂଆଦିଲ୍ଲୀ: ଇସ୍ରାଏଲ ନିରନ୍ତର ଗାଜା ଷ୍ଟ୍ରିପ୍ ଉପରେ ଆକ୍ରମଣ କରୁଛି। ଇସ୍ରାଏଲୀ ଆକ୍ରମଣରେ ଅଲ ଜଜିରା ନ୍ୟୁଜ୍ ଚ୍ୟାନେଲର ୫ ଜଣ ସାମ୍ବାଦିକଙ୍କ ମଧ୍ୟ ମୃତ୍ୟୁ ହୋଇଛି । ଏହା ଅଲ ଜଜିରା ଦ୍ୱାରା ନିଶ୍ଚିତ କରାଯାଇଛି। ଗାଜା ସହରର ଅଲ-ଶିଫା ହସ୍ପିଟାଲ ନିକଟରେ ଇସ୍ରାଏଲୀ ଆକ୍ରମଣରେ ଆଲ ଜାଜିରାର ଏହି ୫ ଜଣ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି। ପ୍ରସାରକ ସଂସ୍ଥା ଅନୁଯାୟୀ, ନିହତ ସାମ୍ବାଦିକଙ୍କ ମଧ୍ୟରେ ଅଲ ଜାଜିରା ପ୍ରତିନିଧି ଅନାସ ଅଲ-ଶରିଫ ଏବଂ ମହମ୍ମଦ […]

ସଂପୂର୍ଣ୍ଣ ପଢନ୍ତୁ
Dogs

ବୁଲା କୁକୁରଙ୍କୁ ଆଶ୍ରୟସ୍ଥଳରେ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆର ଅଞ୍ଚଳରେ ବୁଲା କୁକୁରଙ୍କ ଆତଙ୍କ ପ୍ରାୟତଃ ଦେଖାଯାଏ। ଲୋକମାନେ କୁକୁରମାନଙ୍କ ଯୋଗୁଁ ଭୟରେ ରହିବାକୁ ବାଧ୍ୟ ହେଉଛନ୍ତି। କାରଣ କୁକୁରମାନେ ଅନେକ ଲୋକଙ୍କୁ ଆକ୍ରମଣ କରିଛନ୍ତି। ଏବେ ସୁପ୍ରିମକୋର୍ଟ ଏହି ମାମଲାରେ ଏକ ବଡ଼ ରାୟ ଶୁଣାଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଦିଲ୍ଲୀ ଏନସିଆର ଅଞ୍ଚଳର ସମସ୍ତ ବୁଲା କୁକୁରଙ୍କୁ ଧରାଯିବ। ଏହା ପରେ, ସେମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ରଖାଯିବ। ଦିଲ୍ଲୀ-ଏନସିଆରରେ ବୁଲା କୁକୁରଙ୍କ ସମସ୍ୟାର ସମାଧାନ ପାଇଁ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ […]

ସଂପୂର୍ଣ୍ଣ ପଢନ୍ତୁ
Rahul

ଭୋଟ ଚୋରି ପ୍ରସଙ୍ଗରେ ପୋଲିସ ହେପାଜତରେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ: ଆଜିକାଲି ଭୋଟ ଚୋରି ପ୍ରସଙ୍ଗରେ ଦେଶରେ ରାଜନୈତିକ ସରଗରମ ରହିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭୋଟର ତାଲିକାରେ ଅନିୟମିତତା ସମ୍ପର୍କରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ବିହାରରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ଏବଂ କଥିତ ‘ଭୋଟ ଚୋରି’ ବିରୋଧରେ ଇଣ୍ଡିଆ ମେଣ୍ଟ ସାଂସଦମାନେ ସଂସଦ ଭବନରୁ ନିର୍ବାଚନ କମିଶନ ମୁଖ୍ୟାଳୟ ପର୍ଯ୍ୟନ୍ତ ଶୋଭାଯାତ୍ରା କରିଥିଲେ। ଏହି ଶୋଭାଯାତ୍ରା କରିବା ସମୟରେ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା। ଏହି ସମୟରେ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, […]

ସଂପୂର୍ଣ୍ଣ ପଢନ୍ତୁ
Income Tax 1

ସଂଶୋଧିତ ଆୟକର ବିଲ ୨୦୨୫ ଲୋକସଭାରେ ଉପସ୍ଥାପିତ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ସଂଶୋଧିତ ଆୟକର ବିଲ ୨୦୨୫ ଉପସ୍ଥାପନ କରିଛନ୍ତି । ଏହି ନୂତନ ବିଲରେ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ସିଲେକ୍ଟ କମିଟିର ଅଧିକାଂଶ ସୁପାରିଶ ଅନ୍ତର୍ଭୁକ୍ତ ରହିଛି । ମାତ୍ର ୪ ମିନିଟ ଭିତରେ ବିଲ୍ ପାସ୍ କରିଦିଆଯାଇଛି । ଗତ ସପ୍ତାହରେ ସରକାର ଆୟକର ବିଲ, ୨୦୨୫ ପ୍ରତ୍ୟାହାର କରିବା ନିଷ୍ପତ୍ତି ନେବା ପରେ ଏହି ପଦକ୍ଷେପ ନିଆଯାଇଛି। ଛଅ ଦଶନ୍ଧି ପୁରୁଣା ଆୟକର ଆଇନ, ୧୯୬୧କୁ […]

ସଂପୂର୍ଣ୍ଣ ପଢନ୍ତୁ
Army General

ଅପରେସନ ସିନ୍ଦୂର ପ୍ଲାନ ସ୍ପଷ୍ଟ କଲେ ସ୍ଥଳ ସେନା ମୁଖ୍ୟ

ନୂଆଦିଲ୍ଲୀ: ୨୨ ଏପ୍ରିଲରେ ପହଲଗାମରେ ଯାହା ଘଟିଥିଲା ତାହା ସମଗ୍ର ଦେଶକୁ ଥରାଇ ଦେଇଥିଲା। ଏହାର ପରଦିନ ଅର୍ଥାତ ପରଦିନ ୨୩ ଏପ୍ରିଲରେ ଶୀର୍ଷ ସାମରିକ ଏବଂ ରାଜନୈତିକ ନେତୃତ୍ୱରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସ୍ପଷ୍ଟ ଶବ୍ଦରେ କହିଥିଲେ- ବହୁତ ହୋଇଗଲା। ଅପରେସନ ସିନ୍ଦୂରର ମାଷ୍ଟର ପ୍ଲାନିଂ କିପରି କରାଯାଇଥିଲା ଏହା କହିଛନ୍ତି ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ। ସେ କହିଥିଲେ, ୨୩ ଏପ୍ରିଲରେ, ଆମେ ସମସ୍ତେ ଏକାଠି ବସିଥିଲୁ। କିଛି ବଡ଼ କାମ କରିବାକୁ ପଡିବ ବୋଲି ତିନି ସେନାର […]

ସଂପୂର୍ଣ୍ଣ ପଢନ୍ତୁ
First Goods Train Jammu Kashmir 750x430

ପ୍ରଥମ ଥର କାଶ୍ମୀର ଘାଟିରେ ହେଲା ମାଲ୍ ପରିବହନ, ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କାଶ୍ମୀରରେ ରେଳ ପରିବହନ ନିରନ୍ତର ବୃଦ୍ଧି ପାଉଛି। ଦୁର୍ଗମ ଅଞ୍ଚଳଗୁଡ଼ିକୁ ସୁଡ଼ଙ୍ଗ ଏବଂ ସେତୁ ମାଧ୍ୟମରେ ସଂଯୋଗ କରାଯାଉଛି। ଆଉ ଏବେ ସାମଗ୍ରୀ ପରିବହନରେ ରେଳବାଇ ଏକ ମାଇଲଖୁଣ୍ଟ ଛୁଇଁଛି। ଯେତେବେଳେ ପ୍ରଥମ ମାଲବାହୀ ଟ୍ରେନ୍ ଜମ୍ମୁ କାଶ୍ମୀରର ଅନନ୍ତନାଗରେ ପହଞ୍ଚିଲା, ସେତେବେଳେ ଅନେକ ଲୋକ ଏହାକୁ ସ୍ୱାଗତ କରିବା ପାଇଁ ଠିଆ ହୋଇଥିବା ଦେଖାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସଫଳତା ଉପରେ ଖୁସି ମଧ୍ୟ ପ୍ରକାଶ କରିଛନ୍ତି। ଏହା ଜମ୍ମୁ କାଶ୍ମୀରରେ ବାଣିଜ୍ୟ […]

ସଂପୂର୍ଣ୍ଣ ପଢନ୍ତୁ
Earthquake

ରୁଷରେ ଭୂମିକମ୍ପ, ତୀବ୍ରତା ୬.୦

ନୂଆଦିଲ୍ରୁଲୀ: ଷରେ ଏକ ବଡ଼ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦ ମାପ କରାଯାଇଥିଲା । USGS ଭୂମିକମ୍ପ କହିଛି, ଗତକାଲି ରାତିରେ ରୁଷର ସେଭେରୋ-କୁରିଲସ୍କର ପୂର୍ବ ଦକ୍ଷିଣ-ପୂର୍ବରେ ୨୬୭ କିଲୋମିଟର ଦୂରରେ ରିକ୍ଟର ସ୍କେଲରେ ୬.୦ ତୀବ୍ରତାର ଏକ ଭୂମିକମ୍ପ ହୋଇଥିଲା ।” ଏତି ସହ ଜାଣିରଖନ୍ତୁ ଯେ, ଜୁଲାଇ ୩୦ ତାରିଖରେ ରୁଷିଆର କାମଚାଟକା ଦ୍ୱୀପରେ ୮.୮ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା । ଏହି ଭୂମିକମ୍ପରେ […]

ସଂପୂର୍ଣ୍ଣ ପଢନ୍ତୁ