ଜୁଲାଇ ୩୦ରେ ଉତକ୍ଷେପଣ ହେବ ନାସା-ଇସ୍ରୋ ମିଳିତ ଉପଗ୍ରହ ନିସାର
ନୂଆଦିଲ୍ଲୀ : ନାସା ଓ ଇସ୍ରୋ ଦ୍ୱାରା ମିଳିତ ଭାବରେ ବିକଶିତ ଏକ ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହ ‘ନିସାର’, ଜୁଲାଇ ୩୦ରେ ସନ୍ଧ୍ୟା ୫.୪୦ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଉତକ୍ଷେପଣ ହେବ। ୨ ହଜାର ୩୯୨ କିଲୋଗ୍ରାମ ଓଜନ ବିଶିଷ୍ଟ, ନିସାର ଏକ ଭିନ୍ନ ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହ ଏବଂ ଏହା ପ୍ରଥମ ଥର ପାଇଁ ଦୁଇଟି ଫ୍ରିକ୍ୱେନ୍ସିରେ ପୃଥିବୀକୁ ପର୍ଯ୍ୟବେକ୍ଷଣ କରିବ। ଏହା ନାସା ଓ ଇସ୍ରୋ ସିନ୍ଥେଟିକ୍ ଆପର୍ଚର ରାଡାର ପାଇଁ ବ୍ୟବହୃତ ହୁଏ। ନିସାର […]
ସଂପୂର୍ଣ୍ଣ ପଢନ୍ତୁ