ଚାକିରି ଛାଡ଼ିବେ ନାସାର ୩,୮୭୦ କର୍ମଚାରୀ
ୱାଶିଂଟନ: ଆମେରିକାର ମହାକାଶ ସଂସ୍ଥା ନ୍ୟାସନାଲ ଏରୋନଟିକ୍ସ ଆଣ୍ଡ ସ୍ପେସ୍ ଆଡମିନିଷ୍ଟ୍ରେସନ୍ (ନାସା) ରୁ ୩,୮୭୦ କର୍ମଚାରୀ ଚାକିରି ହରାଇବେ । ସ୍ୱେଚ୍ଛାକୃତ ଇସ୍ତଫା କାର୍ଯ୍ୟକ୍ରମ ଅନ୍ତର୍ଗତ ଏହି କର୍ମଚାରୀମାନେ ଇସ୍ତଫା ଦେବାକୁ ଯାଉଛନ୍ତି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ପ୍ରଶାସନ ବଜେଟ୍ କାଟିବା ପାଇଁ କର୍ମଚାରୀଙ୍କ ସଂଖ୍ୟା ହ୍ରାସ କରିବା ଲାଗି ଏକ କାର୍ଯ୍ୟକ୍ରମ ଆରମ୍ଭ କରିଛି। ଏହା ଅନ୍ତର୍ଗତ କର୍ମଚାରୀମାନଙ୍କୁ ନାସାରୁ ବହିଷ୍କାର କରାଯିବା ପରିବର୍ତ୍ତେ ସ୍ୱେଚ୍ଛାକୃତ ଇସ୍ତଫା ଦେବାକୁ କୁହାଯାଇଛି। ଟ୍ରମ୍ପ୍ ପ୍ରଶାସନଙ୍କର […]
ସଂପୂର୍ଣ୍ଣ ପଢନ୍ତୁ