ଟ୍ରମ୍ପଙ୍କ ନୂଆ ଦାବି ଭାରତ-ପାକ୍ ସଂଘର୍ଷରେ ଖସିଥିଲା ୫ ବିମାନ
ଓ୍ବାସିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧ ସମୟରେ ୪-୫ଟି ଲଢ଼ୁଆ ବିମାନ ଖସାଇ ଦିଆଯାଇଥିଲା। ସେ ପୁଣି ଥରେ ଦାବି କରିଛନ୍ତି ଯେ ସେ ବାଣିଜ୍ୟଚୁକ୍ତି ନାମରେ ଦୁଇ ପରମାଣୁ ଅସ୍ତ୍ରଶସ୍ତ୍ର ସମ୍ପନ୍ନ ଦେଶ ମଧ୍ୟରେ ଯୁଦ୍ଧବିରତି ମଧ୍ୟସ୍ଥତା କରିଥିଲେ। ଯଦିଓ ଆମେରିକା ରାଷ୍ଟ୍ରପତି ହ୍ୱାଇଟ୍ ହାଉସରେ କିଛି ରିପବ୍ଲିକାନ୍ ସାଂସଦଙ୍କ ସହ ରାତ୍ରୀଭୋଜନ ସମୟରେ ଏହି ମନ୍ତବ୍ୟ ଦେଇଥିଲେ, କିନ୍ତୁ […]
ସଂପୂର୍ଣ୍ଣ ପଢନ୍ତୁ