ଅଟକ ବଙ୍ଗୀୟ ଶ୍ରମିକଙ୍କ ତୁରନ୍ତ ମୁକ୍ତି ଦାବି କଲେ ସାଂସଦ ମହୁଆ ମଇତ୍ର
ପଶ୍ଚିମବଙ୍ଗ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମଇତ୍ର ବୁଧବାର ସାମାଜିକ ଗଣମାଧ୍ୟମ ଏକ୍ସ ଜରିଆରେ ଓଡ଼ିଶାରେ ବେନିୟମ ଭାବେ ଅଟକ ଥିବା ଶ୍ରମିକମାନଙ୍କ ତୁରନ୍ତ ମୁକ୍ତି ଦାବି କରିଛନ୍ତି। ଏକ୍ସ କରିଥିବା ପୋଷ୍ଟରେ ସାଂସଦ ମହୁଆ କହିଛନ୍ତି, ଝାରସୁଗୁଡା ଓରିଏଣ୍ଟ ପୁଲିସ ଷ୍ଟେସନ ପଚରାଉଚୁରା କେନ୍ଦ୍ରରେ ୪୨୧ ଜଣ ବଙ୍ଗୀୟ ଶ୍ରମିକଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ୨୩ ଜଣ ଶ୍ରମିକ ସାଂସଦ ମହୁଆଙ୍କ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପାନୀଘାଟ ପଂଚାୟତ ମିର୍ଜାପୁର ଗ୍ରାମପଂଚାୟତର ଅଧିବାସୀ ହୋଇଥିବାରୁ ସେମାନଙ୍କୁ […]
ସଂପୂର୍ଣ୍ଣ ପଢନ୍ତୁ