ମୁଖ୍ୟମନ୍ତ୍ରୀଙ୍କୁ ଗାଳିଦେଇ ଯୁବକ ଗିରଫ

ଖୋର୍ଦ୍ଧା, ୨୮/୧୨: ମୁଖ୍ୟମନ୍ତ୍ରୀଙ୍କୁ ସାମାଜିକ ଗଣମାଧ୍ୟମରେ ଗାଳି ଦେଇଥିବା ଜଣେ ଯୁବକଙ୍କୁ ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୁଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା କେନ୍ଦୁଝର ସଦର ଓଲ୍ଡଟାଉନ ଅଞ୍ଚଳର ସାଫିୱାଲ୍ଲା ଖାନ୍। ସେ ପିତା ସନାୱାଲ୍ଲାଙ୍କ ସହ ଗତ ୫ ବର୍ଷ ହେବ ଖୋର୍ଦ୍ଧା ପୌରାଞ୍ଚଳ ମୁକୁନ୍ଦପ୍ରସାଦରେ ଭଡାରେ ରହୁଥିଲା। ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଆଇଆଇସି ଉମେଶ ସାହୁଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, କେନ୍ଦୁଝର ସଦର ଥାନା ଅଞ୍ଚଳରେ ବିପ୍ଲବୀ ଧରଣୀଧର ନାୟକଙ୍କ ପ୍ରତିମୂର୍ତ୍ତି […]

ସଂପୂର୍ଣ୍ଣ ପଢନ୍ତୁ

୬୫ ଲକ୍ଷର ବ୍ରାଉନସୁଗର ଜବତ, ମା’-ପୁଅ ସମେତ ୩ ଗିରଫ

ଖୋର୍ଦ୍ଧା, ୨/୧୨: ଖୋର୍ଦ୍ଧା ସହରରୁ ୬୫୦ ଗ୍ରାମର ବ୍ରାଉନସୁଗର ଜବତ କରିଛି ପୁଲିସ। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୬୪ ଲକ୍ଷ ଟଙ୍କା ହେବ ବୋଲି କୁହାଯାଇଛି। ବ୍ରାଉନସୁଗର ସହିତ ୧୭୫ ବୋତଲ କଫ ସିରପ ମଧ୍ୟ ଜବତ କରାଯାଇଛି। ଏହି ଘଟଣାରେ ପୁଲିସ ଅଭିଯୁକ୍ତ ମା’-ପୁଅ ସମେତ ୩ ଜଣଙ୍କୁ ଗିରଫ କରିଛି। ଏହା ସହିତ ପ୍ୟାକିଂ ମେସିନ, ଜରି, ଓଜନ ଯନ୍ତ୍ର ଏବଂ ୩ ମୋବାଇଲ ଜବତ ହୋଇଛି।ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ଵର ସମେତ ଖୋର୍ଦ୍ଧା […]

ସଂପୂର୍ଣ୍ଣ ପଢନ୍ତୁ

ବିପୁଳ ପରିମାଣର ବ୍ରାଉନସୁଗାର ଜବତ ସହ ୩ ଗିରଫ

ବେଗୁନିଆ, ୨୭/୧୧ : ରାଜ୍ୟରେ ଦିନକୁ ଦିନ ଚୋରା ବ୍ରାଉନ ସୁଗାର କାରବାର ବୃଦ୍ଧି ପାଇବାରେ ଲାଗିଛି । ଆଜି ବେଗୁନିଆ ଅବକାରୀ ବିଭାଗ ଖବର ପାଇ କପାସିଆ ସ୍କୁଲ ନିକଟରେ ଚଢାଉ କରିଥିଲା। ଏବଂ ବିପୁଳ ପରିମାଣର ବ୍ରାଉନ୍‌ ସୁଗାର ଜବତ କରିବା ସହ ୩ ବେପାରୀଙ୍କୁ ଗିରଫ କରିଛି। ଆଜି ସକାଳୁ ଖୋର୍ଦ୍ଧାର ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ବେଗୁନିଆ ଅବକାରୀ ଅଧିକାରୀ ମିତ୍ରବିନ୍ଦା ପରିଡା ସଦଳ ବଳେ ବୋଲଗଡ ବ୍ଲକ କପାସିଆ ପ୍ରାଥମିକ […]

ସଂପୂର୍ଣ୍ଣ ପଢନ୍ତୁ

ଆଜି ସେମି କଣ୍ଡକ୍ଟର ଉତ୍ପାଦନ ୟୁନିଟ୍‌ର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର, ୧/୧୧: ପ୍ରଥମ ସେମି କଣ୍ଡକ୍ଟର ଉତ୍ପାଦନ ୟୁନିଟ୍‌ର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ କେନ୍ଦ୍ର ସୂଚନା ପ୍ରସାରଣ, ଇଲେକ୍ଟ୍ରୋନିକ୍ସ, ଆଇଟି ଓ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଭିସି‌ରେ ଯୋଗ ଦେଇ କହିଛନ୍ତି, ଡବଲ ଇଂଜିନ ସରକାରରେ ଓଡିଶାରେ ବିକାଶ ହେଉଛି। ସରକାରଙ୍କ ସ୍ବପ୍ନ ଥିଲା ଉନ୍ନତ ମାନର ଶିଳ୍ପ ଓଡ଼ିଶାକୁ ଆସୁ, ଏବଂ ଏହା ସଫଳ ହେଉଛି। ଆଗାମୀ ବର୍ଷରେ ସେମି କଣ୍ଡକ୍ଟର କ୍ଷେତ୍ରରେ ବହୁ ମାତ୍ରାରେ ସୁଯୋଗ ରହିଛି। […]

ସଂପୂର୍ଣ୍ଣ ପଢନ୍ତୁ

ମହାକାର୍ତ୍ତିକରେ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ଖାଡ଼ା ଉପାସ

ଭୁବନେଶ୍ୱର, ୩୦/୧୦: ବୁଧବାର ମହାକାର୍ତ୍ତିକରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଘଟିଛି ମହାବିଭ୍ରାଟ। ଦୁର୍ଭାଗ୍ୟଜନକ ଭାବେ ଧର୍ମ ମାସରେ ଆଜି ଦିନ ସାରା ମହାପ୍ରଭୁଙ୍କୁ ଖାଡ଼ା ଉପାସ ରହିବାକୁ ପଡ଼ିଛି। ସମର୍ଥା ସେବାୟତଙ୍କ ନିଅଂଶ ପାଳି ନ ହେବାରୁ ପ୍ରଭୁଙ୍କ ବହୁ ନୀତି ବନ୍ଦ ହୋଇଯାଇଛି ଏବଂ ଶେଷରେ ଲିଙ୍ଗରାଜଙ୍କୁ ଉପାସରେ ରହିବାକୁ ପଡ଼ିଛି। ଆଜି ଅବଢ଼ା ବାହାରି ପାରିନଥିଲା କି ମନ୍ଦିରରେ ଶ୍ରୀଜିଉଙ୍କ ରାଧା ଦାମୋଦର ବେଶ ନୀତି ମଧ୍ୟ ହୋଇପାରିନଥିଲା। ଅବଢ଼ା ନ ପାଇ ହବିଷ୍ୟାଳିମାନେ ହନ୍ତସନ୍ତ […]

ସଂପୂର୍ଣ୍ଣ ପଢନ୍ତୁ

୩୧୪.୯୭୦ ଗ୍ରାମ ବ୍ରାଉନ୍ ସୁଗାର

ଖୋର୍ଦ୍ଧା, ୨୮/୧୦: ଖୋର୍ଦ୍ଧା ଜିଲ୍ଲାରେ ଦିନକୁ ଦିନ ବେଆଇନ୍ ବ୍ରାଉନସୁଗାର କାରବାର ବୃଦ୍ଧି ପାଇବାରେ ଲାଗିଛି। ସ୍ୱତନ୍ତ୍ର ପୁଲିସ ସ୍ୱାର୍ଡ ଓ ବୋଲଗଡ ଥାନା ପୁଲିସ ଚଢ଼ାଉ କରି ମାଣିକାଗୋଡା ଦଳେଇସାହିରୁ ୩୧୪.୯୭୦ ଗ୍ରାମ ବ୍ରାଉନ୍ ସୁଗାର, ନଗଦ ୪ ଲକ୍ଷ ଟଙ୍କା, ଦେଶୀ ବନ୍ଧୁକ, ୨ଟି କାର ଓ ୩ଟି ମୋଟରସାଇକେଲ ଜବତ କରିଛି। ଏହି ବ୍ରାଉନସୁଗାର କାରବାର ଅଭିଯୋଗ ରେ ୭ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ମାନଙ୍କ ମଧ୍ୟରେ ଜଣେ ମହିଳା ଥିବା […]

ସଂପୂର୍ଣ୍ଣ ପଢନ୍ତୁ

ଦେଢ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ସହ ଜଣେ ଗିରଫ

ବାଣପୁର, ୨୭/୧୦: ବାଲୁଗାଁ ଅବକାରୀ ବିଭାଗ ପକ୍ଷରୁ ଗାଁରେ ଚଢାଉ କରାଯାଇ ୧୪ କିଲୋଗ୍ରାମ ଗଞ୍ଜେଇ ଜବତ କରାଯିବା ସହ ବେପାରୀକୁ ଗିରଫ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ସ୍ଥାନୀୟ ଚାଷଙ୍ଗରା ଗାଁର ମୀନକେତନ ଗୁରୁ ଦୀର୍ଘ ଦିନ ହେବ ବେଆଇନ ଭାବେ ଗଞ୍ଜେଇ କାରବାର ଚଳାଇଥିବା ଅଭିଯୋଗ ହୋଇଆସୁଥିଲା । ଆଜି ଜିଲା ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲି, ଟାଙ୍ଗୀ ଅବକାରୀ ଅଧିକାରୀ ରମେଶ […]

ସଂପୂର୍ଣ୍ଣ ପଢନ୍ତୁ

ଗୁରୁଜଙ୍ଗ ଧବଳେଶ୍ୱର ମନ୍ଦିରରେ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ

ଖୋର୍ଦ୍ଧା,୨୭/୧୦: ଆଉ ଦିନ କେଇଟା ପରେ ବଡ଼ଓଷା ଏବଂ କାର୍ତ୍ତିକ ପୂର୍ଣ୍ଣମୀ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଖୋର୍ଦ୍ଧା ଗୁରୁଜଙ୍ଗସ୍ଥିତ ଶ୍ରୀଧବଳେଶ୍ୱର ମନ୍ଦିର ପରିଚାଳନା ଟ୍ରଷ୍ଟ ବୋର୍ଡ ଏଥିଲାଗି ପ୍ରସ୍ତୁତି ଆରମ୍ଭ କରିଛି। ରବିବାରଠାରୁ ଟ୍ରଷ୍ଟ ବୋର୍ଡ ଆନୁଷ୍ଠାନିକ ଭାବେ ମନ୍ଦିର ପରିଚାଳନା ଦାୟିତ୍ୱ ନେଇଛି। ମନ୍ଦିର ସଫେଇ ସହିତ ରଙ୍ଗ କାମ ଆରମ୍ଭ ହୋଇଛି। ବଡ଼ଓଷା ଏବଂ କାର୍ତ୍ତିକ ପୂର୍ଣ୍ଣମୀରେ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ ଦିଆଯାଇଛି।ପ୍ରକାଶ ଯେ, ଦେବୋତ୍ତର କମିଶନରଙ୍କ ଦ୍ୱାରା ମନ୍ଦିର ପରିଚାଳନା ବୋର୍ଡ […]

ସଂପୂର୍ଣ୍ଣ ପଢନ୍ତୁ

ନଭେମ୍ବର ୫ରୁ ୧୪ ପର୍ଯ୍ୟନ୍ତ କୁଆଖାଇ ନଦୀପଠାରେ ହେବ ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ

ଭୁବନେଶ୍ୱର, ୨୪/୧୦: ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ ନଭେମ୍ବର ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏ ନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ରୁଦ୍ର ନାରାୟଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ୍‌ ହାଉସ୍‌ଠାରେ ଅନୁଷ୍ଠିତ ହୋଇଯାଇଛି।ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ କମିଟି ଏବଂ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ କୁଆଖାଇ ନଦୀପଠାରେ ଆୟୋଜିତ ହେବାକୁ ଥିବା ଏହି ମହୋତ୍ସବର ବିଭିନ୍ନ ରୂପରେଖ ସଂପର୍କରେ ଆଲୋଚନା କରି […]

ସଂପୂର୍ଣ୍ଣ ପଢନ୍ତୁ

ଝାରପଡା ଜେଲରୁ ବାହାରିଲେ ଅମରେଶ ଜେନା

ଭୁବନେଶ୍ଵର, ୨୩/୧୦: ଭୁବନେଶ୍ଵର ଝାରପଡା ଜେଲରୁ ବାହାରିଲେ ଅମରେଶ ଜେନା। ହାଇକୋର୍ଟରୁ ଜାମିନ୍ ମିଳିବା ପରେ ଜେଲରୁ ବାହାରିଛନ୍ତି। ଦୁଷ୍କର୍ମ ମାମଲାରେ ଗିରଫ ହୋଇ ସେ ଜେଲ ଯାଇଥିଲେ। ଜେଲରୁ ବାହାରିବା ପରେ ତାଙ୍କ ସମର୍ଥକମାନେ ତାଙ୍କୁ ପାଛୋଟି ନେଇଛନ୍ତି। ଅମରେଶ କହିଛନ୍ତି ସାମଜିକ ଓ ରାଜନୈତିକ ହତ୍ୟା ପାଇଁ ଷଡଯନ୍ତ୍ର ହୋଇଥିଲା। ନ୍ୟାୟାଳୟ ଉପରେ ମୋର ପୁରା ଭରସା ଅଛି ମୁଁ ନ୍ୟାୟ ପାଇବି ବୋଲି କହିଛନ୍ତି ଅମରେଶ।

ସଂପୂର୍ଣ୍ଣ ପଢନ୍ତୁ