ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଆଉ ୫ ଗିରଫ, ଗିରଫଦାରୀ ସଂଖ୍ୟା ୧୦କୁ ବୃଦ୍ଧି
ଭଦ୍ରକ: ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଏବଂ ସମ୍ପାଦକ ସୁବ୍ରତ ବିଶ୍ୱାଳଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ। ପୂର୍ବରୁ ପୋଲିସ ୫ ଜଣଙ୍କୁ ଗିରଫ କରିଥିଲା। ଏବେ ଯାଏଁ ମୋଟ ଗିରଫଦାରୀ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ସୂଚନା ଅନୁସାରେ ଗତ ୩୦ ତାରିଖ ଦିନ ଅଭିଳାଷ ପଣ୍ଡା ପ୍ରଚାର ସାରି ସହ ୪୦ରୁ ୫୦ ଜଣ କର୍ମୀଙ୍କ ସହ ଫେରୁଥିବା ବେଳେ ଚାନ୍ଦବାଲି ସସିତାଦେଇପୁର ନିକଟରେ […]
ସଂପୂର୍ଣ୍ଣ ପଢନ୍ତୁ