ଯୋଗାଣ ବିଭାଗର ରେଡ ୬୦ ଘରୋଇ ଗ୍ୟସ ସିଲିଣ୍ଡର୍ ଜବତ
ରାଇକିଆ, ୧/୧୧ :ରାଇକିଆ ବ୍ଲକ ଅଫିସ ନିକଟରେ ଦୁଇଟି ଘରେ ବେଆଇନ ଭାବେ ଗଚ୍ଛିତ ରଖି ଚଢ଼ା ଦରରେ ବିକ୍ରୀ କରୁଥିବା ଜଣାପଡ଼ିଛି। ଗଛିତ ଥିବା ୬୦ ଗ୍ୟାସ ସିଲିଣ୍ଡର୍କୁ ଯୋଗାଣ ବିଭାଗ ତରଫରୁ ଜବତ କରାଯାଇଛି।କୌଣସି ବିଶ୍ବସ୍ତ ସୂତ୍ରରୁ ଖବରପାଇ ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ ମାୟାଧର ସାହୁ ଚଢ଼ାଉ କରି ଦୁଇଟି ସ୍ଥାନରୁ ୧୯ ଏବଂ ୪୦ ଘରୋଇ ଗ୍ୟାସ୍ ସିଲିଣ୍ଡର୍ ଜବତ କରିଥିଲେ। ସେଥି ମଧ୍ୟରୁ ୨୫ଟି ଗ୍ୟାସ୍ ଭର୍ତ୍ତି ଏବଂ ୩୫ଟି […]
ସଂପୂର୍ଣ୍ଣ ପଢନ୍ତୁ