ରାସ୍ତା ମଝିରେ ଯୁବକଙ୍କୁ ଗୁଳି କଲେ ୪ ଦୁର୍ବୃତ୍ତ
ବାଲେଶ୍ୱର: ବାଲେଶ୍ବର ରାସ୍ତାରେ ଫୁଟିଲା ଗୁଳି । ଜିମ୍ରୁ ଫେରିବା ବେଳେ ଜଣେ ଯୁବକଙ୍କୁ ୪ ଜଣ ଦୁର୍ବୃତ୍ତ ଗୁଳି ମାଡ କରିଥିବା ଅଭିଯୋଗ ହୋଇଛି । ଯୁବକଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ବର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଅଞ୍ଚଳର ମନରୋଞ୍ଜନ ନାମକ ଜଣେ ବ୍ୟକ୍ତି ଜିମରୁ ଘରକୁ ଫେରୁଥିବା ବେଳେ ହଠାତ୍ ରାସ୍ତାରେ ୪ ଜଣ ଦୁର୍ବୃତ୍ତ ବୁଲେଟ୍ରେ ଆସି […]
ସଂପୂର୍ଣ୍ଣ ପଢନ୍ତୁ