ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ
ଭୁବନେଶ୍ବର,୨୧/୧୨: ଭୁବନେଶ୍ୱର ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ତେବେ ମୃତଦେହ ଦେଖିବା ପରେ ସସପେନ୍ସ ବୃଦ୍ଧି ପାଇଛି । ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ ।ଉଦ୍ଧାର ହୋଇଥିବା ମୃତଦେହର ନାକରୁ ଫେଣ ଓ ପାଟିରୁ ରକ୍ତ ବାହାରୁଥିବାରୁ ସନ୍ଦେହ ଦେଖାଯାଇଛି । ଏହା ଏକ ହତ୍ୟାକାଣ୍ଡ ହୋଇଥିବା ନେଇ […]
ସଂପୂର୍ଣ୍ଣ ପଢନ୍ତୁ