ଟାୱାର ଉପରେ ଯୁବକ ନାକେଦମ ଅଗ୍ନିଶମ

ସୁବର୍ଣ୍ଣପୁର, ୮/୧: ଟାୱାର ଉପରେ ଦୀର୍ଘ ସମୟ ଧରି ଚଢି ରହିଛନ୍ତି ଯୁବକ । ଅଗ୍ନିଶମ ବିଭାଗର ବଢ଼ାଇଛନ୍ତି ଚିନ୍ତା । ଦୀର୍ଘ ସମୟ ଧରି ଟାୱାର ଉପରେ ଜଣେ ଯୁବକ ଚଢି ରହିଛନ୍ତି । ଦୀର୍ଘ ସମୟ ଧରି ଟାୱାରରୁ ଓହ୍ଲାଉ ନଥିବାରୁ ଅଗ୍ନିଶମ ବିଭାଗର ଚିନ୍ତା ବଢ଼ାଇଛି । ସୁବର୍ଣ୍ଣପୁର ଜିଲ୍ଲାରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି । ସୁବର୍ଣ୍ଣପୁର ଜିଲ୍ଲା ତରଭା ସହରରେ ଏହି ଘଟଣା ଦେଖିବାକୁ ମିଳିଛି । ତରଭା […]

ସଂପୂର୍ଣ୍ଣ ପଢନ୍ତୁ

ସମାଜ’ର ସ୍ୱର ଭାବେ ଆମେ ଦାୟିତ୍ୱ ତୁଲାଇବା: ସ୍ବାସ୍ଥ୍ୟମନ୍ତ୍ରୀ

ଡୁଙ୍ଗୁରିପାଲି, ୨୨/୧୨: ସମାଜରେ ଏକ ସକାରାତ୍ମକ ପରିବର୍ତ୍ତନ ଆଣିବାରେ ‘ସମାଜ’ର ଭୂମିକା ଗୁରୁତ୍ୱପୂର୍ଣ୍ଣ; ତେଣୁ ‘ସମାଜ’ର ସ୍ୱର ଭାବେ ଆମେ ନିଜର ଦାୟିତ୍ୱ ତୁଲାଇବା। ଏଭଳି ମତ ରଖିଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆର୍‌ଏମ୍‌ସି ପରିସରରେ ବ୍ଲକ ‘ସମାଜ’ ପାଠକ ମଞ୍ଚର ଦ୍ୱିତୀୟ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଡ.ମହାଲିଙ୍ଗ ଏହି ମତପ୍ରକାଶ କରିଛନ୍ତି।‘ସମାଜ’ ପାଠକ ମଞ୍ଚର ସଭାପତି ମଧୁସୁଦନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଡ. […]

ସଂପୂର୍ଣ୍ଣ ପଢନ୍ତୁ

୪ ଲକ୍ଷ ଟଙ୍କାର ଜାଲ ନୋଟ୍‌ ଜବତ

ବିନିକା, ୨୬/୧୦: ସୁବର୍ଣ୍ଣପୁରଜିଲ୍ଲା ବିନିକା ଅଞ୍ଚଳରେ ଜାଲ୍‌ ନୋଟ୍‌ ରାକେଟ୍‌ ସକ୍ରିୟ ଦେଖାଯାଇଛି। ଏନେଇ ଆଜି ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ବଡ଼ ଖୁଲାସା କରିଛନ୍ତି। ଜାଲ ନୋଟ୍‌ କାରବାରରେ ଲିପ୍ତ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବିନିକା ପୁଲିସକୁ ଏକ ବଡ଼ ସଫଳତା ମିଳି ପାରିଛି। ବିନିକା ଥାନାରେ ପରିସରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୁବର୍ଣ୍ଣପୁର ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ନାରାୟଣ ନାୟକ ସୂଚନା ଦେଇଛନ୍ତି। ଶ୍ରୀ ନାୟକ ଆହୁରି କହିଛନ୍ତି ଯେ, ଏହି ଜାଲ୍‌ […]

ସଂପୂର୍ଣ୍ଣ ପଢନ୍ତୁ