ପାକ୍ସ ସଂପାଦକ ଗିରଫ
ଦେବଗଡ଼ ୨୧/୧୧: ଚାଷୀମାନଙ୍କ ଋଣ ଟଙ୍କା ଠକେଇ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ଦିନ ଜଣେ ପାକ୍ସ ସଂପାଦକଙ୍କୁ ଗରିଫ କରିଛି। ଭିଜିଲାନ୍ସ ବିଭାଗ ପାକ୍ସ ସଂପାଦକ ସୁରେଶ ଚନ୍ଦ୍ର ସାହୁଙ୍କୁ ଗିରଫ କରିଛି। ତାଙ୍କର ନାମରେ ୪୦ ଲକ୍ଷ ୭୦ ହଜାର ଟଙ୍କା ଠକେଇ ଅଭିଯୋଗ ରହିଛି। ସୂଚନା ଅନୁସାରେ ଦେବଗଡ଼ ଜିଲ୍ଲା କାଦୋପଡ଼ା ପ୍ରାଥମିକ କୃଷି ସମବାୟ ସଂସ୍ଥାର ସଂପାଦକ ସୁରେଶ ଚନ୍ଦ୍ର ସାହୁ ଚାଷୀମାନଙ୍କର ୪୦ ଲକ୍ଷ ୭୧ ହଜାର ୬୪୪ ଟଙ୍କା […]
ସଂପୂର୍ଣ୍ଣ ପଢନ୍ତୁ