ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ
ସମ୍ବଲପୁର, ୬/୧୨: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ ଫିଲ୍ମ ପ୍ରଡକ୍ସନ ବ୍ୟାନରରେ ପ୍ରଥମ ସମ୍ୱଲପୁରୀ ସିନେମା ‘ସୁଟ ଆଉଟ ଇନ ସୋନପୁର’ର ଶୁଭ ମହୁରତ୍ ଅନୁଷ୍ଠିତ ହୋଇଯାଇଛି। ଫିଲ୍ମର ପ୍ରଯୋଜକ ଡଃ ପ୍ରଭାସ ରଞ୍ଜନ ବାବୁ ଏହା ଜରିଆରେ ସିନେମା ଜଗତରେ ପାଦ ରଖିଛନ୍ତି। ଯୁବ ତଥା ପ୍ରତିଷ୍ଠିତ ନିର୍ଦ୍ଦେଶକ ଡି ଚନ୍ଦନକୁମାରଙ୍କ ନିର୍ଦ୍ଦେଶନାରେ ଏହି ସିନେମାରେ ନାୟକ ଭୂମିକାରେ ଅଭିନେତା ରାକେଶ ଦେଓ, ଖଳନାୟକ ଭୂମିକାରେ ଅଭିନୟ କରିବେ ପ୍ରମୋଦ […]
ସଂପୂର୍ଣ୍ଣ ପଢନ୍ତୁ