ସ୍ତ୍ରୀଙ୍କ ସହ ମିଶି ଛଠ୍ ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର,୨୮/୧୦: ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ନୂଆ ବାଲିଯାତ୍ରା ପଡିଆ ଠାରେ ଆୟୋଜିତ ଛଠ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ଏହି ଅବସରରେ ଓଡ଼ିଶା ସରକାର ଭାଇଚାରା, ସୌହାର୍ଦ୍ଦ୍ୟ ଓ ସାଂସ୍କୃତିକ ଏକତାର ପରମ୍ପରାକୁ ଶକ୍ତିଶାଳୀ କରିବା ପାଇଁ ପ୍ରତିବଦ୍ଧ ଏବଂ ଓଡ଼ିଶାରେ ଛଟ ପୂଜା ଏହି ସାଂସ୍କୃତିକ ଏକତାର ଉଦାହରଣ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ସ୍ତ୍ରୀ ଡଃ ପ୍ରିୟଙ୍କା ମାର୍ଣ୍ଡି ମଧ୍ୟ ଯୋଗ ଦେଇ ସମସ୍ତ ପୂଜାର ବିଧି ପାଳନ […]
ସଂପୂର୍ଣ୍ଣ ପଢନ୍ତୁ