ଚାମ୍ପିୟନ୍ସ ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା
ନୂଆଦିଲ୍ଲୀ : ଚାମ୍ପିୟନ୍ସ ଟ୍ରଫି ପାଇଁ ଆଜି ଘୋଷଣା ହୋଇଛି ଭାରତୀୟ ଦଳ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଖେଳିବ ଦଳ। ଶୁବମନ ଗିଲଙ୍କୁ ଉପ-ଅଧିନାୟକ କରାଯାଇଥିବା ବେଳେ ଯଶପ୍ରୀତ ବୁମ୍ରା ଓ ମହମ୍ମଦ ଶାମି ସ୍କ୍ୱାଡ୍ରେ ସ୍ଥାନ ପାଇଛନ୍ତି। ୨୦୨୩ ଦିନିକିଆ ବିଶ୍ୱକପ୍ ଖେଳିଥିବା ଅଧିକାଂଶ ଖେଳାଳିଙ୍କୁ ଚାମ୍ପିୟନ୍ସ ଟ୍ରଫି ପାଇଁ ଦଳରେ ସାମିଲ କରାଯାଇଛି। ସେମାନଙ୍କ ସହିତ ଅର୍ଶଦୀପ ସିଂହ, ୱାଶିଂଟନ ସୁନ୍ଦର ଓ ଯଶସ୍ୱୀ ଜୈସୱାଲ ମଧ୍ୟ ଟିମ୍ରେ ଅଛନ୍ତି। ଉଭୟ ଋଷଭ ପନ୍ତ […]
ସଂପୂର୍ଣ୍ଣ ପଢନ୍ତୁ