ପୁଣି ହାରିଲା ଭାରତ, ୨ ଉଇକେଟରେ ଜିତିଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ, ୨୩/୧୦: ଅଷ୍ଟ୍ରେଲିଆ ବିପକ୍ଷ ୨ୟ ଦିନିକିଆରେ ପରାଜିତ ହୋଇଛି ଟିମ ଇଣ୍ଡିଆ। ଘରୋଇ ଅଷ୍ଟ୍ରେଲିଆ ଦଳ ୨ ଉଇକେଟରେ ବିଜୟୀ ହୋଇଛି। ୨୬୫ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଘରୋଇ ଦଳ ୨୨ ବଲ ବାକି ଥାଇ ୮ ଉଇକେଟ ବିନିମୟରେ ଟାର୍ଗେଟ ପୂରଣ କରିନେଇଥିଲା। ଦଳ ପକ୍ଷରୁ ମ୍ୟାଥ୍ୟୁ ଶର୍ଟ ସର୍ବାଧିକ ୭୪ ଏବଂ କୁପର କନୋଲୀ ୬୧ ରନ କରି ଦଳର ବିଜୟରେ ବଡ଼ ଭୂମିକା ଗ୍ରହଣ କରିଥିଲେ। ଭାରତ ପକ୍ଷରୁ […]

ସଂପୂର୍ଣ୍ଣ ପଢନ୍ତୁ

ପର୍ଥରେ ଖେଳାଯାଇଥିବା ପ୍ରଥମ ODIରେ ଅଷ୍ଟ୍ରେଲିଆ ଠାରୁ ଭାରତ ପରାଜିତ

ନୂଆଦିଲ୍ଲୀ,୧୯/୧୦: ଦେଶସାରା ଛୋଟି ଦୀପାବଳି ପାଇଁ ପ୍ରସ୍ତୁତି ଚାଲିଛି। ପ୍ରଶଂସକମାନେ ଆଶା କରିଥିଲେ ଯେ ଟିମ ଇଣ୍ଡିଆ ପ୍ରଥମ ODIରେ ଅଷ୍ଟ୍ରେଲିଆକୁ ପରାସ୍ତ କରିବ, ଦେଶକୁ ବିଜୟର ଉପହାର ଦେବ, କିନ୍ତୁ ଦୁର୍ଭାଗ୍ୟବଶତଃ ତାହା ହୋଇପାରିଲା ନାହିଁ। ପର୍ଥରେ ଖେଳାଯାଇଥିବା ପ୍ରଥମ ODIରେ ଅଷ୍ଟ୍ରେଲିଆ ଭାରତକୁ ୭ ୱିକେଟରେ ପରାସ୍ତ କରିଛି। ଅଧିନାୟକ ମିଚେଲ ମାର୍ଶ ଅଷ୍ଟ୍ରେଲିଆ ପାଇଁ ୪୬ ରନର ନଟ ଆଉଟ ଇନିଂସ ଖେଳିଥିଲେ। ନିୟମିତ ବର୍ଷା ଯୋଗୁ ମ୍ୟାଚ ୨୬ ଓଭରକୁ ହ୍ରାସ […]

ସଂପୂର୍ଣ୍ଣ ପଢନ୍ତୁ

ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇ ଦମଦାର ବିଜୟ ହାସଲ କରିଛି ଭାରତ

ଅହମ୍ମଦାବାଦ, ୧୪/୧୦: ଦୁଇ ମ୍ୟାଚ୍‍ ବିଶିଷ୍ଟ ଟେଷ୍ଟ ସିରିଜରେ ଟିମ୍‍ ଇଣ୍ଡିଆ ୱେଷ୍ଟଇଣ୍ଡିଜକୁ ଏକ ଧୂଳି ଚଟାଇ ଦମଦାର ବିଜୟ ହାସଲ କରିଛି । ଗିଲ୍‍ ବାହିନୀ ଅହମ୍ମଦାବାଦରେ ପ୍ରଥମ ମାଚ୍‍ ଅଢେଇ ଦିନରେ ଜିତିଥିବା ବେଳେ ଦ୍ୱିତୀୟ ମ୍ୟାଚକୁ ପଞ୍ଚମ ଦିନରେ ଐତିହାସିକ ବିଜୟ ହାସଲ କରିଛି । ୱେଷ୍ଟଇଣ୍ଡିଜ୍‍ କୁ ୨-୦ରେ ପରାସ୍ତ କରିବା ପରେ, ଟିମ୍‍ ଇଣ୍ଡିଆ ବିଜୟ ପ୍ରତିଶତ ଦୃଷ୍ଟିରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ ପହଞ୍ଚିଛି । ଟେଷ୍ଟ ର‌୍ୟାଙ୍କରେ ଭାରତ […]

ସଂପୂର୍ଣ୍ଣ ପଢନ୍ତୁ

ଆଜିଠାରୁ କଳିଙ୍ଗ ଷ୍ଟାଡିୟମରେ ଜାତୀୟ କନିଷ୍ଠ ଦୌଡ଼କୁଦ ପ୍ରତିଯେଗିତା

ଭୁବନେଶ୍ଵର, ୧୦/୧୦: ଭାରତୀୟ ଦୌଡ଼କୁଦ ସଂଘ, ଓଡ଼ିଶା ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ଓ ଓଡ଼ିଶା ଦୌଡ଼କୁଦ ସଂଘର ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡ଼ିୟମରେ ଆଜିଠାରୁ ୧୪ ପର୍ଯ୍ୟନ୍ତ ୪୦ତମ ଜାତୀୟ କନିଷ୍ଠ ଦୌଡ଼କୁଦ ପ୍ରତିଯୋଗିତା ଆୟୋଜିତ ହେବ। ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ୨୦୦୦ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ଓଡ଼ିଶାରୁ ୩୮ଜଣ ପୁରୁଷ ଏବଂ ୩୭ଜଣ ମହିଳା ସର୍ବମୋଟ ୭୫ଜଣ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ସର୍ବାଧିକ କ୍ରୀଡ଼ାବିତ୍‌ (୧୪୭ ଜଣ) ହରିୟାଣା ରାଜ୍ୟରୁ ଅଂଶଗ୍ରହଣ […]

ସଂପୂର୍ଣ୍ଣ ପଢନ୍ତୁ

୫ କୋଟି ଦେଅ: ରିଙ୍କୁ ସିଂହଙ୍କୁ ଧମକ ଦେଲା ଦାଉଦ୍ ଇବ୍ରାହିମ୍ ଗ୍ୟାଙ୍ଗ

ନୂଆଦିଲ୍ଲୀ, ୯/୧୦:ଟିମ୍ ଇଣ୍ଡିଆର ଷ୍ଟାର ଖେଳାଳି ରିଙ୍କୁ ସିଂହ ତାଙ୍କ ଚମତ୍କାର ଖେଳ ପାଇଁ ଚର୍ଚ୍ଚାରେ ଅଛନ୍ତି। ସମ୍ପ୍ରତି ଏସିଆ କପରୁ ଫେରିଥିବା ବେଳେ ରିଙ୍କୁଙ୍କୁ ନେଇ ଏକ ଚାଞ୍ଚଲ୍ୟକର ସୂଚନା ସାମ୍ନାକୁ ଆସିଛି। ଅଣ୍ଡରୱାର୍ଲ୍ଡରୁ ରିଙ୍କୁ ସିଂହଙ୍କୁ ଧମକ ମିଳିଥିବା ମୁମ୍ବାଇ କ୍ରାଇମ୍ ବ୍ରାଞ୍ଚ ପକ୍ଷରୁ ପ୍ରକାଶ ପାଇଛି।। ତେବେ ରିଙ୍କୁ ସିଂହଙ୍କୁ ମିଳିଥିବା ଧମକ ପାଇଁ ଦାଉଦ୍ ଇବ୍ରାହିମ୍ ଗ୍ୟାଙ୍ଗ୍ ନିଜକୁ ଦାୟୀ କରିଛି। ସେମାନେ ଚଳିତ ବର୍ଷ ଫେବୃଆରିରୁ ଏପ୍ରିଲ୍ ମଧ୍ୟରେ ରିଙ୍କୁ […]

ସଂପୂର୍ଣ୍ଣ ପଢନ୍ତୁ

ମହିଳା ଦିନିକିଆ ବିଶ୍ବକପ: ପାକିସ୍ତାନକୁ ୮୮ ରନ୍‌ରେ ହରାଇଲା ଭାରତ

କଲମ୍ବୋ,୬/୧୦: ମହିଳା ଦିନିକିଆ ବିଶ୍ବକପ୍‌ ୨୦୨୫ରେ ଭାରତୀୟ ମହିଳା କ୍ରିକେଟ୍‌ ଦଳ ପାକିସ୍ତାନକୁ ୮୮ ରନ୍‌ରେ ପରାସ୍ତ କରି ଏକ ବିଶାଳ ବିଜୟ ହାସଲ କରିଛି। କଲମ୍ବୋର ଆର୍‌ ପ୍ରେମଦାସା ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୪୮ ରନ୍‌ର ଲକ୍ଷ୍ୟ ନିର୍ଦ୍ଧାରଣ କରିଥିଲା। ଜବାବରେ ପାକିସ୍ତାନ ଦଳ ୧୫୯ ରନ୍‌ରେ ଅଲ୍‌ଆଉଟ୍‌ ହୋଇଥିଲା। ଭାରତୀୟର କ୍ରାନ୍ତି ଗୌଡ଼ ତିନୋଟି ଗୁରୁତ୍ୱପୂର୍ଣ୍ଣ ଓ୍ଵିକେଟ୍‌ ହାସଲ କରି ପାକିସ୍ତାନୀ ବ୍ୟାଟିଂ ଧ୍ୱଂସ କରିଥିଲେ। ବ୍ୟାଟିଂରେ […]

ସଂପୂର୍ଣ୍ଣ ପଢନ୍ତୁ

ବିଶ୍ୱ ଭାରୋତ୍ତୋଳନ ଚାମ୍ପିଅନସିପରେ ରୌପ୍ୟ ଜିତିଲେ ମୀରାବାଇ ଚାନୁ

ନରୱେ,୩/୧୦: ନରୱେର ଫୋର୍ଡେରେ ଚାଲିଥିବା ବିଶ୍ୱ ଭାରୋତ୍ତୋଳନ ଚାମ୍ପିଅନସିପରେ ମୀରାବାଇ ଚାନୁ ରୌପ୍ୟ ପଦକ ଜିତିଛନ୍ତି। ଟୁର୍ନାମେଣ୍ଟ ଇତିହାସରେ ଏହା ତାଙ୍କର ତୃତୀୟ ପଦକ। ସେ ଭାରତ ପାଇଁ ସର୍ବାଧିକ ବିଶ୍ୱ ଚାମ୍ପିଅନସିପ ପଦକ ଜିତିଥିବା ତୃତୀୟ ଭାରୋତ୍ତୋଳନକାରୀ ହୋଇଛନ୍ତି। ପୂର୍ବରୁ, ସେ ଆନାହେଇମରେ ୨୦୧୭ ବିଶ୍ୱ ଚାମ୍ପିଅନସିପରେ ୪୮ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ୨୦୨୨ରେ, ସେ ୪୯ କିଲୋଗ୍ରାମ ବର୍ଗରେ ରୌପ୍ୟ ପଦକ ଜିତିଥିଲେ। ମୀରାବାଇ ଚାନୁ ମୋଟ ୧୯୯ କିଲୋଗ୍ରାମ ସହିତ […]

ସଂପୂର୍ଣ୍ଣ ପଢନ୍ତୁ

ପାକିସ୍ତାନକୁ ଧୂଳି ଚଟାଇ ଭାରତ ଏସିଆ କପ୍ ଚାମ୍ପିୟନ

ଦୁବାଇ,୨୯/୯: ଭାରତ ଏସିଆ କପ୍ ୨୦୨୫ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ମୁକାବିଲାରେ ପରାସ୍ତ କରି ଭାରତ ଟ୍ରଫି ଉଠାଇଛି। ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ଅର୍ଦ୍ଧଶତକ ଭାରତର ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ପାକିସ୍ତାନ ୧୯.୧ ଓଭରରେ ୧୪୬ ରନରେ ଅଲଆଉଟ ହୋଇଥିଲା। ପାକିସ୍ତାନର ଓପନର ସାହିବଜାଦା ଫରହାନ (୩୮ ବଲରେ ୫୭) ଏବଂ ଫଖର ଜମାନ (୩୫ ବଲରେ ୪୬) ଦମଦାର […]

ସଂପୂର୍ଣ୍ଣ ପଢନ୍ତୁ

ଆଜି ଭାରତ-ପାକିସ୍ତାନ ଟକ୍କର

ଦୁବାଇ, ୨୮/୯: ଯାହା ୪୧ ବର୍ଷ ଭିତରେ ହୋଇ ନଥିଲା, ତାହା ମାତ୍ର କିଛି ଘଣ୍ଟା ପରେ ହେବାକୁ ଯାଉଛି। ଗତ ୧୬ ସଂସ୍କରଣର ୧୬ଟି ଫାଇନାଲ୍‌ରେ ‌ଯେଉଁ ମହାଯୁଦ୍ଧକୁ କ୍ରିକେଟ୍‌ପ୍ରେମୀ ଦେଖି ନଥିଲେ, ତାହା ଶେଷରେ ଦୁବାଇରେ ଦେଖିବାକୁ ମିଳିବ। ଏସିଆ କପ୍‌ର ଫାଇନାଲ୍‌ରେ ପ୍ରଥମ ଥର ଲାଗି ଦୁଇ ପୁରୁଣା ପ୍ରତିଦ୍ବନ୍ଦ୍ବୀ ଭାରତ-ପାକିସ୍ତାନ ମୁହାଁମୁହିଁ ହେବେ। ଏହି ଟ୍ରଫି ଟକ୍କର ଉପରେ ସମଗ୍ର କ୍ରିକେଟ୍ ଦୁନିଆର ନଜର ରହିଛି। ଚର୍ଚ୍ଚା, ସହର ବଜାରଠାରୁ ଆରମ୍ଭ […]

ସଂପୂର୍ଣ୍ଣ ପଢନ୍ତୁ

ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହେବ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍

ଭୁବନେଶ୍ୱର,୨୫/୯: ଓଡ଼ିଶାରେ ପ୍ରଥମ ଥର ପାଇଁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍ ପ୍ରତିଯୋଗିତାର ଆୟୋଜନ କରାଯିବ। ଅକ୍ଟୋବର ମାସ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟର ଠାରେ ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ-୨୦୨୫ (28th ITTF-ATTU Asian Table Tennis Team Championships 2025) ର ଆୟୋଜନ କରାଯିବ। ଅନ୍ତର୍ଜାତୀୟ ଟେବୁଲ ଟେନିସ୍‌ ମହାସଂଘ, ଭାରତୀୟ ଟେବୁଲ ଟେନିସ୍‌ ମହାସଂଘ, ଏସିଆନ୍‌ ଟେବୁଲ ଟେନିସ୍‌ […]

ସଂପୂର୍ଣ୍ଣ ପଢନ୍ତୁ