ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତର ଆଧିପତ୍ୟ ରହିବ: କୋହଲି
ନୂଆଦିଲ୍ଲୀ: ବିଶ୍ବ କ୍ରିକେଟ୍ରେ ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତୀୟ କ୍ରିକେଟ ଦଳ ଆଧିପତ୍ୟ ଜାହିର କରିବ ବୋଲି ଆଶାବ୍ୟକ୍ତ କରିଛନ୍ତି ବରିଷ୍ଠ ବ୍ୟାଟସମ୍ୟାନ ବିରାଟ କୋହଲି। ଦୁବାଇରେ ନ୍ୟୁଜିଲାଣ୍ଡକୁ ଫାଇନାଲରେ ହରାଇ ଚମ୍ପିଆନ୍ସ ଟ୍ରଫି ଜିତିଥିଲା ଭାରତ। ଭାରତୀୟ ଦଳର ଭବିଷ୍ୟତ ସମ୍ପର୍କରେ ସାମ୍ବାଦିକଙ୍କ ସହ ଆଲୋଚନା କାଳରେ କୋହଲି କହିଥିଲେ ଦଳରେ ବହୁତ ଯୁବ ଓ ଦକ୍ଷ ଖେଳାଳି ଅଛନ୍ତି। ତେଣୁ ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ବିଶ୍ବକପ୍ରେ ଭାରତୀୟ ଦଳର ଆଧିପତ୍ୟ ରହିବ। […]
ସଂପୂର୍ଣ୍ଣ ପଢନ୍ତୁ