ଅଗଷ୍ଟ ୩ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ଦୁଇ ଶ୍ରେଣୀରେ ସ୍ପଷ୍ଟ ଆଡମିଶନ୍ ଅବଧି

ଭୁବନେଶ୍ୱର: ଯୁକ୍ତ ୨ ସ୍ପଟ୍ ଆଡମିଶନ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଖରାପ ପାଗକୁ ଦୃଷ୍ଟିରେ ରଖି ସରକାର ଦ୍ୱାଦଶ ସ୍ପଟ୍ ଆଡମିଶନ ଅବଧିକୁ ୩ ଅଗଷ୍ଟ ଯାଏ ବଢ଼ାଇଛନ୍ତି । ଏନେଇ ଉଚ୍ଚଶିକ୍ଷା ମାଧ୍ୟମିକ ପରିଷଦ ପକ୍ଷରୁ ସମସ୍ତ ଚିଠି କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଖରାପ ପାଣିପାଗକୁ ଦୃଷ୍ଟିରେ ରଖି ଯୁକ୍ତ ୨ ସ୍ପଟ୍ ଆଡମିଶନ ସମୟ ଅଗଷ୍ଟ ୩ ତାରିଖ ରାତି […]

ସଂପୂର୍ଣ୍ଣ ପଢନ୍ତୁ

ଓଏସଏସସି ପ୍ରଶ୍ନପତ୍ର ଲିକ୍ ମାମଲା, ଷ୍ଟାଫ ସିଲେକ୍ସନ କମିସନ ଅଧ୍ୟକ୍ଷଙ୍କ ଇସ୍ତଫା ସହ ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ୍ (ଓଏସ୍ଏସସି) ପ୍ରଶ୍ନପତ୍ର ଲିକ୍ ଘଟଣାକୁ ବିରୋଧ କରି ସୋମବାର ଶତାଧିକ ଚାକିରି ଆଶାୟୀ ବାଲେଶ୍ୱର ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ଶୋଭାଯାତ୍ରା କରିଛନ୍ତି। ନିଯୁକ୍ତି ପ୍ରକ୍ରିୟାକୁ ନେଇ ହୋଇଥିବା ଅନିୟମିତତାର ସିବିଆଇ ତଦନ୍ତ ଦାବି କରିବା ସହ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିସନ ଅଧ୍ୟକ୍ଷଙ୍କ ଇସ୍ତଫା ଦାବି କରିଛନ୍ତି ପ୍ରତିବାଦକାରୀ। ଆଜୀମାବାଦରୁ ଆରମ୍ଭ କରି ଚାକିରୀ ଆଶାୟୀମାନେ ଏକ ରାଲି କରି ଷ୍ଟେସନ ଛକ ଠାରେ […]

ସଂପୂର୍ଣ୍ଣ ପଢନ୍ତୁ

ବାଲେଶ୍ୱରରେ ବନ୍ଦେ ଭାରତ ଟ୍ରେନ୍ ଉପରକୁ ପଥର ଫିଙ୍ଗି ନାବାଳକ ଗିରଫ

ବାଲେଶ୍ୱର: ପଥର ଫିଙ୍ଗି ବନ୍ଧା ହେଲେ ନାବାଳକ । ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ ଉପରକୁ ପଥର ଫିଙ୍ଗିବା ଅଭିଯୋଗରେ ଆରପିଏଫ୍ ଜଣେ ନାବାଳଙ୍କୁ ଗିରଫ କରିଛି । ପଥର ଫିଙ୍ଗିବା ପରେ ଆଉ ୨ ଜଣ ଯୁବକ ଖସି ପଳାଇବାରେ ସକ୍ଷମ ହୋଇଛନ୍ତି । ସୂଚନା ଅନୁସାରେ, ବାଲେଶ୍ୱରର ହରିପୁର ଲେବଲ୍ କ୍ରସିଂରେ ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ଫିଙ୍ଗିବା ନେଇ ରବିବାର ଖବର ପାଇଥିଲା ଆରପିଏଫ୍ । ତଦନ୍ତ ବେଳେ ପଥର ଫିଙ୍ଗିବାରେ ୩ ଜଣଙ୍କ […]

ସଂପୂର୍ଣ୍ଣ ପଢନ୍ତୁ

ଏଏସଓ ନିଯୁକ୍ତି ପରୀକ୍ଷା: ରିଭ୍ୟୁ ପିଟିସନ ଖାରଜ, ପୂର୍ବ ରାୟ କାଏମ ରଖିଲେ ହାଇକୋର୍ଟ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦ୍ୱାରା ପରିଚାଳିତ ସହକାରୀ ସେକ୍ସନ ଅଫିସର (ଏଏସଓ) ନିଯୁକ୍ତି ପରୀକ୍ଷାରେ ହୋଇଥିବା ଅନିୟମିତତା ସମ୍ପର୍କିତ ରିଭ୍ୟୁ ଓ ରିଟ୍ ପିଟିସନ୍କୁ ସୋମବାର ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ନୂଆ ମେରିଟ୍ ଲିଷ୍ଟ ପ୍ରକାଶ ପାଇଁ ପୂର୍ବରୁ ଦେଇଥିବା ନିର୍ଦ୍ଦେଶକୁ କାଏମ ରଖିଛନ୍ତି ରାଜ୍ୟର ସର୍ବୋଚ୍ଚ ନ୍ୟାୟାଳୟ। ପୂର୍ବରୁ ଓପିଏସସି ପକ୍ଷରୁ ସର୍ଟଲିଷ୍ଟ ହୋଇଥିବା କିଛି ପ୍ରାର୍ଥୀଙ୍କ ରିଭ୍ୟୁ ଓ ରିଟ୍ ପିଟିସନର ଶୁଣାଣି କରି ହାଇକୋର୍ଟ ସେମାନଙ୍କୁ ଅଗ୍ରାହ୍ୟ କରିବା […]

ସଂପୂର୍ଣ୍ଣ ପଢନ୍ତୁ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କିସ୍‍ର ୩ ଛାତ୍ର କୃତକାର୍ଯ୍ୟ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଅନୁଷ୍ଠିତ ୨୦୨୧-୨୨ ପ୍ରଶାସନିକ ସେବା ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ଏଥିରେ କିସ୍‍ର ୩ଜଣ ଛାତ୍ର କୃତକାର୍ଯ୍ୟ ହୋଇଛନ୍ତି । ସେମାନେ ହେଲେ ସୁନ୍ଦରଗଡ଼ର ବିଶ୍ୱନାଥ ରଞ୍ଜନ କିଷାନ, ନୂଆପଡ଼ାର ଫାଲ୍‍ଗୁନୀ ଶବର ଓ କଳାହାଣ୍ଡିର ସନାତନ ମାଝୀ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁରର ସନାତନ ହେଉଛନ୍ତି ଆଦିମ ଜନଜାତି କୁଟିଆ କନ୍ଧ ସମ୍ପ୍ରଦାୟର । ଅନ୍ୟ ପକ୍ଷରେ ଚଳିତବର୍ଷ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଅନୁଷ୍ଠିତ […]

ସଂପୂର୍ଣ୍ଣ ପଢନ୍ତୁ

କଲର୍ଭଟ ଭୁଶୁଡି ୫ ମୃତ ଘଟଣା: ପୁଅ ଓ ସ୍ୱାମୀଙ୍କୁ ହରାଇବା ପରେ ବିଷ ପିଇଦେଲେ ମହିଳା

ରାୟଗଡା: କଲଭର୍ଟ ଭୁଶୁଡିବା ଘଟଣାର ପୁଣି ଏକ ବିକଳ ଦୃଶ୍ୟ ସାମ୍ନାକୁ ଆସିଛି । ସକାଳୁ ସକାଳୁ କଲଭର୍ଟ ଭୁଶୁଡିବା ଘଟଣାରେ ଚାଲିଗଲା ସ୍ୱାମୀ ଓ ପୁଅଙ୍କ ଜୀବନ । ଏମିତି ଦୁଃଖଦ ଖବର ଶୁଣିବା ପରେ ମାନସିକ ଭାରସାମ୍ୟ ହରାଇ ବିଷ ପିଇ ଦେଇଛନ୍ତି ମହିଳା । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ, ଏହି ଘଟଣାରେ ମୁଖ୍ୟମନ୍ତ୍ରୀ  ଶୋକ ପ୍ରକାଶ କରିବା ସହ ସଂପୃକ୍ତ ପରିବାରକୁ  ସହାୟତା  […]

ସଂପୂର୍ଣ୍ଣ ପଢନ୍ତୁ

ବରିଷ୍ଠ କଂଗ୍ରେସ ନେତାଙ୍କୁ ଭେଟିଲେ ଦଳରୁ ନିଲମ୍ବିତ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ କଂଗ୍ରେସରୁ ନିଲମ୍ବିତ ହୋଇଥିବା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଦଳର ବରିଷ୍ଠ ନେତାଙ୍କୁ ଭେଟିଛନ୍ତି । ସୋମବାର ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଓ ଶରତ ରାଉତଙ୍କୁ ଭେଟି ଆଲୋଚନା କରିଛନ୍ତି ଚିରଞ୍ଜୀବ ବିଶ୍ୱାଳ । ମିଳିଥିବା ସୂଚନା ଅନୁସାରେ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କ ବାସଭବନରେ ଏଆଇସିସି ସମ୍ପାଦକ ଶରତ ରାଉତଙ୍କୁ ଭେଟି ଆଲୋଚନା କରିଛନ୍ତି ଚିରଞ୍ଜୀବ । ଦଳରୁ ନିଲମ୍ବନ ନେଇ ଚିରଞ୍ଜୀବ ୨ ବରିଷ୍ଠ […]

ସଂପୂର୍ଣ୍ଣ ପଢନ୍ତୁ

ଅବହେଳିତ ସରକାରୀ କର୍ମଚାରୀଙ୍କ ଗର୍ଜନରେ କମ୍ପିଲା ଲୋୟର ପିଏମଜି

ଭୁବନେଶ୍ୱର: ସକାଳୁ ସକାଳୁ କମ୍ପୁଥିଲା ଲୋୟର ପିଏମଜି । ସରକାରଙ୍କ ଦ୍ୱାରା ଅବହେଳିତ, ଉପେକ୍ଷିତଙ୍କ ଗର୍ଜନରେ ଥରୁଥିଲା ରାଜଧାନୀ ଛାତି। ଗୋଟିଏ ପଟେ ବିଭିନ୍ନ ଦାବି ନେଇ ଏକାଠି ହୋଇଥିଲେ ସରକାରୀ ଆଉଟସୋର୍ସିଂ କର୍ମଚାରୀ । ଅନ୍ୟପଟେ ଗର୍ଜୁଥିଲେ ଏକ୍ସ କ୍ୟାଡର ପ୍ରାଥମିକ ଶିକ୍ଷକ ମହାସଂଘ  । ହଜାର ହଜାର ଅସନ୍ତୁଷ୍ଟ ସରକାରୀ କର୍ମଚାରୀଙ୍କ ଭିଡରେ ଲୋୟର ପିଏମଜି ଯେମିତି ଜନସମୁଦ୍ର ପରି ଦିଶୁଥିଲା । ଆଜି ସକାଳୁ ସକାଳୁ ରାଜଧାନୀରେ ଗର୍ଜିଛନ୍ତି ସରକାରୀ ଆଉଟସୋର୍ସିଂ କର୍ମଚାରୀ […]

ସଂପୂର୍ଣ୍ଣ ପଢନ୍ତୁ

୫ ଲକ୍ଷ ଟଙ୍କା ନେଇ ବସରେ ଯାଉଥିଲେ ପୂର୍ବତନ ଜିଏମ; ଧରିଲା ଭିଜିଲାନ୍ସ

ଭୁବନେଶ୍ୱର: ୫ ଲକ୍ଷ ୫୪ ହଜାର ଟଙ୍କା ସହ ଧରାପଡ଼ିଲେ ଅବସରପ୍ରାପ୍ତ   ସରକାରୀ ଅଧିକାରୀ  । ବସରେ ଭୁବନେଶ୍ୱର ଆସୁଥିବା ବେଳେ ଚନ୍ଦ୍ରଗିରିରେ ଧରିଲା ଭିଜିଲାନ୍ସ । ଏତେ ଟଙ୍କା ନେଇ କୁଆଡେ ଯାଉଥିଲେ  ? ସେ ନେଉ ଖୋଳତାଡ ଚଲାଇି ଭିଜିଲାନ୍ସ । ଆର୍‌. ଉଦୟଗିରି TDCCOL(Tribal Development Cooperative Corporation)ର ପୂର୍ବତନ ଜିଏମ୍‌ ରୋହିତ ପରିଡ଼ା ରବିବାର ବସ୍‌ରେ ଭୁବନେଶ୍ୱର ଆସୁଥିବା ବେଳେ ଚନ୍ଦ୍ରଗିରି ନିକଟରେ  ଭିଜିଲାନ୍ସ ତାଙ୍କୁ ଧରିଛି । ତାଙ୍କ ପାଖରୁ […]

ସଂପୂର୍ଣ୍ଣ ପଢନ୍ତୁ

କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁରେ ଚାଲିଗଲା ପ୍ରସୂତିଙ୍କ ଜୀବନ

ଭୁବନଶ୍ୱର:ରାଜଧାନୀରେ ବଢୁଛି ଡେଙ୍ଗୁର ପ୍ରକୋପ । ଇତିମଧ୍ୟରେ ଡେଙ୍ଗୁରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଜି ପୁଣି ଜଣଙ୍କର ମୃତ୍ୟୁ ଘଟିଥିବା ଖବର ମିଳିଛି । କ୍ୟାପିଟାଲ ହସ୍ପିଟାଲରେ ଜଣେ ପ୍ରସୂତିଙ୍କର ଡେଙ୍ଗୁରେ ମୃତ୍ୟୁ ଘଟିଥିବା ଜଣାଯାଇଛି । ଏ ନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ । ମିଳିଥିବା ସୂଚନା ଅନୁସାରେ, ମୃତା ମହିଳାଙ୍କ ଘର କେନ୍ଦ୍ରାପଡା ଜିଲ୍ଲା ରାଜକନିକ ଅଞ୍ଚଳରେ । ସେ ଗର୍ଭବତୀ ଥିଲେ ଏବଂ  ଜୁଲାଇ ୨୩ ତାରିଖ ଦିନ […]

ସଂପୂର୍ଣ୍ଣ ପଢନ୍ତୁ