‘ଆମର ବିଶ୍ୱାସ ବିକାଶର ପବନ ଏବେ ଚନ୍ଦ୍ରରେ ପହଞ୍ଚିଛି’ : ନଡ୍ଡା

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦିନିକିଆ ଗସ୍ତରେ ରବିବାର ହରିଦ୍ୱାରରେ ପହଞ୍ଚିଛନ୍ତି। ଏହି ସମୟରେ ସେ ହରିଦ୍ୱାରରେ ଦେବ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ବସୁଧୈବ କୁଟୁମ୍ବକମ ବ୍ୟାଖ୍ୟାନ ଶୃଙ୍ଖଳାରେ ସମ୍ବୋଧନ କରିଛନ୍ତି। ଏହି ସମ୍ବୋଧନ ସମୟରେ ସେ ଚନ୍ଦ୍ରାୟନ-୩ର ପ୍ରଶଂସା କରିବା ସହ କହିଛନ୍ତି କି ଏହା ଦେଶ ପାଇଁ ଗର୍ବର କଥା। ନ୍ୟୁଜ ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା କହିଛନ୍ତି ଯେ ଚନ୍ଦ୍ରର ସାଉଥ […]

ସଂପୂର୍ଣ୍ଣ ପଢନ୍ତୁ

ହାଇୱା ଧକ୍କାରେ ୨ କିନ୍ନର ମୃତ

ସୁନ୍ଦରଗଡ: ହାଇୱା ଧକ୍କାରେ ଦୁଇ କିନ୍ନର ମୃତ। ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ୧୪୩ ନମ୍ବର ଜାତୀୟ ରାଜପଥ ରଜାମୁଣ୍ଡା ବାଇପାସ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଗତକାଲି ରାତିରେ ଦୁଇ କିନ୍ନର ରଥ କିଷାନ ଓ ରାଜା ପାତ୍ର ଙ୍କ ସହ ହାଇୱା ଡ୍ରାଇଭରଙ୍କ ବଚସା ହୋଇଥିଲା। ସୂଚନା ଅନୁଯାୟୀ, ଗୋଟିଏ ସ୍କୁଟିରେ ଚାରିଜଣ କିନ୍ନର ୧୪୩ ନମ୍ବର ଜାତୀୟ ରାଜପଥରେ ଲହୁଣିପଡ଼ା ଆଡ଼କୁ ଯାଉଥିଲେ। ରାଜାମୁଣ୍ଡା ଛକ ନିକଟରେ ଦ୍ରୁତ […]

ସଂପୂର୍ଣ୍ଣ ପଢନ୍ତୁ

ଗୋଲ୍ଡେନ ବାବାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କଲା ଇଡି

ଭୁବନେଶ୍ୱର: ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କରିଛି (ଆଟାଚ) ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ତେବେ ଏହାପୂର୍ବରୁ ବାବାଙ୍କ ୪ଟି ଦାମୀ କାର୍‌ ଓ ୨ରୁ ଊର୍ଦ୍ଧ୍ୱ ବିଳାସମୟ ଘର ଜବତ କରିସାରିଛି । ଅନ୍ୟପକ୍ଷରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପାଇଁ ମଧ୍ୟ ଗୋଲ୍ଡେନ ବାବା ୱାଣ୍ଟେଡ ଅଛନ୍ତି। ଓଡିଶାର ବ୍ୟବସାୟୀମାନଙ୍କୁ ଲୋନ ଦେବା ନାଁରେ ୫.୫୦ କୋଟି ଟଙ୍କା […]

ସଂପୂର୍ଣ୍ଣ ପଢନ୍ତୁ

ଜି-୨୦ ଶିଖର ସମ୍ମିଳନୀ ପୂର୍ବରୁ ଦିଲ୍ଲୀରେ ଷ୍ଟେଶନରେ ଖଲିସ୍ତାନ ସମର୍ଥନ ଲେଖା

ନୂଆଦିଲ୍ଲୀ: ଜି -୨୦ ଶିଖର ସମ୍ମିଳନୀ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି ଯେଉଁଠାରେ ସାରା ବିଶ୍ୱରୁ ବହୁ ବିଦେଶୀ ଅତିଥି ଦିଲ୍ଲୀ ଗସ୍ତ କରିବାକୁ ଯାଉଛନ୍ତି। ଏହି ସମୟରେ ଅନେକ ଦେଶର ଜାତୀୟ ରାଷ୍ଟ୍ରପତି ମଧ୍ୟ ଏଥିରେ ସାମିଲ ହେବେ। ରାଜଧାନୀ ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ପୂର୍ବରୁ ପାଞ୍ଚରୁ ଅଧିକ ମେଟ୍ରୋ ଷ୍ଟେଶନରେ ପ୍ରୋ-ଖାଲିସ୍ତାନ ସ୍ଲୋଗାନ ଲେଖାଯାଇଛି। ଏ ସମ୍ପର୍କରେ ଦିଲ୍ଲୀ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ […]

ସଂପୂର୍ଣ୍ଣ ପଢନ୍ତୁ

‘ମୋ ସ୍କୁଲ’ ନାଁ ରେ ଫେକ୍‌ ୱେବ୍‌ସାଇଟ୍‌

ଭୁବନେଶ୍ୱର: ଠକେଇ କରିବାକୁ ‘ମୋ ସ୍କୁଲ ଅଭିଯାନ’ ନଁାରେ ଫେକ୍‌ ୱେବ୍‌ସାଇଟ୍‌ ଖୋଲିଥିଲେ। ଚାକିରି ଦେବା ନାଁରେ ବେକାର ଯୁବତୀଯୁବକଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିବା ଏକ ଗ୍ୟାଙ୍ଗକୁ ଭୁବନେଶ୍ୱର ସାଇବର ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ଧରିଛି। ଏଥିସହ ଗ୍ୟାଙ୍ଗ୍‌ର ୩ଜଣଙ୍କୁ ଭରତପୁରରୁ ଗିରଫ କରାଯାଇଛି। ସେମାନେ ହେଲେ ମାଷ୍ଟରମାଇଣ୍ଡ୍‌ ଯାଜପୁରର ଅମର ସାମଲ, ଗଞ୍ଜାମର ମଦନ ନାଗ ଓ ରାଇଗୁଲୁ ପାତ୍ର। ସେମାନଙ୍କରଠାରୁ ନଗଦ ୨ଲକ୍ଷ ଟଙ୍କା, ଦୁଇଟି ଲାପ୍‌ଟପ, ୧୩ଟି […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରତି ଜିଲାରେ ବାହାରିବ ଜଳାଭିଷେକ ଯାତ୍ରା

ଚଣ୍ଡିଗଡ: ହରିୟାଣା ସରକାର ଅଗଷ୍ଟ ୨୮ରେ ପୁନର୍ବାର ଜଳାଭିଷେକ ଯାତ୍ରା କରିବାକୁ ଅନୁମତି ଦେଇନାହାଁନ୍ତି। ତେବେ କେତେକ ସଂଗଠନ ଏହି ଯାତ୍ରାକୁ ନେଇ ଜିଦ ଧରିଛନ୍ତି। ଅନ୍ୟପକ୍ଷରେ, ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦ ବ୍ରିଜମଣ୍ଡଳ ଜଳାଭିଷେକ ଯାତ୍ରା ସମ୍ବନ୍ଧରେ ରଣନୀତି ବଦଳାଇଛନ୍ତି। ବର୍ତ୍ତମାନ ରାଜ୍ୟର ପ୍ରତ୍ୟେକ ଜିଲାରେ ଜଳାଭିଷେକ ଯାତ୍ରା ବାହର କରାଯିବ ବୋଲି ଭିଏଚ୍‌ପି ପକ୍ଷରୁ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ମନୋହର ଲାଲ କହିଛନ୍ତି ଯେ, ଅଗଷ୍ଟ ଆରମ୍ଭରେ ନୁହରେ ଘଟିଥିବା […]

ସଂପୂର୍ଣ୍ଣ ପଢନ୍ତୁ

ଜିଏଏ ସହ ସିୟୁଟିଏମ୍‌ର ରାଜିନାମା

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ସେଞ୍ଚୁରିଅନ୍‌ ୟୁନିଭର୍ସିଟି ଅଫ୍‌ ଟୋକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ୍‌) ଏବଂ ଓଡ଼ିଶା ସରକାରଙ୍କ ଗୋପାବନ୍ଧୁ ଏକାଡେମୀ ଅଫ୍‌ ଆଡ୍‌ମିନିଷ୍ଟ୍ରେଶନ (ଜିଏଏ) ଭୁବନେଶ୍ୱର ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷକରି ଏକାଡେମିକ୍‌, ଅନୁସନ୍ଧାନ ଏବଂ ପ୍ରଶିକ୍ଷଣ ଆଦି କ୍ଷେତ୍ରରେ ମିଳିତ ସହଭାଗିତା ପ୍ରତିଷ୍ଠା ପାଇଁ ଉକ୍ତ ରାଜିନାମା ହୋଇଥିବା ଜଣାପଡିଛି। ଏହି ପରିପ୍ରେକ୍ଷୀରେ ଜିଏଏର ମହାନିର୍ଦ୍ଦେଶକ ରାଜକୁମାର ଶର୍ମାଙ୍କ ଉପସ୍ଥିତିରେ ସିଜିଜିଓର ନିର୍ଦ୍ଦେଶକ ଡ. ଶଶାଙ୍କ […]

ସଂପୂର୍ଣ୍ଣ ପଢନ୍ତୁ

ଅନନ୍ତ ଆଇଟିଆଇର ନବାଗତଙ୍କୁ ସ୍ୱାଗତ

କଟକ : କଟକ ଜିଲ୍ଲା ସାଲେପୁର ବାଲିସାହି ସ୍ଥିତ ବୈଷୟିକ ଶିକ୍ଷା ଅନୁଷ୍ଠାନ ଅନନ୍ତ ଆଇଟିଆଇର ଚଳିତ ଶିକ୍ଷାବର୍ଷର ଧନ୍ଦା ମୂଳକ ଶିକ୍ଷା ପ୍ରଥମବର୍ଷରେ ନାମ ଲେଖାଇଥିବା ଛାତ୍ର ଙ୍କୁ ଅନୁଷ୍ଠାନ ପକ୍ଷରୁ ସ୍ୱାଗତ କରାଯାଇଅଛି । ଉକ୍ତ ସ୍ୱାଗତ ସମ୍ବର୍ଦ୍ଧନା ସଭାରେ ପ୍ରଶିକ୍ଷକ ଅଧିକାରୀ ଶ୍ରୀଯୁକ୍ତ ଭାବଗ୍ରାହୀ ସାମଲ ସଭାପତିତ୍ବ କରିଥିବା ବେଳେ ଅନୁଷ୍ଠାନର ମ୍ୟାନେଜିଙ୍ଗ ଟ୍ରଷ୍ଟି ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ଦାଶ ଅଧ୍ୟକ୍ଷତା କରିଥିଲେ । ସମ୍ମାନିତ ଅତିଥି ଭାବରେ ମାହାଙ୍ଗା ଅଞ୍ଚଳର ଯୁବ […]

ସଂପୂର୍ଣ୍ଣ ପଢନ୍ତୁ

ନିଜ ଘରେ ଅଛନ୍ତି ଡାକ୍ତରଖାନାରୁ ନିଖୋଜ ଥିବା ମହିଳା ପୋଲିସ ଏସଆଇ

ବଲାଙ୍ଗିର: ହସପିଟାଲ ନୁହେଁ, ଘରେ ଅଛନ୍ତି ମହିଳା ଏସଆଇ । ବିଷ ପିଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ମହିଳା ପୋଲିସ ଏସଆଇ କାଜଲ ବାଗ ଘରକୁ ପଳାଇଛନ୍ତି । ସେ ତାଙ୍କ ପୈତୃକ ଘରେ ଅଛନ୍ତି । ଭବାନୀ ପାଟଣାସ୍ଥିତ ତାଙ୍କ ବାପାଙ୍କ ଘରେ ଅଛନ୍ତି ବୋଲି ଏସଆଇ କାଜଲଙ୍କ ବାପା ମାନଗୋବିନ୍ଦ ବାଗ ସୂଚନା ଦେଇଛନ୍ତି । ସୂଚନାଥାଉ କି,  ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା  ପୁଲିସ ଏସଆଇ ନିଖୋଜ ହୋଇଯାଇଥିବା ନେଇ ଡାକ୍ତରଖାନା ପକ୍ଷରୁ […]

ସଂପୂର୍ଣ୍ଣ ପଢନ୍ତୁ

ବିଜେଡି ନେତା କ୍ରୀତଦାସ ହୁଅ ନହେଲେ ଜେଲ୍‌ରେ ରୁହ: ବିଜୟ ପଟ୍ଟନାୟକ

ଭୁବନେଶ୍ବର: ଗତକାଲି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଗୋପାଳ ପାଣିଗ୍ରାହୀଙ୍କୁ ବିରୋଧ କରାଯାଇଥିଲା। ଏଥିଲାଗି ଯେଉଁ ହାଇ ଡ୍ରାମା ଦେଖିବାକୁ ମିଳିଲା, ତାକୁ ନେଇ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗଞ୍ଜାମରେ ଘଟିଥିବା ଘଟଣା ବିଜେଡିର ଆଭ୍ୟନ୍ତରୀଣ କନ୍ଦଳକୁ ଦର୍ଶାଉଛି। ଯାହାଙ୍କ ପ୍ରତି ଏଭଳି ଆଚରଣ ହେଲା ସେ ଜଣେ ଜନପ୍ରତିନିଧି। ବିଜେଡିରେ ଜନପ୍ରତିନିଧିଙ୍କର କିଛି ବି ସମ୍ମାନ ନାହିଁ। ସେମାନଙ୍କୁ ଦୁଇଟି ବିକଳ୍ପ ଦିଆଯାଇଛି। ସେମାନେ କ୍ରୀତଦାସ […]

ସଂପୂର୍ଣ୍ଣ ପଢନ୍ତୁ