ବରିଷ୍ଠ ଗୀତିକାର ଦେବ କୋହଲିଙ୍କର ଦେହାନ୍ତ
ମୁମ୍ବାଇ: ଆଉ ନାହାନ୍ତି ଭାରତୀୟ ସିନେମାର ଜଣାଶୁଣା ଗୀତିକାର ଦେବ କୋହଲି । ଦେବ କୋହଲିଙ୍କ ମୃତ୍ୟୁରେ ବଲିଉଡ୍ ଜଗତରେ ଶୋକର ଛାୟା ଖେଳିଯାଇଛି । ତେବେ ଦେବ କୋହଲିଙ୍କ ମୃତ୍ୟୁ ପଛର ପ୍ରକୃତ କାରଣ ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ସେ ୧୦୦ରୁ ଅଧିକ ହିନ୍ଦୀ ଚଳଚ୍ଚିତ୍ର ପାଇଁ ଗୀତ ଲେଖିଛନ୍ତି । ଦେବ କୋହଲିଙ୍କ ଅନ୍ତିମ ଦର୍ଶନ ଆଜି ଅପରାହ୍ନ […]
ସଂପୂର୍ଣ୍ଣ ପଢନ୍ତୁ