କୀଟନାଶକ ପିଇ ଯୁବକ ଗୁରୁତର

କଲମପୁର: ବନ୍ଧକନା ଠାରେ ଜଣେ ଯୁବକ ମଙ୍ଗଳବାର ରାତିରେ କୀଟନାଶକ ପାଇ ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ପରିବାର ଲୋକ ଉଦ୍ଧାର କରି ବିଳମ୍ବିତ ରାତିରେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।   Post Views: 6 Post navigation

ସଂପୂର୍ଣ୍ଣ ପଢନ୍ତୁ

ଗାଁକୁ ଫେରିଲା ହାଇଦ୍ରାବାଦରେ ଆତ୍ମହତ୍ୟା କରିଥିବା ଶ୍ରମିକଙ୍କ ମୃତଦେହ

ଫୁଲବାଣୀ: ଫିରିଙ୍ଗିଆ ବ୍ଲକ ଅଧିନରେ ଥିବା ରତଙ୍ଗ ପଞ୍ଚାୟତ ପୋଡାପଡା ଗାଁର ମୃତ ଭୋଲେଶ୍ୱର ମୁଖୀଙ୍କ ମୃତଦେହ ନିଜ ଗାଁ ପୋଡାପଡାରେ ପହଞ୍ଚିବା ପରେ ଶୋକାକୂଳ ପରିବେଶ ମଧ୍ୟରେ ଅନ୍ତିମ ସଂସ୍କାର କରାଯାଇଛି। ତେବେ ଗତ ତିନିବର୍ଷ ହେଲା ମୃତ ଶ୍ରମିକ ପିଣ୍ଟୁ ମୁଖୀ ନିଜ ପରିବାର ସହ ହାଇଦ୍ରାବାଦର ନାଳଗୁ ଜିଲ୍ଲା ନାଳଗୁ ଥାନା ଅଧିନରେ ଥିବା ଏକ କୁକୁଡା ଫାର୍ମରେ ଶ୍ରମିକ ଭାବରେ କାମ କରିଆସୁଥିଲେ। ପ୍ରାୟ ତିନିବର୍ଷ ତଳେ ତାଙ୍କର ବିବାହ […]

ସଂପୂର୍ଣ୍ଣ ପଢନ୍ତୁ

ସୁଟିଂରେ ଷ୍ଟଣ୍ଟ ମାରିବା ବେଳେ ପ୍ରଖର ସ୍ରୋତରେ ବୁଡ଼ି ଗଲେ ଓଡ଼ିଆ ନାୟକ

କଟକ : ଷ୍ଟଣ୍ଟ ସୁଟିଂ ବେଳେ ଅଘଟଣ। କାଠଯୋଡ଼ି ନଦୀରେ ଓଡ଼ିଆ ସିନେମା ସୁଟିଂ ବେଳେ ବଡ଼ ବିପଦରୁ ବର୍ତ୍ତି ଗଲେ ନାୟକ ଶ୍ରେୟାନ ଓ ନାୟିକା ଭୁମିକା। ନରାଜ ପାଖାପାଖି ଏକ ବ୍ରିଜ ଉପରେ ନଦୀକୁ ଡେଇଁବାର ଦୃଶ୍ୟର ସୁଟିଂ ଚାଲିଥିଲା। ପ୍ରଖର ସ୍ରୋତରେ ପଡି ଯାଇଥିଲେ ଶ୍ରେୟାନ। କ୍ରିଉ ମେମ୍ବର ପାଣିକୁ ଡେଇଁ ଉଭୟଙ୍କୁ ଉଦ୍ଧାର କରିଛନ୍ତି । ଗତକାଲି ଘଟିଛି ଘଟଣା। ସୂଚନା ଅନୁସାରେ କଟକର କାଠଯୋଡ଼ି ଠାରେ ଏକ ଷ୍ଟଣ୍ଟ ସିନ […]

ସଂପୂର୍ଣ୍ଣ ପଢନ୍ତୁ

ଆମାଜାନର ସିନିୟର ମ୍ୟାନେଜରଙ୍କୁ ଗୁଳି କରି ହତ୍ୟା

ଅନଲାଇନ୍‌ ସପିଂ ସାଇଟ୍‌ ଆମାଜାନର ଜଣେ ସିନିୟର ମ୍ୟାନେଜରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏପରି ସାଂଘାତିକ ଘଟଣା ଘଟିଛି। ଉକ୍ତ ସମୟରେ ସିନିୟର ମ୍ୟାନେଜରଙ୍କ ସହ ଥିବା ଆଉ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ରାଜଧାନୀ ଦିଲ୍ଲୀର ଭଜନାପୁରା ଅଞ୍ଚଳରେ ଏପରି ଚାଞ୍ଚଲ୍ୟକର ଘଟଣା ଘଟିଛି। ମୃତ ସିନିୟର ମ୍ୟାନେଜରଙ୍କ ନାମ ହରପ୍ରୀତ ଗିଲ୍‌ ବୋଲି ଜଣାଯାଇଛି। ଗତ ରାତିରେ ହରପ୍ରୀତ ଗିଲ୍‌ ନିଜ ସାଥୀ ଗୋବିନ୍ଦଙ୍କ […]

ସଂପୂର୍ଣ୍ଣ ପଢନ୍ତୁ

ଜଙ୍ଗଲରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ବୌଦ୍ଧ: ଜଙ୍ଗଲରୁ ମୃତଦେହ ଉଦ୍ଧାର । ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ । ବୌଦ୍ଧ ଜିଲ୍ଲା ମନମୁଣ୍ଡା କୁମରକାନୀ ଖଲିଆମୁଣ୍ଡା ନାଳ ନିକଟ ଜଙ୍ଗଲରେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର। ତାଙ୍କୁ ହତ୍ୟା କରି କେହି ଜଙ୍ଗଲରେ ଫିଙ୍ଗି ଦେଇଛି। ଗ୍ରାମବାସୀ ମୃତଦେହ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ। ମୃତକ ଜଣକ ପରିଚୟ ମିଳି ନଥିବା ବେଳେ ସେ ଏଲଆଣ୍ଡଟି ଠିକା ସଂସ୍ଥାର ରାତ୍ର ଜଗୁଆଳି ବୋଲି ଜଣାପଡିଛି। ମନମୁଣ୍ଡା ପୋଲିସ ଘଟଣା ସ୍ଥଳରେ […]

ସଂପୂର୍ଣ୍ଣ ପଢନ୍ତୁ

ଚୀନ୍ ନୂଆ ମ୍ୟାପ୍ ଜାରି କରିବା ପରେ ପୁରୁଣା କଥା ଦୋହରାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧି

ଚୀନ୍ ନୂଆ ମ୍ୟାପ୍ ଜାରି କରିବା ପରେ ପୁରୁଣା କଥା ଦୋହରାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧି। କହିଲେ ମୁଁ ବର୍ଷ ବର୍ଷ ଧରି ଏହା କହୁଛି। ଚୀନ୍ ଆମର ଇଞ୍ଚେ ଜମି ବି ନେଇ ନାହିଁ ବୋଲି କେନ୍ଦ୍ର ସରକାର ଯେଉଁ ଦୃଢୋକ୍ତି ଦେଉଛନ୍ତି ତାହା ମିଛ। “ସମଗ୍ର ଲଦାଖ ଜାଣିଛି… ଚୀନ୍ ଆମର ଜମି ନେଇଛି।” ଚୀନ୍ ଭାରତର କିଛି ଜମିକୁ ନିଜ ମ୍ୟାପରେ ସାମିଲ୍ କରି ଫଟୋ ପ୍ରକାଶ କରିବା ମାମଲାରେ ରାହୁଲ […]

ସଂପୂର୍ଣ୍ଣ ପଢନ୍ତୁ

କାଉଡ଼ିଆଙ୍କୁ ଧକ୍କା ଦେଲା ବାଇକ, ୭ ବୋଲବୋମ ଭକ୍ତ ଆହତ

ବ୍ରହ୍ମପୁର: ବାଇକ ଧକ୍କାରେ ୭ ଜଣ ବୋଲ ବୋମ ଭକ୍ତ ଆହତ । ଗଞ୍ଜାମ ଜିଲ୍ଲା ନୂଆପଡା ପୋଲିସ ଫାଣ୍ଡି ପାଖ ଚାନ୍ଦପୁର ନିକଟରେ ବାଇକ ଧକ୍କାରେ ୭ ଜଣ ବୋଲବୋମ ଭକ୍ତ ଆହତ ହୋଇଛନ୍ତି । କାଉଡ଼ିଆମାନେ ମୌଳାଭଞ୍ଜଣା ନଦୀରୁ ପାଣି ଉଠାଇ ଚୌଧୁରୀ ଟିକରପଡା ଶିବ ମନ୍ଦିରକୁ ଯାଉଥିବା ବେଳେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ବିପରୀତ ଦିଗରୁ ବାଇକଟି ଦ୍ରୁତ ଗତିରେ ଆସି ଲାଇନରେ ଯାଉଥିବା କାଉଡିଆଙ୍କ ଉପରେ ମାଡି […]

ସଂପୂର୍ଣ୍ଣ ପଢନ୍ତୁ

ବିହାରରେ କାଣ୍ଟଛାଣ୍ଟ ହେଲା ସ୍କୁଲ ଛୁଟି, କେନ୍ଦ୍ର- ରାଜ୍ୟ ମୁହାଁମୁହିଁ

ବିହାରରେ ସ୍କୁଲ ଛୁଟି ସଂଖ୍ୟା କମ କଲେ ରାଜ୍ୟ ସରକାର । ଆସନ୍ତା ୩ ମାସରେ ପଡ଼ିବାକୁ ଥିବା ୨୩ ଛୁଟିକୁ ହ୍ରାସ କରି ୧୧ କରି ଦିଆଯାଇଛି। ହେଲେ ଏହାକୁ ନେଇ ମୁହାଁମୁହିଁ ହୋଇଛନ୍ତି ରାଜ୍ୟ ଓ କେନ୍ଦ୍ର ସରକାର। ବିହାର ଶିକ୍ଷା ବିଭାଗ ପକ୍ଷରୁ ଜାରି ନୋଟିସ୍‌ ଅନୁଯାୟୀ, ଚଳିତ ବର୍ଷ ସେପ୍ଟେମ୍ବରରୁ ଡିସେମ୍ବର ମଧ୍ୟରେ ବିଭିନ୍ନ ପର୍ବପର୍ବାଣୀ ପାଇଁ ଥିବା ସ୍କୁଲ ଛୁଟିକୁ କାଣ୍ଟଛାଣ୍ଟ କରାଯାଇଛି। ଫଳରେ ଏହାକୁ ୨୩ରୁ କମାଇ ୧୧ରେ […]

ସଂପୂର୍ଣ୍ଣ ପଢନ୍ତୁ

ଗଛରେ ରାକ୍ଷୀ ବାନ୍ଧି ପର୍ବ ପାଳିଲେ ମହିଳା

ଅସ୍ତରଙ୍ଗ: ରାକ୍ଷୀ । ସୂତା ଖଣ୍ଡିଏ ନୁହେଁ , ସେ ସଂପର୍କର ସେତୁ । ଯେତିକି ବିଶ୍ବାସ ଆଖିକୁ ସେତିକି ବିଶ୍ବାସ ରାକ୍ଷୀକୁ । ଚଳିତ ବର୍ଷ ପଞ୍ଜିକାରେ ଆଜି ରକ୍ଷା ବନ୍ଧନ ଓ ଆସନ୍ତାକାଲି ରାକ୍ଷୀ ପୂର୍ଣ୍ଣିମା ଉଲ୍ଲେଖ ରହିଛି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ହେଉଛି ପବିତ୍ର ରକ୍ଷା ବନ୍ଧନ । ଏଥିପାଇଁ ପୁରପଲ୍ଲୀ ଉତ୍ସବ ମୁଖରିତ ହୋଇଉଠିଛି  । ଘରେ ଘରେ ପିଠାପଣା ଓ ମିଠାର ମହକ । […]

ସଂପୂର୍ଣ୍ଣ ପଢନ୍ତୁ

୧୨ ମହଲା ଉପରୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ

ନିଜ ବିଲ୍ଡିଂର ୧୨ ମହଲା ଉପରୁ ତଳକୁ ଡେଇଁ ଜୀବନ ହାରିଲେ ଜଣେ ଦଶମ ଛାତ୍ରୀ। ଏପରି ଏକ ଚାଞ୍ଚଲ୍ୟକର ଘଟଣା ବାଙ୍ଗାଲୁରୁରେ ଘଟିଛି। ମୃତା ଛାତ୍ରୀଙ୍କ ନାମ ଜେସିକା ବୋଲି ଜଣାଯାଇଛି। ଜେସିକାଙ୍କ ପିତା ଜଣେ ସଫ୍ଟୱେୟାର ଇଞ୍ଜିନିୟର ହୋଇଥିବା ବେଳେ ତାଙ୍କ ମା’ ଏକ ଘରୋଇ ସ୍କୁଲରେ ଶିକ୍ଷୟିତ୍ରୀ ଭାବେ କାମ କରନ୍ତି। ପ୍ରାୟ ୨ ବର୍ଷ ତଳେ ସେମାନେ ତାମିଲନାଡ଼ୁରୁ ବାଙ୍ଗାଲୁରୁ ଚାଲି ଆସିଥିଲେ। ସେଠାରେ ସେମାନେ ବେଲାନ୍ଦୁରରେ ଏକ ଆପାର୍ଟମେଣ୍ଟର ୧୧ତମ […]

ସଂପୂର୍ଣ୍ଣ ପଢନ୍ତୁ