ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ
ଭୁବନେଶ୍ବର: ରାଜ୍ୟର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଶପଥ ପାଠ କରାଇଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ବିଦ୍ୟୁତରଞ୍ଜନ ଷଡ଼ଙ୍ଗୀ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାଚସ୍ପତି ପ୍ରମିଳା ମଲ୍ଲିକ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ମନ୍ତ୍ରିମଣ୍ଡଳର କେତେକ ସଦସ୍ୟ, ବିଧାୟକ ଓ କେତେକ ବିଚାରପତି ଉପସ୍ଥିତ ଥିଲେ। ଏହାପରେ […]
ସଂପୂର୍ଣ୍ଣ ପଢନ୍ତୁ