ମୁଖ୍ୟ ଚୟନକର୍ତ୍ତା ପଦରୁ ଇଞ୍ଜମାମ ଉଲ ହକଙ୍କ ଇସ୍ତଫା

କରାଚୀ: ୨୦୨୩ ଦିନିକିଆ ବିଶ୍ୱକପରେ ପାକିସ୍ତାନ କ୍ରିକେଟ୍ ଦଳର ଖରାପ ପ୍ରଦର୍ଶନ ପରେ ପିସିବି(ପାକିସ୍ତାନ କ୍ରିକେଟ ବୋର୍ଡ)ରେ ଅଶାନ୍ତି ଦେଖାଦେଇଛି। ପାକିସ୍ତାନ କ୍ରିକେଟରେ ଏବେ ଆରୋପ-ପ୍ରତ୍ୟାରୋପ ଜାରି ରହିଥିବାବେଳେ ଏହାରି ଭିତରେ ଏକ ବଡ ଖବର ସାମ୍ନାକୁ ଆସିଛି | ବାସ୍ତବରେ ପାକିସ୍ତାନ ଦଳର ମୁଖ୍ୟ ଚୟନକର୍ତ୍ତା ଇଞ୍ଜାମାମ ଉଲ ହକ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଭାରତରେ ଖେଳାଯାଉଥିବା ଦିନିକିଆ ବିଶ୍ୱକପ ୨୦୨୩ ରେ ପାକିସ୍ତାନ ଦଳର ପ୍ରଦର୍ଶନ ବେଶ ନୈରାଶ୍ୟଜନକ ରହିଛି । […]

ସଂପୂର୍ଣ୍ଣ ପଢନ୍ତୁ

ଦୁର୍ଘଟଣାଗ୍ରସ୍ତ ଟ୍ରାକ୍‌ ମରାମତି ସରିବା ପରେ ଗଡ଼ିଲା ପ୍ରଶାନ୍ତି ଏକ୍ସପ୍ରେସ୍‌

ଦୁର୍ଘଟଣାଗ୍ରସ୍ତ ଟ୍ରାକ୍‌ ମରାମତି ସରିବା ପରେ ଗଡ଼ିଲା ଟ୍ରେନ୍‌। ଅପ୍‌ ଲାଇନ୍‌ରେ ଟ୍ରାଏଲ୍‌ ରନ୍‌ ପରେ ଚାଲିଲା ଏକ୍ସପ୍ରେସ ଟ୍ରେନ୍‌। ମରାମତି ପରେ ଅର୍ଥାତ ଅପରାହ୍ନ ୨ଟା ୩୬ ମିନିଟ୍‌ରେ ଚାଲିଲା ପ୍ରଶାନ୍ତି ଏକ୍ସପ୍ରେସ୍‌। ଏକ୍ସପ୍ରେସ ଟ୍ରେନ ଚାଲିବା ନେଇ ରେଲୱେ ସୂଚନା ଦେଇଛି। ରବିବାର ସନ୍ଧ୍ୟା ପ୍ରାୟ ୭ଟାରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌କୁ ପଛ ପାର୍ଶ୍ୱରୁ ଧକ୍କା ଦେଇଥିଲା ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର। ଦୁର୍ଘଟଣା ପରେ ପଲାସା ପାସେଞ୍ଜର କିଛି ବଗି ଅନ୍ୟ ଟ୍ରାକ୍‌ରେ ପଡ଼ିଥିଲେ। […]

ସଂପୂର୍ଣ୍ଣ ପଢନ୍ତୁ

ସାବତ ମା’ର ଆକ୍ରମଣରେ ପୁଅ-ଝିଅ ଗୁରୁତର, ମେଡିକାଲରେ ଭର୍ତ୍ତି

ଆଠଗଡ଼: କଟକ ଜିଲ୍ଲା ଆଠଗଡ଼ରେ ସାବତ ମା’ର ଆକ୍ରୋଶରେ ପୁଅ ଓ ଝିଅ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହଯୋଗରେ ଉଭୟ ପୁଅ ଓ ଝିଅଙ୍କୁ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇଁ ପୁଲିସ ମା’କୁ ଥାନାରେ ଅଟକ ରଖିଛି। ପ୍ରକାଶଯୋଗ୍ୟ ବାଙ୍କୀ ପାର୍ଥପୁର ଅଞ୍ଚଳର ଶଙ୍କର୍ଷଣ ନନ୍ଦଙ୍କ ପୁଅ  ସୁନୀଲ କୁମାର ନନ୍ଦ ୧୪ ବର୍ଷ ତଳେ ଖୋର୍ଦ୍ଧାର ତ୍ରିଭୁବନ ନନ୍ଦଙ୍କ ଝିଅ ସୁହାସିନୀଙ୍କୁ ବିବାହ କରିଥିଲେ। ତାଙ୍କର ପ୍ରଥମ ସ୍ତ୍ରୀଙ୍କ […]

ସଂପୂର୍ଣ୍ଣ ପଢନ୍ତୁ

ଲଗାତାର ଟ୍ରେନ ଦୁର୍ଘଟଣା ପାଇଁ ନୈତିକ ଦାୟିତ୍ୱ ନେଇ ଇସ୍ତଫା ଦିଅନ୍ତୁ ରେଳମନ୍ତ୍ରୀ- କଂଗ୍ରେସ

ଭୁବନେଶ୍ୱର:ଦେଶରେ ଲଗାତାର ଟ୍ରେନ ଦୁର୍ଘଟଣା ଘଟୁଛି । ଏଥିପାଇଁ ନୈତିକ ଦାୟିତ୍ୱ ନେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛି କଂଗ୍ରେସ । ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ ନେତା ପଂଚାନନ କାନୁନଗୋ ଦେଶରେ ଏବଂ ବିଶେଷ କରି ପୂର୍ବତଟ ରେଳପଥରେ ବାରମ୍ବାର ଘଟୁଥିବା ରେଳ ଦୁର୍ଘଟଣା ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କର ଇସ୍ତଫା ଦାବି କରିଥିଲେ। ସେ କହିଥିଲେ ଯେ, ଓଡ଼ିଶାରୁ ଉଭୟ […]

ସଂପୂର୍ଣ୍ଣ ପଢନ୍ତୁ

ନାବାଳିକା ଦୁଷ୍କର୍ମ ମାମଲାରେ ଆତ୍ମସମର୍ପଣ କଲେ ବାୟୁସେନା ଅଧିକାରୀ

ଭୁବନେଶ୍ୱର: ନାବାଳିକା ଦୁଷ୍କର୍ମ ମାମଲାରେ ଆତ୍ମସମର୍ପଣ କଲେ ବାୟୁସେନା ଅଧିକାରୀ କୋରିମିଲି ଭେଙ୍କଟ ଶ୍ରୀନିବାସ। ଭୁବନେଶ୍ୱର ଜେଏମଏଫସି କୋର୍ଟରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ। ଏୟାରଫୋର୍ସ ଗ୍ରୁପ କ୍ୟାପିଟେନ ଥିଲେ ଶ୍ରୀନିବାସ। ଜଣେ ୧୩ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ କରିଥିବା ନେଇ ଅଭିଯୁକ୍ତଙ୍କ ନାଁରେ ଅଭିଯୋଗ ଆସିଥିଲା। ସୂଚନା ଅନୁସାରେ ବମୀଖାଲ ଅଞ୍ଚଳରେ ଘରେ କେହି ନଥିବା ବେଳେ ଘରେ ପଶି ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏ ନେଇ ଜୁନ ୨୮ ତାରିଖରେ ଲକ୍ଷ୍ମୀସାଗର […]

ସଂପୂର୍ଣ୍ଣ ପଢନ୍ତୁ

ସାଇକେଲ ଶୋଭାଯାତ୍ରା ବେଳେ ହୃଦ୍‌ଘାତ, ଟଳି ପଡ଼ିଲେ ନେତା

ରାଲି ବେଳେ ଟଳି ପଡିଲେ ନେତା। ସାଇକେଲ ଯାତ୍ରା ବେଳେ ଆସିଲା ହୃଦ୍‌ଘାତ। ବିଚ୍‌ ରାସ୍ତାରେ ଚେତାଶୂନ୍ୟ ହୋଇପଡିଲେ ନେତା। ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ। ପ୍ରକୃତରେ ଆଜି ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଲେଶ ଯାଦବଙ୍କ ନେତୃତ୍ୱରେ ସାଇକେଲ ଶୋଭାଯାତ୍ରା ବାହାରିଥିଲା। ତେବେ ଏହି ସାଇକେଲ ଯାତ୍ରା ବେଳେ ବିଗିଡି ଯାଇଥିଲା ଜଣେ ନେତାଙ୍କ ସ୍ୱାସ୍ଥ୍ୟ। ସାଇକେଲ୍ ଚଳାଇବା ବେଳେ ହଠାତ୍‌ ସେ ତଳେ ପଡି ଯାଇଥିଲେ। ପରେ ତୁରନ୍ତ […]

ସଂପୂର୍ଣ୍ଣ ପଢନ୍ତୁ

ରାଜଭବନରେ ନୂଆ ରାଜ୍ୟପାଳ ରଘୁବର ଦାସଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଭଜନରେ ପହଞ୍ଚିଲେ ନୂଆ ରାଜ୍ୟପାଳ । ଆସନ୍ତାକାଲି କାଲି ନେବ ଶପଥ । ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ କଡ଼ା ସୁରକ୍ଷା ଭିତରେ ରାଜଭବନରେ ପହଂଚିବା ପରେ ସ୍ୱାଗତ କରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉପଢୌକନ ଏବଂ ପୁଷ୍ପଗୁଚ୍ଛ ଦେଇ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ । ଏହି ସ୍ୱାଗତ ସମାରୋହରେବାଚସ୍ପତି ପ୍ରମିଳା ମଲ୍ଲିକ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ପୁଲିସ କମିଶନର ସୁନୀଲ ବଂଶଲ ଉପସ୍ଥିତ ଥିଲେ । […]

ସଂପୂର୍ଣ୍ଣ ପଢନ୍ତୁ

ବାଚସ୍ପତିଙ୍କୁ ଡିସେମ୍ବର ୩୧ ଯାଏ ସମୟ ଦେଲେ ସୁପ୍ରିମକୋର୍ଟ

ଶିବସେନା ବନାମ ଶିବସେନା। ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୈତିକ ସଙ୍କଟକୁ ନେଇ ସୁପ୍ରିମକୋର୍ଟ କଡା ନିର୍ଦ୍ଦେଶ ନେଇଛନ୍ତି। ଅଯୋଗ୍ୟତା ଆବେଦନ ଉପରେ ନିଷ୍ପତ୍ତି ନେବାକୁ ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନାର୍ବେକରଙ୍କୁ ଆସନ୍ତା ଡିସେମ୍ବର ୩୧ ଯାଏ ସମୟ ଦେଇଛନ୍ତି ସୁପ୍ରିମକୋର୍ଟ। ପୂର୍ବରୁ ସୁପ୍ରିମକୋର୍ଟ ବାରମ୍ବାର ଏହି ମାମଲାରେ ମହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କୁ ନିଷ୍ପତ୍ତି ନେବାକୁ କହିଥିଲେ। ଏଥିପାଇଁ ସେପ୍ଟେମ୍ବର ୧୮ ତାରିଖ ଯାଏଁ ବାଚସ୍ପତିକୁ ସମୟ ଦେଇଥିଲେ ସର୍ବୋଚ୍ଚ ଅଦାଲତ। କିନ୍ତୁ ବାଚସ୍ପତି କୌଣସି ନିଷ୍ପତ୍ତି […]

ସଂପୂର୍ଣ୍ଣ ପଢନ୍ତୁ

ନଭେମ୍ବର ୧ରୁ ଆରମ୍ଭ ହେବ ମିଶନ ଅଲିଭ ରିଡ଼ଲେ

ରାଜନଗର : କେନ୍ଦ୍ରାପଡ଼ା ଜିଲ୍ଲାର ସାମୁଦ୍ରିକ ଅଭୟାରଣ୍ୟ ଗହୀରମଥାକୁ ସୁରକ୍ଷିତ ମନେ କରି ବଂଶ ବୃଦ୍ଧି କରିବା ପାଇଁ ପ୍ରଶାନ୍ତ ମହାସାଗରରୁ ହଜାର ହଜାର ନଟିକାଲ ମାଇଲ୍ ସମୁଦ୍ର ର ନୀଳ ଜଳରାଶିକୁ ଅତିକ୍ରମ କରି ବିରଳ ଅଲିଭ ରିଡଲେ କଇଁଛମାନେ ଆସିଥାନ୍ତି । ଏହି କଇଁଛ ମାନଙ୍କର ଆଗମନକୁ ଆଖି ଆଗରେ ରଖି ଗହୀରମଥାକୁ ସରକାର ୧୯୯୭ ମସିହାରେ ସାମୁଦ୍ରିକ ଅଭୟାରଣ୍ୟ ଭାବେ ଘୋଷଣା କରିଛନ୍ତି । ନଭେମ୍ବର ୧ ତାରିଖ ଠାରୁ ମେ ମାସ […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରଚାର ବେଳେ ବିଆରଏସ୍ ସାଂସଦଙ୍କୁ ଛୁରାମାଡ, ଡାକ୍ତରଖାନାରେ ଭର୍ତ୍ତି

ତେଲେଙ୍ଗାନା ସାଂସଦ ତଥା ବିଧାନସଭା ନିର୍ବାଚନ ପ୍ରାର୍ଥୀ କୋଠା ପ୍ରଭାକର ରେଡ୍ଡିଙ୍କୁ ଛୁରାମାଡ। ପ୍ରଚାର ସମୟରେ ସାଂସଦଙ୍କ ଉପରକୁ ଛୁରାମାଡ କରାଯାଇଛି। ଏଥିରେ ତାଙ୍କ ପେଟରେ ଆଘାତ ଲାଗିଥିବା ବେଳେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ପ୍ରଭାବକ ରେଡ୍ଡି।  ଆସନ୍ତା 30ରେ ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ। ଏଥିପାଇଁ ପ୍ରଚାର-ପ୍ରସାରରେ ଲାଗିପଡିଛନ୍ତି ବିଭିନ୍ନ ରାଜନୈତିକ ଦଳ। ଏହିପରିପ୍ରେକ୍ଷୀରେ ଆଜି ସିଡ୍ଡିପେଟ ଜିଲ୍ଲାରେ ପ୍ରଚାର କରୁଥିଲେ ବିଆରଏସ୍ ସାଂସଦ ପ୍ରଭାକର ରେଡ୍ଡି। ଏହି ସମୟରେ ଜଣେ ଅଜଣା ବ୍ୟକ୍ତି ତାଙ୍କୁ ଛୁରାମାଡ କରିଥିବା […]

ସଂପୂର୍ଣ୍ଣ ପଢନ୍ତୁ