ଉତ୍କୋଚ ନେବୁନି କି ଦେବୁନି- ଏମିତି ଶପଥ ନେଲେ ସୂଚନା ଓ ଲୋକସଂପର୍କ ବିଭାଗ କର୍ମଚାରୀ
ଭୁବନେଶ୍ୱର:ଶପଥ ନେଲେ ସରକାରୀ କର୍ମଚାରୀ ଓ ଅଫିସର । ବ୍ୟକ୍ତିଗତ ଆଚରଣରେ ଦୃଷ୍ଟାନ୍ତମୂଳକ ସାଧୁତା ବଜାୟ ରଖିବେ । ଉତ୍କୋଚ ନେବେ ନାହିଁ କିମ୍ବା ଦେବେ ନାହିଁ । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଆଜି ଶପଥ ପାଠ କରାଯାଇଛି । ସୂଚନା ଓ ଲୋକସଂପର୍କ ବିଭାଗ ପରିସରରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ଦୁର୍ନୀତି […]
ସଂପୂର୍ଣ୍ଣ ପଢନ୍ତୁ