‘ତେହେରିକ୍-ଏ-ହୁର୍ରିୟତ’କୁ ଆତଙ୍କବାଦୀ ସଂଗଠନ ଘୋଷଣା କଲେ କେନ୍ଦ୍ର ସରକାର
ଶ୍ରୀନଗର: ଜମ୍ମୁ-କଶ୍ମୀରକୁ ଆତଙ୍କବାଦରୁ ମୁକ୍ତ କରିବା ପାଇଁ କେନ୍ଦ୍ର ସରକାର ନିରନ୍ତର କାର୍ଯ୍ୟ କରିଆସୁଛନ୍ତି। ମୁସଲିମ ଲିଗ୍ ଜମ୍ମୁ-କଶ୍ମୀର ପରେ ବର୍ତ୍ତମାନ କେନ୍ଦ୍ର ସରକାର ତେହେରିକ-ଏ-ହୁର୍ରିୟତ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହାକୁ ଆତଙ୍କବାଦୀ ସଂଗଠନ ବୋଲି ଘୋଷଣା କରାଯାଇଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏହି ସୂଚନା ଦେଇଛନ୍ତି। ଅମିତ ଶାହା ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ଯେ, ତେହେରିକ-ଏ-ହୁର୍ରିୟତକୁ ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ ୧୯୬୭ (ୟୁଏପିଏ) ଅନୁଯାୟୀ ‘ଆତଙ୍କବାଦୀ ସଂଗଠନ’ ଘୋଷଣା କରାଯାଇଛି। […]
ସଂପୂର୍ଣ୍ଣ ପଢନ୍ତୁ