ଗୋବିନ୍ଦପୁର ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ
ଝଙ୍କଡ଼ : ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଅଧିନ ଗୋବିନ୍ଦପୁର ପଞ୍ଚାୟତ ରେ ଗତ ବୁଧବାର ଦିନ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ସରପଞ୍ଚ ଶୁଭଶ୍ରୀ ନାୟକ ଙ୍କ ସଭାପତିତ୍ବରେ ଓ ସମାଜସେବୀ ଭାସ୍କର ଚନ୍ଦ୍ର ନାୟକ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପରିଷଦ ଉପାଧକ୍ଷା ସୁଜାତା ମହାନ୍ତି ମୂଖ୍ୟଅତିଥି ଭାବେ ଯୋଗଦେଇ ଥିବା ବେଳେ ତିର୍ତ୍ତୋଲ ବ୍ଲକ ଅଧ୍ୟକ୍ଷ ମନୋଜ କୁମାର ବେହେରା ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ । […]
ସଂପୂର୍ଣ୍ଣ ପଢନ୍ତୁ