ପିସିସି ଗଣମାଧ୍ୟମ ମୁଖପାତ୍ର, ପ୍ୟାନେଲିଷ୍ଟଙ୍କ ନାମ ଘୋଷଣା
ଭୁବନେଶ୍ବର: ପ୍ରଦେଶ କଂଗ୍ରେସ କମିଟିର ଗଣମାଧ୍ୟମ ସେଲ୍କୁ ଅଧିକ କ୍ରିୟାଶୀଳ କରିବା ପାଇଁ ବରିଷ୍ଠ ମୁଖପାତ୍ର, ମୁଖପାତ୍ର, ପ୍ୟାନେଲିଷ୍ଟ୍, ସଂପାଦକ ଓ ସଂଯୋଜକଙ୍କ ନାମ ଘୋଷଣା କରାଯାଇଛି। ପିସିସି ଗଣମାଧ୍ୟମ ସେଲ୍ର ଅଧ୍ୟକ୍ଷ ବିଶ୍ବରଂଜନ ମହାନ୍ତି ଏକ ପ୍ରେସ୍ ବିଜ୍ଞପ୍ତିରେ ଏହା ଜଣାଇଛନ୍ତି।ବରିଷ୍ଠ ମୁଖପାତ୍ର ଭାବେ ପଞ୍ଚାନନ କାନୁନ୍ଗୋ, ଗଣେଶ୍ବର ବେହେରା, ସନ୍ତୋଷ ସିଂହ ସାଲୁଜା, ଦେବାଶିଷ ପଟ୍ଟନାୟକ, ଲଲାଟେନ୍ଦୁ ମହାପାତ୍ର ରହିଛନ୍ତି। ସେହିପରି ମୁଖପାତ୍ର ତାଲିକାରେ ହମିଦ ହୁସେନ, ମନୋରଂଜନ ଦାସ, ସୁଦର୍ଶନ ଦାସ, […]
ସଂପୂର୍ଣ୍ଣ ପଢନ୍ତୁ