ଇଏ ଦୁ୍ର୍ଗ ପତନର ବେଳ: ଭର୍ତ୍ତୃହରି ମହତାବ
ଭୁବନେଶ୍ଵର: ଦିଲ୍ଲୀରୁ ଫେରିଛନ୍ତି ବିଜେପି ନେତା ତଥା କଟକ ଲୋକସଭା ଆସନର ପାର୍ଥୀ ଭର୍ତ୍ତୃହରୀ ମହାତାବ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଭର୍ତ୍ତୃହରୀଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା କରିଛି ରାଜ୍ୟ ବିଜେପି । କଟକ ଲୋକସଭା ଆସନରୁ ଲୋକସଭା ପ୍ରାର୍ଥୀ ଭାବରେ ଭାର୍ତ୍ତୃହରୀଙ୍କୁ ଟିକେଟ ଦେଇଛି ବିଜେପି । ବିମାନବନ୍ଦରରେ ପହଞ୍ଚିବା ପରେ ସେ ଗଣମାଧ୍ୟମ ଆଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ […]
ସଂପୂର୍ଣ୍ଣ ପଢନ୍ତୁ