ଧାରୁଆ ଅସ୍ତ୍ରରେ ମା’ର ବେକ କାଟିଲା ଯୁବକ, ରସି ଲଗାଇ ନିଜେ ଝୁଲିପଡ଼ିଲା ପୁଅ

ନାଲକୋନଗର: ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଗ୍ରାମର ଭାଲୁଧରି ସାହିରେ ପାରିବାରିକ କଲହରୁ ଧାରୁଆ ଅସ୍ତ୍ରରେ ମା’ର ବେକ କାଟିଛି ନିଜ ଜନ୍ମ କଲା ପୁଅ। ପରେ ପୁଅ ନିଜ ବେକରେ ରସି ଲଗେଇ ଆତ୍ମହତ୍ୟା କରିବା ଘଟଣା ଶନିବାର ଠାରୁ ଚର୍ଚ୍ଚାର ବିଷୟ ପାଲଟିଛି। ମୃତକ ହେଲେ ଦ୍ରୌପଦୀ ସାହୁ (୭୦) ଓ ତାଙ୍କର ପୁଅ ରଂଜିତ (୩୧)। ପୁଲିସ ସୂତ୍ରରୁ ପ୍ରକାଶ ବଅଁରପାଳ ବ୍ଲକ ଅନ୍ତର୍ଗତ ବଳରାମପ୍ରସାଦ ଗ୍ରାମର ଭାଲୁଧରି ସାହିରେ […]

ସଂପୂର୍ଣ୍ଣ ପଢନ୍ତୁ

ସମ୍ବଲପୁରରେ ଦେଢ଼ ଲକ୍ଷରୁ ଅଧିକ ଭୋଟରେ ବିଜୟୀ ହେବୁ: ଜୟନାରାୟଣ ମିଶ୍ର

ସମ୍ବଲପୁର: ସାଧାରଣ ନିର୍ବାଚନ-୨୦୨୪ ଯେତିକି ପାଖେଇ ଆସୁଛି ରାଜନୈତିକ ଦଳର ନେତାମାନଙ୍କର ବୟାନ ସେତିକି ଆସୁଛି। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଶନିବାର କହିଛନ୍ତି, ସମ୍ବଲପୁରରେ ଏଥର ବିଜେପି ଏକତରଫା ବିଜୟ ହାସଲ କରିବ। ସେ ନେଇ ଦୃଢ଼ୋକ୍ତିର ସହିତ କହିଛନ୍ତି ଯେ, ଏଥର ୱାନ ସାଇଡ୍ ଲଢ଼େଇ ହେବ । ବିଜେପି ଦେଢ଼ ଲକ୍ଷରୁ ଅଧିକ ଭୋଟରେ ବିଜୟ ହେବ। ସମ୍ବଲପୁର ଲୋକସଭା ଅନ୍ତର୍ଗତ ୭ରୁ ୭ ବିଧାନସଭା ଆସନ ବିଜେପି ଖାତାକୁ ଯିବ। […]

ସଂପୂର୍ଣ୍ଣ ପଢନ୍ତୁ

ପାଣ୍ଡିଆନଙ୍କଠୁ ଅନାବଶ୍ୟକ ସୁରକ୍ଷା ପ୍ରତ୍ୟାହାର ଦାବିରେ ନିର୍ବାଚନ କମିଶନଙ୍କୁ ଫେରାଦ ହେଲା ବିଜେପି

ଭୁବନେଶ୍ବର : ବିଜେଡିର ଅଘୋଷିତ ମୁଖିଆ ଭିକେ ପାଣ୍ଡିଆନଙ୍କଠୁ ଅନାବଶ୍ୟକ ସୁବିଧା ପ୍ରତ୍ୟାହାର କରାଯାଉ ବୋଲି ବିଜେପି ଦାବି କରିଛି । ଏନେଇ ଳିଖିତ ଭାବେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି । ଏହାସହିତ ସରକାରୀ ‘ଲକ୍ଷ୍ମୀ’ ବସରେ ବିଜୁ ଜନତା ଦଳର ଦଳୀୟ ଚିହ୍ନ ଲଗାଇବା ଉପରେ ମଧ୍ୟ ବିଜେପି ଆପତ୍ତି ଉଠାଇଛି । ବିଜେପି ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ କହିଛନ୍ତି ଯେ, ବିଜୁ ଜନତା ଦଳର ଜଣେ […]

ସଂପୂର୍ଣ୍ଣ ପଢନ୍ତୁ

ତାତିରେ ସିଝିଲା ପୂରା ରାଜ୍ୟ ! ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁବନେଶ୍ବର : ତାତିରେ ସିଝିଲା ପୂରା ରାଜ୍ୟ! ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ମାଲକାନଗିରି ପାଲଟିଛି ଉତ୍ତପ୍ତ ସହର। ଏଠାରେ ତାପମାତ୍ରା ୪୧ ଡ଼ିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତାତିରୁ ବର୍ତ୍ତି ପାରିନି ରାଜଧାନୀ ଭୁବନେଶ୍ୱର। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ ଅନୁସାରେ ବୌଦ୍ଧ ଓ ଟିଟିଲାଗଡରେ ତାପମାତ୍ରା ୪୦.୫ ଡ଼ିଗ୍ରୀ ଛୁଇଁଛି। ସେହିପରି ବଲାଙ୍ଗିରରେ ୪୦.୨ […]

ସଂପୂର୍ଣ୍ଣ ପଢନ୍ତୁ

ଅଂଶୁଘାତରେ ଯୁବକଙ୍କ ମୃତ୍ୟୁ!

ବଲାଙ୍ଗୀର : ଅଂଶୁଘାତରେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆସିଛି ପଶ୍ଚିମ ଓଡ଼ିଶାର ବଲାଙ୍ଗିର ଟାଉନ୍‌ରୁ। ମୃତକ ହେଉଛି ଖୁଜେନପାଲିଗାଁର ୩୦ ବର୍ଷୀୟ ଯୁବକ ତ୍ରିନାଥ ବକୁଲ। ତ୍ରିନାଥ ବକୁଲ ବଲାଙ୍ଗିର ଟାଉନ୍‌କୁ ଆସିଥିଲେ। ମାର୍କେଟିଂ ସାରି ମଧ୍ୟାହ୍ନରେ ଘରକୁ ଫେରୁଥିବା ବେଳେ ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଭୀମଭୋଇ ମେଡ଼ିକାଲ୍‌ ଆଣ୍ଡ ହସ୍ପିଟାଲ୍‌କୁ ନେଇଯାଇଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତ୍ରିନାଥଙ୍କ ମୃତ୍ୟୁ ଅଂଶୁଘାତରେ ହୋଇଥିବା ପରିବାର […]

ସଂପୂର୍ଣ୍ଣ ପଢନ୍ତୁ

ପଦ୍ମ ଧରିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ବର : ଆଜି ସକାଳେ ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ମଧ୍ୟାହ୍ନରେ ବିଜେପିରେ ମିଶିଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ଦଳରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାର ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ପ୍ରିୟଦର୍ଶୀ ମିଶ୍ର ଦଳରେ ଯୋଗ ଦେଇଥିଲେ। ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ୱାଇଁ ହେଉଛନ୍ତି ପ୍ରିୟଦର୍ଶୀ ମିଶ୍ର। […]

ସଂପୂର୍ଣ୍ଣ ପଢନ୍ତୁ

ଶିକାର କରି ଫେରୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ

ବାରିପଦା : ଶିମିଳିପାଳ ଅଭୟରଣ୍ୟର ଡୁକୁରା ରେଞ୍ଜରୁ ୯ ଜଣ ଶିକାରୀଙ୍କୁ ଗିରଫ କରିଛିନ୍ତି ଶିମିଳିପାଳପାଳ ବନ ବିଭାଗ। ଶିକାରୀଙ୍କଠାରୁ ୩୦ କେଜି ସମ୍ବର ମାଂସ ଓ ୯ଟି ବନ୍ଧୁକ ବନ ବିଭାଗ ଜବତ କରିଛି। ତେବେ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁବନ ବିଭାଗ ଉଦ୍ୟମ ଚଳାଇଛି। ଶୁକ୍ରବାର ବିଳମ୍ୱିତ ରାତିରେ ୪୦ରୁ ଅଧିକ ଶିକାରୀ ଶିକାର ଉଦ୍ଦେଶ୍ୟରେ ଶିମିଳିପାଳ ଭିତରକୁ ଯାଇଥିଲେ। ଆଉ ଗୋଟିଏ ସମ୍ୱର ଶିକାର କରିଥିଲେ। ଶିକାର ପରେ ସମ୍ୱରକୁ ଧରି […]

ସଂପୂର୍ଣ୍ଣ ପଢନ୍ତୁ

୪ ବର୍ଷ ହେଲା ଅଣନିଶ୍ୱାସୀ ହୋଇ ପଡ଼ିଥିଲି: ଅନୁଭବ

ଭୁବନେଶ୍ବର : ବିଜେଡି ଛାଡ଼ିଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି। ବିଜେଡି ସୁପ୍ରିମୋଙ୍କ ନବୀନ ପଟ୍ଟନାୟକଙ୍କ ପାଖକୁ ସେ ନିଜର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ନିଜ ଇସ୍ତଫାପତ୍ରରେ ଅନୁଭବ ମହାନ୍ତି ଲେଖିଛନ୍ତି, ୪ ବର୍ଷ ହେଲା ମୁଁ ଅଣନିଶ୍ୱାସୀ ହୋଇ ପଡ଼ିଥିଲି। ମୋ’ ବାପା ଓ ବଡ଼ ବାପାଙ୍କ ବିୟୋଗ ପରେ ମୁଁ ମୋର ନୀତି, ଆଦର୍ଶ, ଉଚ୍ଚ ଭିଳାଷକୁ ନେଇ ଗଭୀର ଆତ୍ମସମୀକ୍ଷା କରିଥିଲି। ଏହା ପରେ ମୁଁ ନିଷ୍ପତ୍ତି ନେଇଥିଲି, ରାଜନୀତି ମୁଁ […]

ସଂପୂର୍ଣ୍ଣ ପଢନ୍ତୁ

ଶ୍ରୀମନ୍ଦିରରେ ପଶୁଥିଲେ, ଅଟକାଇବାରୁ ଆକ୍ରମଣ କଲେ ବିଦେଶୀ ପର୍ଯ୍ୟଟକ

ପୁରୀ : ନିଶାସକ୍ତ ବିଦେଶୀ ପର୍ଯ୍ୟଟକ ଶ୍ରୀମନ୍ଦିରରେ ପଶିବାକୁ ଉଦ୍ୟମ କରୁଥିଲେ। ବିରୋଧ କରିବାରୁ ପୁଲିସ୍‌ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ଦୁଇ ଜଣ ପୁଲିସ୍‌ କର୍ମଚାରୀ ଓ ଜଣେ ସେବାୟତ ଆହତ ହୋଇଛନ୍ତି। ପୁଲିସ୍‌ ତାଙ୍କୁ ଉଦ୍ଧାର କରି ଥାନାକୁ ନେଇଥିଲେ। ହେଲେ ନିଶାସକ୍ତ ବିଦେଶୀ ପର୍ଯ୍ୟଟକ ଜଣକ ଥାନାରେ ଉତ୍ପାତ କରିଥିବା ଅଭିଯୋଗ ହୋଇଛି। ଆଜି ସକାଳେ ସ୍ୱର୍ଗଦ୍ୱାର ବେଳାଭୂମିରେ ନିଶା ଖାଇ ଉତ୍ପାତ କରୁଥିଲେ ବିଦେଶୀ ପର୍ଯ୍ୟଟକ ଥୋମାସ୍‌ କ୍ରେଜ୍‌ ସେଲଡନ୍‌। ସ୍ଥାନୀୟ […]

ସଂପୂର୍ଣ୍ଣ ପଢନ୍ତୁ

ଆପଲ, ଡେଲ, ଆଇବିଏମ ଭଳି କମ୍ପାନୀ କରିଛନ୍ତି ବ୍ୟାପକ ଛଟେଇ

ନୂଆଦିଲ୍ଲୀ : ଚଳିତ ବର୍ଷ ମାର୍ଚ୍ଚ ମାସରେ ବିଶ୍ୱର ଟେକ୍ନୋଲୋଜି ଇଣ୍ଡଷ୍ଟ୍ରୀରେ ବଡ଼ଧରଣର ଛଟେଇ ଦେଖିବାକୁ ମିଳିଛି। ଇଣ୍ଡଷ୍ଟ୍ରୀ କ୍ଷେତ୍ର ଅନେକ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବାରୁ କମ୍ପାନୀ ଗୁଡ଼ିକ ସେମାନଙ୍କର କର୍ମଚାରୀ ସଂଖ୍ୟା ହ୍ରାସ କରିଛନ୍ତି। ଏରିକସନ, ଡେଲ ଓ ଆପଲ ଭଳି କମ୍ପାନୀ ବିଭିନ୍ନ କାରଣ ପାଇଁ ମାର୍ଚ୍ଚ ମାସରେ ଛଟେଇ କରିଛନ୍ତି। ଏରିକସନ ସ୍ୱିଡେନରେ ୧୨ଶହ କର୍ମଚାରୀଙ୍କୁ ଚାକିରିରୁ ବାହାର କରିଛି। ୫ଜି ଇକ୍ୟୁପମେଣ୍ଟର ଚାହିଦା କମୁ ଥିବାରୁ କମ୍ପାନୀ ଏପରି ନିଷ୍ପତ୍ତି ନେଇଛି। […]

ସଂପୂର୍ଣ୍ଣ ପଢନ୍ତୁ