ଟି-୨୦ ବିଶ୍ୱକପ ପାଇଁ ଘୋଷଣା ହେଲା ଭାରତୀୟ ଟିମ, ବାଦ ପଡ଼ିଲେ କେଏଲ ରାହୁଲ
ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ମାସରୁ ଆରମ୍ଭ ହେବାକୁ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ସ୍କ୍ୱାଡ ଘୋଷଣା କରାଯାଇଛି। ବିସିସିଆଇର ମୁଖ୍ୟ ଚୟକର୍ତ୍ତା ଅଜିତ ଅଗକର ୧୫ ଜଣିଆ ଟିମରେ ଥିବା ଖେଳାଳିଙ୍କ ନାଁ ସାର୍ବଜନୀନ କରିଛନ୍ତି। ପୂର୍ବ ସୂଚନା ମୁତାବକ ରୋହିତ ଶର୍ମାଙ୍କ ନେତୃତ୍ୱରେ ହିଁ ଟିମ ଇଣ୍ଡିଆ ଟ୍ରଫି ପାଇଁ ଟକ୍କର କରିବ। ଦଳର ବିରାଟ କୋହଲି ଓ ସୂର୍ଯ୍ୟ କୁମାର ଯାଦବ ମଧ୍ୟ ରହିଛନ୍ତି। ୧୫ ଜଣିଆ ସ୍କ୍ୱାଡରେ ଯୁବ ତାରକା ଶୁବମନ […]
ସଂପୂର୍ଣ୍ଣ ପଢନ୍ତୁ