ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ ଦାସ

ସମ୍ବଲପୁର: ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା ପରେ ରିଟର୍ଣ୍ଣିଂ ଅଧିକାରୀଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ପ୍ରଣବ । ନାମାଙ୍କନ ପୂର୍ବରୁ ମାଆ ସମଲେଶ୍ବରୀଙ୍କ ଦର୍ଶନ କରିଥିଲେ ସମ୍ବଲପୁର ବିଜେଡି ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ସମ୍ବଲପୁର ବିଧାୟକ ପ୍ରାର୍ଥୀ ରୋହିତ ପୂଜାରୀଙ୍କ ସହ ମିଶି ରୋଡ ସୋ’ରେ ଆସିଥିଲେ ବବି ଦାସ । ବାଲିବନ୍ଧରୁ ବାହାଥିବା […]

ସଂପୂର୍ଣ୍ଣ ପଢନ୍ତୁ

ବିଜେଡି ବିଧାୟକଙ୍କ ରାଲିରେ ମାଡ଼ିଗଲା ଟ୍ରକ୍‌, ୩ ଗୁରୁତର

ବଡମ୍ବା: ବିଧାୟକ ପ୍ରାର୍ଥୀଙ୍କ ରାଲି ବେଳେ ମାଡିଗଲା ଟ୍ରକ୍‌ । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ବଡମ୍ବା ଟାଉନ ନିକଟରେ ମଙ୍ଗଳବାର ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ରାଲି ଆୟୋଜିତ ହୋଇଥିଲା। ଏଥିରେ ବହୁ ସଂଖ୍ୟାରେ ଲୋକ ଯୋଗ ଦେଇଥିଲେ। ସେହି ସମୟରେ ହଠାତ୍‌ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ ନିୟନ୍ତ୍ରଣ […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରାର୍ଥୀପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଛତ୍ରପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିକାଟୁ ବିଧାନସଭା ଆସନ ପାଇଁ ଆଜି (ଏପ୍ରିଲ୍ ୩୦) ନାମାଙ୍କନ ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ବେଳେ ତାଙ୍କ ସହ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍, ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଓ ମନ୍ତ୍ରୀ ବିକ୍ରମକେଶରୀ ଆରୁଖ ପ୍ରମୁଖ ଉପସ୍ଥିତ ଥିଲେ। ମେ ୨୦ରେ ଦ୍ବିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ଷଷ୍ଠଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି। ଜିଲ୍ଲା ସଦର ମହକୁମା ଛତ୍ରପୁର […]

ସଂପୂର୍ଣ୍ଣ ପଢନ୍ତୁ

ବିଜେପିରୁ ଇସ୍ତଫା ଦେଲେ ନୀତେଶ ଗଙ୍ଗଦେବ

ସମ୍ବଲପୁୁର: ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବ ବିଜେପିରୁ ଇସ୍ତଫା ଦେଇଛନ୍ତି। ଚଳିତଥର ତାଙ୍କ ଆସନରେ ଦଳ ପ୍ରାର୍ଥୀ ପରିବର୍ତ୍ତନ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଛି। ନିକଟରେ ତାଙ୍କ ପତ୍ନୀ ଓ ପୁଅ ବିଜେଡିରେ ଯୋଗଦେଇଥିଲେ। ଏହାପରେ ସେ ବିଜେପିରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ସାଂସଦ ନିତେଶ ଗଙ୍ଗ ଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ ବିଜେଡିରେ ସାମିଲ ହେବା ପରେ ତାଙ୍କୁ ଦେବଗଡର ବିଧାୟକ ପ୍ରାର୍ଥୀ କରିଛି ବିଜେଡି । ଯେଉଁ ଆସନରୁ ଏବେର କେନ୍ଦ୍ରମନ୍ତ୍ରୀ […]

ସଂପୂର୍ଣ୍ଣ ପଢନ୍ତୁ

ଆଜି ବାରିପଦାରେ ସର୍ବାଧିକ ୪୪.୮ ଡିଗ୍ରୀ ସେଲ୍ସିୟସ ତାପମାତ୍ରା ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆଜି ବାରିପଦାରେ ସର୍ବାଧିକ ୪୪.୮ ଡିଗ୍ରୀ ସେଲ୍ସିୟସ ତାପମାତ୍ରା ରେକର୍ଡ କରାଯାଇଛି | ବଡ କଥା ଯେ ୩୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି | ବାରିପଦାରେ ସର୍ବାଧିକ ୪୪.୮ ଡିଗ୍ରୀ, ଅନୁଗୁଳରେ ୪୪.୩ଡିଗ୍ରୀ, ବୌଦ୍ଧରେ ୪୪.୧ ଡିଗ୍ରୀ, ତାଳଚେର ଓ ଭବାନୀପାଟଣାରେ ୪୪ ଡିଗ୍ରୀ, ଟିଟିଲାଗଡ଼ରେ ୪୩.୫ ଡିଗ୍ରୀ, ଢେଙ୍କାନାଳରେ ୪୩.୨ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି | ଟ୍ୱିନସିଟି ବାବଦରେ […]

ସଂପୂର୍ଣ୍ଣ ପଢନ୍ତୁ

ଆତଙ୍କୀ ପନ୍ନୁ ମାମଲା: ଭାରତୀୟ ଅଧିକାରୀଙ୍କ ନାଁ ପ୍ରକାଶ କଲା ଆମେରିକା ମିଡିଆ

ଖଲିସ୍ତାନୀ ଆତଙ୍କବାଦୀ ଗୁରପନ୍ତ ସିଂହ ପନ୍ନୁକୁ ଆମେରିକା ମାଟିରେ ହତ୍ୟା ପାଇଁ ହୋଇଥିବା ଉଦ୍ୟମ ପଛରେ ଭାରତୀୟ ଗୁଇନ୍ଦା ସଂସ୍ଥା ର’ର ଜଣେ ପୂର୍ବତନ ଅଧିକାରୀ ସାମିଲ ଥିଲେ। ସେ ଜଣେ ହିଟ୍‌ ମ୍ୟାନଙ୍କୁ ଏଥିପାଇଁ ସୁପାରି ଦେଇଥିଲେ। ଉକ୍ତ ଅଧିକାରୀ ଜଣଙ୍କ ହେଲେ ବିକ୍ରମ ଯାଦବ। ଆଜି ପ୍ରଥମଥର ପାଇଁ ଆମେରିକା ଗଣମାଧ୍ୟମ ୱାଶିଂଟନ ପୋଷ୍ଟ ବିକ୍ରମ ଯାଦବଙ୍କ ନାଁ ନେଇ ଖବର ପ୍ରକାଶ କରିଛି। ରିପୋର୍ଟରେ ଦାବି କରାଯାଇଛି ଯେ ବିକ୍ରମ ଯାଦବ ହିଁ […]

ସଂପୂର୍ଣ୍ଣ ପଢନ୍ତୁ

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଅଂଶୁଘାତରେ ଗଲା ଆଉ ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ହଡଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ଲୋକେ  । ଗତ କିଛି ଦିନ ହେବ  ରାଜ୍ୟରେ ପାରଦ ଉପରମୁହାଁ । ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ୩ ସହର । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଆଜି କଟକ ସହରକୁ ରେଡ ଆଲର୍ଟ ଜାରୀ କରିଛି ପାଣିପାଗ ବିଭାଗ । ସେହିପରି ଭୁବନେଶ୍ବରକୁ ଅରେଞ୍ଜ ଆଲର୍ଟ କରାଯାଇଛି। ଏଭଳି […]

ସଂପୂର୍ଣ୍ଣ ପଢନ୍ତୁ

ଚୀନ ପ୍ରଶାସନିକ ଅଧିକାରୀଙ୍କୁ ଭେଟିଲେ ଏଲନ ମସ୍କ

ଭାରତ ଗସ୍ତ ବାତିଲ ମଧ୍ୟରେ ଚୀନ ଯାତ୍ରା କରିଛନ୍ତି ବିଶ୍ୱର ଅରବପତି ତଥା ଟେସଲା ସିଇଓ ଏଲନ ମସ୍କ। ଗତକାଲି ସେ ଅଚାନକ ବେଜିଂରେ ପହଞ୍ଚି ପ୍ରିମିୟର (ଚୀନ୍ ସରକାରର ସର୍ବୋଚ୍ଚ ପ୍ରଶାସନିକ ଅଧିକାରୀ) ଲି କିଆଙ୍ଗଙ୍କୁ ଭେଟିଛନ୍ତି। ଏନେଇ ଚୀନ ଗଣମାଧ୍ୟମରେ ପ୍ରକାଶିତ ଖବରରୁ ସୂଚନା ମିଳିଛି। ଚୀନ ଗଣମାଧ୍ୟମ ରିପୋର୍ଟ କରିଛି ଯେ, ଏଲନ ମସ୍କ ବେଜିଂରେ ଲି କିଆଙ୍ଗଙ୍କୁ ଭେଟିଛନ୍ତି। ଉଭୟଙ୍କ ମଧ୍ୟରେ ଦୁଇ ଦେଶର ଅର୍ଥନୈତିକ ଏବଂ ବାଣିଜ୍ୟିକ ସହଯୋଗ ବାବଦରେ […]

ସଂପୂର୍ଣ୍ଣ ପଢନ୍ତୁ

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା

ବରଗଡ: ପଦ୍ମପୁର ନିର୍ବାଚନମଣ୍ଡଳୀରୁ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା । ଆଜି ଏକ ବିଶାଳ ଶୋଭାଯାତ୍ରାରେ ଆସି ଉପଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ ଠାରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ଆଜି ସକାଳେ ବିଧାୟିକା ବର୍ଷା ସିଂ ବରିହା, ନିଜ ଭାଇ ଓ ସ୍ବାମୀଙ୍କ ସହ ପ୍ରଥମେ ତାଙ୍କ ପିତା ତଥା ପୂର୍ବତନ ମନ୍ତ୍ରୀ ବିଜୟ ରଞ୍ଜନ ସିଂ ବରିହାଙ୍କ ସମାଧି ପୀଠରେ ପହଞ୍ଚି ସ୍ୱର୍ଗତଃ […]

ସଂପୂର୍ଣ୍ଣ ପଢନ୍ତୁ

ଶାହଙ୍କ ଫେକ୍‌ ଭିଡିଓ ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ସମନ

ନିକଟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଏକ ଫେକ୍ ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ମାମଲାର ଏବେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୁଲିସ ସମନ କରିଛି। ଆସନ୍ତା ମେ’ ୧ ତାରିଖରେ ତାଙ୍କୁ ପଚରାଉଚରା କରିବା ପାଇଁ ଡକାଯାଇଛି। ତେଲଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ସାଙ୍ଗରେ ନିଜ ମୋବାଇଲ୍‌ ଆଣି ଆସିବାକୁ ମଧ୍ୟ କୁହାଯାଇଛି। ପ୍ରକୃତରେ ଅମିତ ଶାହଙ୍କ ଭାଷଣର ଏକ ଫେକ୍‌ ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହୋଇଥିଲା। ଯଦି ଭାରତୀୟ ଜନତା […]

ସଂପୂର୍ଣ୍ଣ ପଢନ୍ତୁ