ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ କଡାକଡି ହେଲା ସୁରକ୍ଷା ବ୍ୟବସ୍ଥା, ନିୟୋଜିତ ହେବେ ୩୬ହଜାର ପୋଲିସ ଫୋର୍ସ
ଭୁବନେଶ୍ୱର,୩୧।୫: ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକ ସଭା ଓ ୪୨ ବିଧାନସଭା ଆସନରେ ଶନିବାର ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ବିଶେଷ ଭାବେ ହିଂସାକାଣ୍ଡକୁ ନଜର ରଖାଯାଇଛି ବୋଲି କହିଛନ୍ତି ପୋଲିସ ଡିଜି ଅରୁଣ ଷଡଙ୍ଗୀ । ପ୍ରେସମିଟ୍ କରି ଡିଜି କହିଛନ୍ତି, ପ୍ରଥମ ଥର ପାଇଁ ୨୫ ବର୍ଷ ପରେ ମାଓବାଦୀ ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ହୋଇଛି । […]
ସଂପୂର୍ଣ୍ଣ ପଢନ୍ତୁ