ହାଇକୋର୍ଟଙ୍କ ବଡ଼ ରାୟ: ହିନ୍ଦୁ-ମୁସଲିମ ବିବାହ ବୈଧ ନୁହେଁ
ଭୋପାଳ : ମୁସଲିମ ପୁଅ ଓ ହିନ୍ଦୁ ଝିଅଙ୍କ ମଧ୍ୟରେ ବିବାହ ମୁସିଲମ ଆଇନ ଅନୁସାରେ ବୈଧ ନୁହେଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ରାୟ ଦେଇଛନ୍ତି। ସେହିପରି ସ୍ପେଶାଲ ମ୍ୟାରେଜ ଆକ୍ଟ ୧୯୫୪ ଅଧୀନରେ ଅନ୍ତଃଧର୍ମ ବିବାହ ପାଇଁ ଜଣେ ଦମ୍ପତି ମାଗିଥିବା ପୁଲିସ ସୁରକ୍ଷା ଆବେଦନକୁ ମଧ୍ୟ କୋର୍ଟ ଖାରଜ କରି ଦେଇଛନ୍ତି। ହାଇକୋର୍ଟର ବିଚାରପତି ଜଷ୍ଟିସ ଗୁରପାଲ ସିଂହ ଆଲୁୱାଲିଆ ଏପରି ରାୟ ଦେଇ କହିଛନ୍ତି ଯେ ମୁସଲିମ ପୁଅ ଓ ହିନ୍ଦୁ ଝିଅଙ୍କ […]
ସଂପୂର୍ଣ୍ଣ ପଢନ୍ତୁ