ବିଜେପିରୁ ହିମାଂଶୁ ଶେଖର ସାହୁ ବହିଷ୍କୃତ
ଦଳ ବିରୋଧୀ କାର୍ଯ୍ୟ କାରଣରୁ ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ହିମାଂଶୁ ଶେଖର ସାହୁଙ୍କୁ ବିଜେପି ଦଳରୁ ବହିଷ୍କାର କରାଯାଇଛି। ଦଳ ବିରୋଧୀ ଓ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ବହିଷ୍କାର କରାଯାଇଛି ବୋଲି ରାଜ୍ୟ ବିଜେପି କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ହିମାଂଶୁ ଧର୍ମଶାଳାରୁ ଟିକେଟ ପାଇବା ପାଇଁ ଆଶାୟୀ ଥିଲେ। ହେଲେ ତାଙ୍କୁ ଟିକେଟ ମିଳିନଥିଲା। ଏନେଇ ହିମାଂଶୁ ଅସନ୍ତୋଷ ଥିଲେ। ଦଳ ପକ୍ଷରୁ ତାଙ୍କୁ ବହୁ […]
ସଂପୂର୍ଣ୍ଣ ପଢନ୍ତୁ