ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀ ବନ୍ୟାଜଳ
କଟକ : କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ପ୍ରଥମ ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୨୦ଟି ଗେଟ୍ ଖୋଲା ଯାଇଥିବାରୁ ମହାନଦୀରେ ବଢ଼ୁଛି ଜଳସ୍ତର। ଏହି ବନ୍ୟା ଜଳ ଗତ ରାତିରେ ମୁଣ୍ଡଳୀରେ ପହଞ୍ଚିଥିବା ବେଳେ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ନିକଟରେ ୫ ଫୁଟ ଉଚ୍ଚର ବନ୍ୟା ଜଳ ପ୍ରବାହିତ ହେଉଛି। ମହାନଦୀର ବନ୍ୟାଜଳ ଯଦିଓ ମା’ଙ୍କ ମନ୍ଦିର ବେଢାକୁ ଛୁଇଁଛି ତଥାପି ମା’ଙ୍କୁ ଜଳାଶାୟୀ କରିପାରିନି। […]
ସଂପୂର୍ଣ୍ଣ ପଢନ୍ତୁ