Zzzzzzzz

ହରିଦାସପୁର-ପାରାଦ୍ୱୀପ ଦ୍ଵିତୀୟ ରେଳ ଲାଇନ ପାଇଁ ପ୍ରସ୍ତାବ ଦେଲେ ସାଂସଦ ବୈଜୟନ୍ତ

ଭୁବନେଶ୍ବର : କେନ୍ଦ୍ରାପଡ଼ା ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡା କେନ୍ଦ୍ରାପଡା ହରିଦାସପୁର-ପାରାଦ୍ୱୀପ ଦ୍ଵିତୀୟ ରେଳ ଲାଇନ ପାଇଁ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ପ୍ରସ୍ତାବ ଦେଇଛନ୍ତି। ଗତକାଲି ଶ୍ରୀ ପଣ୍ଡା ଏହି ପ୍ରସ୍ତାବ ଦେଇଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ ୧୯୯୬ ମସିହାରେ ପୂର୍ବତଟ ରେଳପଥର ଅଂଶ ଭାବେ ୮୨.୫ କି.ମି. ଦୀର୍ଘ ହରିଦାସପୁର-ପାରାଦୀପ ପ୍ରକଳ୍ପକୁ ମଞ୍ଜୁରି ମିଳିଥିଲା। ୧୯୯୯ ମସିହାରେ ତତ୍କାଳୀନ ରେଳ ମନ୍ତ୍ରୀ ନୀତିଶ କୁମାର ମାର୍ଶାଘାଇଠାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ […]

ସଂପୂର୍ଣ୍ଣ ପଢନ୍ତୁ
Mohan Charan Majhi Keonjhar 667x430 1

ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଆରକ୍ଷୀ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିକଟରେ ମହିଳାମାନଙ୍କ ଉପରେ ହେଉଥିବା ହିଂସା ଉପରେ ଭାରତର ମହାମହିମ ରାଷ୍ଟ୍ରପତି ମଧ୍ୟ କ୍ଷୋଭପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ତଥା ଭାରତୀୟ ସାକ୍ଷ୍ୟ ଅଧିନିୟମ ଅନୁଯାୟୀ ମହିଳାମାନଙ୍କ ସୁର‍କ୍ଷା ସହିତ ଲିଙ୍ଗଗତ […]

ସଂପୂର୍ଣ୍ଣ ପଢନ୍ତୁ
Image 1725091938

କୋଟିପତି କନିଷ୍ଠ କିରାଣିଙ୍କୁ ବାନ୍ଧିଲା ଭିଜିଲାନ୍ସ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିବା ପ୍ରଦୀପ କୁମାର ଦାସଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ବିଡିଓ ଆୟଠାରୁ ଅଧିକ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଗତକାଲି ପ୍ରଦୀପଙ୍କର ବାଲେଶ୍ୱରର ପୈତୃକ ଓ ସଂପର୍କୀୟଙ୍କ ଘର ସମେତ ୬ଟି ସ୍ଥାନରେ ଏକ କାଳୀନ ଚଢ଼ାଉ କରାଯାଇଥିଲା। ଚଢ଼ଉ ବେଳେ ଭିଜିଲାନ୍ସ ଅଧିକାରୀ […]

ସଂପୂର୍ଣ୍ଣ ପଢନ୍ତୁ
Cops 1

ବି-ଟେକ୍ ଗଞ୍ଜେଇ ମାଫିଆ; ବାହାରୁ ସୁନ୍ଦର ତରୁଣୀ ଆଣି ରିଲ୍ସ କରୁଥିଲେ

ଭୁବନେଶ୍ବର :ଅଏସ କରୁଥିଲେ B-Tech ଗଞ୍ଜେଇ ମାଫିଆ। ଗଞ୍ଜେଇ ବେପାରରୁ ରୋଜଗାର କରୁଥିବା ଟଙ୍କାରେ ମୌଜ ମଜଲିସ୍‌ କରୁଥିଲେ। ରାଜ୍ୟ ବାହାରୁ ସୁନ୍ଦର ସୁନ୍ଦର ତରୁଣୀ ଆଣି ସେମାନଙ୍କ ସହିତ ରିଲ୍ସ କରୁଥିଲେ। ସୋଶାଲ୍‌ ମିଡ଼ିଆରେ ଧମାଲ୍‌ କରୁଥିଲେ। ଆଜି ସେହି ରଙ୍ଗୀଲା ଗଞ୍ଜେଇ ମାଫିଆଙ୍କୁ ଧରିଛି ଭୁବନେଶ୍ୱର କମିଶନରେଟ୍‌ ପୁଲିସ୍‌। ଏଥିସହ ୨ଟି ଦାମୀ କାର୍‌ ଓ ଗଞ୍ଜେଇ ଜବତ କିରିଛି କମିଶନରେଟ୍‌ ପୁଲିସ୍‌। ଜଙ୍କିଆ ଅଞ୍ଚଳର ପୁଷ୍ପକ ଶ୍ରୀଚନ୍ଦନ B-Tech ପାସ୍‌ କରିଛନ୍ତି। ପାଠ […]

ସଂପୂର୍ଣ୍ଣ ପଢନ୍ତୁ
Puri Jagannath Temple

ଗୁପ୍ତ ରତ୍ନଭଣ୍ଡାର ଥାଇପାରେ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ବର : ଗୁପ୍ତ ରତ୍ନଭଣ୍ଡାର ଥାଇପାରେ। ସେଥିପାଇଁ ଜିପିଆର ସର୍ଭେ କରାଯିବ। ଓଡ଼ିଶା ରିପୋର୍ଟରକୁ ଦେଇଥିବା ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ଏହି କଥା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ଏଏସଆଇ ତାର ପ୍ରାଥମିକ ଅନୁସନ୍ଧାନ ସାରିଦେଲାଣି। ବର୍ତ୍ତମାନ ଯୋଡ଼ିଏ କାମ। ନନପେନିଟ୍ରେଟିଙ୍ଗ ସର୍ଭେ ଗୋଟେ କରିବା ପାଇଁ ଯୋଜନା ଅଛି। ସମସ୍ତଙ୍କ ମନରେ ଗୋଟେ ଶଙ୍କା ଅଛି, ସମ୍ମାନୀୟ ଗଜପତି ମହରାଜ ବି କହିଛନ୍ତି ଆମେ ଟିକେ ଦେଖିବା କାଳେ ବିଭିନ୍ନ ସମୟରେ […]

ସଂପୂର୍ଣ୍ଣ ପଢନ୍ତୁ
22 750x430

ସ୍ୱାୟତ୍ତ ଶାସନ ଦିବସ ଅବସରରେ ୪ଟି ପ୍ରକଳ୍ପ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କଟକ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ସ୍ୱାୟତ୍ତ ଶାସନ ଦିବସ ଅବସରରେ କଟକ ସହରରେ ୫୦ କୋଟି ଟଙ୍କା ବ୍ୟୟରେ ୪ଟି ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ପ୍ରତିବର୍ଷ ସ୍ୱାୟତ୍ତ ଶାସନ ଦିବସରେ କଟକ ମହାନଗର ନିଗମ ଅନେକ ପ୍ରକଳ୍ପ ଭେଟି ଦେଉଥିବା ବେଳେ ଚଳିତ ବର୍ଷ ଗୋଟିଏ ବଡ ପ୍ରକଳ୍ପ ଛାଡ଼ିଦେଲେ ଅନ୍ୟ କୌଣସି ଆଖି ଦୃଶିଆ ପ୍ରକଳ୍ପ ନିଗମ ହାତରେ ନାହିଁ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ପ୍ରଧାନ ଖାନନଗର ଶ୍ମଶାନରେ ନୂତନ ସିଏନଜି […]

ସଂପୂର୍ଣ୍ଣ ପଢନ୍ତୁ
Gwseq3eaiaa4rle 750x430

ଓଡ଼ିଶାରେ ଲାଗୁ ହେଲା ପିଏମ୍-ଉଷା ଯୋଜନା, ଗୁଣାତ୍ମକ ଶିକ୍ଷାଦାନ ଉଦ୍ଦେଶ୍ୟ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ଉପସ୍ଥିତିରେ ଓଡିଶାରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ – ପିଏମ ଉଷା କାର୍ଯ୍ୟକାରୀ କରିବା ନିମନ୍ତେ ଆଜି ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଏବଂ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଛି। ରାଜ୍ୟରେ ନୂଆ ଶିକ୍ଷାନୁଷ୍ଠାନ ସ୍ଥାପନ କରିବା ଏବଂ ଉଚ୍ଚତର ଶିକ୍ଷାନୁଷ୍ଠାନ ଗୁଡିକର ସାମଗ୍ରିକ ଉନ୍ନତି […]

ସଂପୂର୍ଣ୍ଣ ପଢନ୍ତୁ
Zzzzzzz

ରାଜଧାନୀକୁ ବାର୍ଡ ଫ୍ଲୁ ଭୟ; ଚିକେନ ନ ଖାଇବାକୁ ପରାମର୍ଶ ଦେଲେ ମେୟର

ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠରେ ବାର୍ଡ ଫ୍ଲୁ ବ୍ୟାପିଥିବାରୁ ରାଜଧାନୀବାସୀଙ୍କୁ ସତର୍କ କରିଛି ବିଏମସି। ସଂକ୍ରମିତ ଅଞ୍ଚଳରୁ କୁକୁଡ଼ା ନ ଆଣିବାକୁ ରାଜଧାନୀର କୁକୁଡ଼ା ବ୍ୟବସାୟୀଙ୍କୁ ନୋଟିସ କରାଯାଇଛି। ଏଥିସହ କୁକୁଡ଼ାଙ୍କ ଅସ୍ୱାଭାବିକ ମୃତ୍ୟୁ ହେଲେ ଏଣେ ତେଣେ ନ ଫିଙ୍ଗି ପୋତିବା ସହ ବ୍ଲିଚିଂ ପାଉଡର ପକାଇବାକୁ ବିଏମସି ପକ୍ଷରୁ କୁହାଯାଇଛି। ଯଦି କୁକୁଡ଼ା ସଂସ୍ପର୍ଶରେ ଆସି କୌଣସି ବ୍ୟକ୍ତି ବା ଶିଶୁଙ୍କର ଜ୍ୱର, ଛିଙ୍କ, କାଶ ଲାଗି ରୁହେ ତେବେ ଡାକ୍ତରଙ୍କ ପରାମର୍ଶ କରନ୍ତୁ […]

ସଂପୂର୍ଣ୍ଣ ପଢନ୍ତୁ
Zzzzzz

ଧାନ ବିଲରୁ ୨ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ପୁରୀ : ଧାନ ବିଲରୁ ୨ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ବାଲିହରଚଣ୍ଡି କଠୁଆରେଡି ରାସ୍ତା ନିକଟରେ ଥିବା ବିଲରୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଦ୍ୱୟଙ୍କ ଘର ପୁରୀ ଖଡିପଦା ଅଞ୍ଚଳର ବୋଲି ଜଣାଯାଇଛି। ଯୁବକଙ୍କ ମୃତଦେହ ନିକଟରେ ଏକ ବାଇକ୍ ପଡ଼ିଛି। ଆଜି ସକାଳେ କଠୁଆରେଡି ରାସ୍ତା ନିକଟରେ ଥିବା ଧାନ ବିଲରେ ଯୁବକ ଦ୍ୱୟଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ […]

ସଂପୂର୍ଣ୍ଣ ପଢନ୍ତୁ
Zzzzz

ବରମୁଣ୍ଡା ବସଷ୍ଟାଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର : ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର। ଗତକାଲି ରାତିରେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କେହି ହତ୍ୟା କରି ଏଠି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। କିଛି ଯାତ୍ରୀ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତାବକ, ମହିଳାଜଣକ ଗଞ୍ଜାମ ଜିଲ୍ଲା ସୋରଡ଼ା ଅଞ୍ଚଳର ବାସିନ୍ଦା। ଗତକାଲି ରାତିରେ ବସରେ ସୋରଡ଼ା ଯିବାକୁ ସେ […]

ସଂପୂର୍ଣ୍ଣ ପଢନ୍ତୁ