Naveen 1 1

ଭଦ୍ରକ ଜିଲ୍ଲାର ନେତୃମଣ୍ଡଳୀ ଓ ଦଳୀୟ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର: ବିଗତ କିଛିଦିନ ଧରି ଶଙ୍ଖ ଭବନ ଠାରେ ଚାଲିଥିବା ବିଜୁ ଜନତା ଦଳର ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକରେ ସଂଗଠନକୁ ସଶକ୍ତ କରିବା ଏବଂ ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର କରିବା ପାଇଁ ଜିଲ୍ଲା ନେତୃତ୍ୱ ମାନଙ୍କର ବୈଠକ ଚାଲିଛି। ଏହି କ୍ରମରେ ଆଜି ଭଦ୍ରକ ଜିଲ୍ଲା ବିଜୁ ଜନତା ଦଳର ସାଙ୍ଗଠନିକ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଯୋଗଦେଇ ଜିଲ୍ଲାର […]

ସଂପୂର୍ଣ୍ଣ ପଢନ୍ତୁ
Mufti 1727701469

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ବିଶ୍ୱର ବଡ଼ ଆତଙ୍କବାଦୀ କହିଲେ ମେହବୁବା ମୁଫତି

ଲେବାନନ ଓ ଗାଜାରେ ଘନଘନ ଆକ୍ରମଣ ଜାରି ରଖିଥିବା ଇସ୍ରାଏଲ ଓ ଏହାର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ତୀବ୍ର ସମାଲୋଚନା କରିଛନ୍ତି ପିଡିପି ମୁଖ୍ୟ ମେହବୁବା ମୁଫତି। ସେ ନେତାନ୍ୟାହୁଙ୍କୁ ବିଶ୍ୱର ସବୁଠାରୁ ବଡ଼ ଆତଙ୍କବାଦୀ ବୋଲି କହିଛନ୍ତି। ନ୍ୟୁଜ ଏଜେନ୍ସି ପିଟିଆକୁ ଗୋଟିଏ ସାକ୍ଷାକାର ଦେଇ ସେ ନେତାନ୍ୟାହୁଙ୍କୁ ଜର୍ମାନର ଏକଛାତ୍ରବାଦୀ ଶାସକ ଅଡଲୋଫ ହିଟଲରଙ୍କ ସହ ତୁଳନା କରିଛନ୍ତି। ହିଟଲର ଇହୁଦୀମାନଙ୍କୁ ହତ୍ୟା କରିବା ପାଇଁ ଗ୍ୟାସ ଚ୍ୟାମ୍ବର ତିଆରି କରିଥିବା ବେଳେ ଇସ୍ରାଏଲ […]

ସଂପୂର୍ଣ୍ଣ ପଢନ୍ତୁ
Pravati Parida

ପିଲାଙ୍କୁ ଛତୁଆ ବଦଳରେ ମିଳିବ ମାଣ୍ଡିଆ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଙ୍ଗନଓ୍ବାଡିରେ ପିଲାଙ୍କୁ ଦିଆଯାଉଥିବା ଛତୁଆକୁ ନେଇ ଚିନ୍ତାରେ ଉପମୁଖ୍ୟମନ୍ତ୍ରୀ । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଗକୁ ଅଙ୍ଗନଓ୍ବାଡି ମାନଙ୍କରେ ଛତୁଆ ବଳଦରେ ଦିଆଯାଇପାରେ ମାଣ୍ଡିଆ । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଖରାପ ଛତୁଆ ବିଭାଗ ପାଇଁ ସାଜିଛି ମୁଣ୍ଡବ୍ୟଥାର କାରଣ । ଖରାପ ଛତୁଆକୁ ନେଇ ବିଭାଗ ନିନ୍ଦା ସହୁଛି । ତେଣୁ ଆଗକୁ ଛତୁଆ ବଦଳରେ ମାଣ୍ଡିଆ ଦେବା ପାଇଁ ଚିନ୍ତା କରୁଛି ବିଭାଗ […]

ସଂପୂର୍ଣ୍ଣ ପଢନ୍ତୁ
Mithun Chakrab

ମିଥୁନଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲ୍‌କେ ପୁରସ୍କାର ମିଳିଛି । କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ଘୋଷଣା କରିଛନ୍ତି। ହିନ୍ଦୀ ସିନେମା ଜଗତରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଅଶ୍ବିନୀ ବୈଷ୍ଣବ ମାଇକ୍ରୋବ୍ଲଗିଂ ସାଇଟ୍‌ ଏକ୍ସରେ ଏକ ପୋଷ୍ଟ୍‌ କରି ଏହି ସୂଚନା ଦେଇଛନ୍ତି। ସେ ତାଙ୍କ ପୋଷ୍ଟ୍‌ରେ ଉଲ୍ଲେଖ କରିଛନ୍ତି କି ‘‘ମୁଁ ଏହା ଘୋଷଣା କଲାବେଳେ ଗୌରବାନ୍ବିତ ଅନୁଭବ କରଛି ଯେ ହିନ୍ଦୀ […]

ସଂପୂର୍ଣ୍ଣ ପଢନ୍ତୁ
Bjd

ଭଦ୍ରକ ବିଜେଡିରେ ବି ଫାଟ!

ଭଦ୍ରକ: ତୁଟୁନି ବିଜେଡି ବିବାଦ । ନିର୍ବାଚନରେ ହାରିବା ପରେ ଯେମିତି ଦଳର ସବୁ ସଦସ୍ୟ ବେପରୁଆ ହୋଇଗଲେଣି । ଯେଉଁଠି ଦିନେ ମାଟି କାମୁଡି ପଡୁଥିଲେ । ଆଜି ଟିକିଏ କେଁ କିନା ହେଲା ବେଳକୁ ବି କନ୍ଦଳ ହେଇଯାଉଛି । ସମସ୍ତଙ୍କ ମୁହଁ ବି ଫିଟିଗଲାଣି । ଯାହାକୁ ନେଇ ଏବେ ବିଜେଡି ଭିତରେ ପରସ୍ପର ମଧ୍ୟରେ କଥା କଟାକଟି ଓ ମେଳାପ ଦେଖିବାକୁ ମିଳୁଛି । ଦଳ ଭିତରେ ବି ଗଢିଉଠିଲାଣି ନୂଆ […]

ସଂପୂର୍ଣ୍ଣ ପଢନ୍ତୁ
Image 1727693714

ଦେଶୀ ଗାଈକୁ ‘ରାଜ୍ୟମାତା’ର ମାନ୍ୟତା ଦେଲେ ମହାରାଷ୍ଟ୍ର ସରକାର

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଏକନାଥ ସିନ୍ଦେ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର ଦେଶୀ ଗାଈକୁ ରାଜ୍ୟମାତା-ଗୋମାତାର ମାନ୍ୟତା ଦେଇଛନ୍ତି। ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଯାଇଛି। ବିଧାନସଭା ନିର୍ବାଚନକୁ ଅଳ୍ପ କିଛି ମାସ ବାକି ଥିବାବେଳେ ଏପରି ନିଷ୍ପତ୍ତି ନେଇଛନ୍ତି ମହାରାଷ୍ଟ୍ର ସରକାର। ଆଜି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଗାଈକୁ ରାଜମାତା-ଗୋମାତାର ମାନ୍ୟତା ଦିଆଯାଇଥିବା ନେଇ ଘୋଷଣା କରାଯାଇଛି। ସରକାର ଏକ ବିବୃତ୍ତିରେ କହିଛନ୍ତି […]

ସଂପୂର୍ଣ୍ଣ ପଢନ୍ତୁ
2 184 1727680384555

ଲଦାଖ ନିକଟରେ ଚୀନର ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷା

ନୂଆଦିଲ୍ଲୀ: ଭାରତ ସୀମା ନିକଟରେ ଚୀନ ଏକ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି । ଏହି କ୍ଷେପଣାସ୍ତ୍ରଟି ଆଉ ଏକ କ୍ଷେପଣାସ୍ତ୍ରକୁ ମାରି ଖସାଇଦେଇଥିଲା । ଭାରତର ବ୍ରହ୍ମସ୍ କ୍ଷେପଣାସ୍ତ୍ରକୁ ଦୃଷ୍ଟିରେ ରଖି ଚୀନ ଏହି ପରୀକ୍ଷଣ କରିଛି । ସିନ୍ହୁଆ ନ୍ୟୁଜ୍ ଏଜେନ୍ସି ଅନୁଯାୟୀ, ଅଗଷ୍ଟ ୨୯ରେ ଚୀନ୍ ସେନା ଏହି କ୍ଷେପଣାସ୍ତ୍ରର ପରୀକ୍ଷଣ କରିଥିଲା। କାରାକୋରମ୍ ମାଳଭୂମି ନିକଟରେ ଭୂପୃଷ୍ଠରୁ ଆକାଶକୁ ଆସୁଥିବା ଏହି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି ପିପୁଲ୍ସ ଲିବରେସନ ଆର୍ମି […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2024 09 30 142600 E1727686867803

ବାଇକକୁ ଧକ୍କା ଦେଲା ବାଇକ, ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଡପାନି ରାସ୍ତାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଯାହା ପରେ ଦୁଇ ବାଇକ୍‌ ବିଚ୍‌ ରାସ୍ତାରେ ହୁତୁହୁତ ହୋଇ ଜଳିବାକୁ ଲାଗିଲା। ଏହି ଅଘଟଣରେ ଜଣେ ବାଇକ୍‌ ଚାଳକ ଜୀଅନ୍ତା ଜଳି ଯାଇଥିବା ବେଳେ ଦୁଇ ଜଣ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି। ମୃତକ ଜଣକ ଅଶୋକ ଅଗ୍ରୱାଲ ବୋଲି ଜଣାପଡିଛି। ଆଜି ସକାଳେ ଗୋଟିଏ ବାଇକ୍‌ରେ ଝାଡ଼ଖଣ୍ଡର ଅଶୋକ ଅଗ୍ରୱାଲ ରାଏବୋଗା ପଟୁ ବୀରମିତ୍ରପୁର […]

ସଂପୂର୍ଣ୍ଣ ପଢନ୍ତୁ
Dipali Das 1678418541

ଦୀପାଳି ଦାସଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ

ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ। ତେଲକୋଳେଇ ଥାନା ମାମଲାରେ ତାଙ୍କୁ ମିଳିଛି ଆଗୁଆ ଜାମିନ। ଗତ ୨୧ତାରିଖରେ ଝାରସୁଗୁଡ଼ାର ତେଲକୋଳେଇ ଥାନା ଅଞ୍ଚଳରେ ଥିବା କୋଲ ଇଣ୍ଡିଆ ଅଫିସ ସାମ୍ନାରେ ପ୍ରତିବାଦ ଧାରଣା ଘଟଣାରେ ଦାୟର ମାମଲାରେ ଦୀପାଳିଙ୍କୁ ମିଳିଛି ସର୍ତ୍ତମୂଳକ ଆଗୁଆ ଜାମିନ। ସ୍ଥାନୀୟ ବିସ୍ଥାପିତଙ୍କ ସମସ୍ୟା ପୂରଣ ଦାବିରେ ଦୀପାଳି ଓ ତାଙ୍କ ସମର୍ଥକ କୋଲ ଇଣ୍ଡିଆ କାର୍ଯ୍ୟାଳୟ ସାମ୍ନାରେ ପ୍ରତିବାଦ କରୁଥିଲେ। ସେହି ସମୟରେ ପୁଲିସ […]

ସଂପୂର୍ଣ୍ଣ ପଢନ୍ତୁ
Bjd Sankha Bhawan 750x430 1

ବିଜେଡି ବିବାଦରେ ଆକ୍ସନ: ୪ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ବର: ବିଜେଡି ଭିତର ବିବାଦ ଦିନକୁ ଦିନ ବଢୁଥିବା ବେଳେ ଏବେ ଆରମ୍ଭ ହୋଇଛି ଆକ୍ସନ ପ୍ରକ୍ରିୟା । ୪ଜଣ ବିଜେଡି ନେତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ଜିଲ୍ଲା ସଭାପତି । କର୍ପୋରେଟର ଅମରେଶ ଜେନା, ବିରଞ୍ଚି ମହାସୂପକାରଙ୍କୁ ନୋଟିସ ଯାଇଥିବା ବେଳେ ବିଜୁ ଛାତ୍ର ଜନତା ଦଳର ସେକ୍ରେଟାରୀ ବିବେକ ସ୍ବାଇଁ ଏବଂ ଏକାମ୍ର ବିଜୁ ଯୁବ ଜନତା ଦଳର ସଭାପତି ରାଜେଶ ପାତ୍ରଙ୍କୁ ନୋଟିସ ଜାରି କରାଯାଇଛି । ଏମାନେ ଦଳ […]

ସଂପୂର୍ଣ୍ଣ ପଢନ୍ତୁ