New Cp

ନୂତନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସୁରେଶ ଦେବଦତ୍ତ ସିଂହ

ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ୍‌ ସିଟି କମିଶନର । ନୂତନ କମିଶନର ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ପୂର୍ବତନ କମିଶନର ସଂଜୀବ ପଣ୍ଡାଙ୍କ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ୧୯୯୮ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ଦେବଦତ୍ତ ସିଂହ ଆଜି ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗାର୍ଡ ଅଫ୍‌ ଅନର ପ୍ରଦାନ ପରେ ସଂଜୀବ ପଣ୍ଡା ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ପୂର୍ବରୁ ଏଡିଜି ଅପରେସନ ରହି ସାରିଥିବା ସୁରେଶ ଦେବଦତ୍ତ […]

ସଂପୂର୍ଣ୍ଣ ପଢନ୍ତୁ
Village 1727693504

ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ, ୧୭ ଆକ୍ରାନ୍ତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ମେଘଲା ଗାଁରେ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେହିପରି ଗାଁରେ ଆହୁରି ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି, ଉପି ମଲ୍ଲିକ (୬୬) ଓ ଖଇରୁ ଜାଲ (୫୫)। ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଉପି ଶନିବାର (୨୮ ତାରିଖ) ରାତି ପ୍ରାୟ ୮ଟା ବେଳେ ସୋନପୁର ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ। ସେହିପରି ଗତକାଲି ରାତିରେ ବୁର୍ଲା ବଡ଼ ଡାକ୍ତରଖାନାରେ […]

ସଂପୂର୍ଣ୍ଣ ପଢନ୍ତୁ
Blast In Khorda Co

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ଲାଗିଲା ନିଆଁ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳାୟରେ ଲାଗିଲା ନିଆଁ । ହୁତୁହୁତୁ ହୋଇ ଜଲିଲା ଇନଭର୍ଟର । ତେବେ ଏଥିରେ କେହି ଆହତ ହୋଇନଥିବା ସୂଚନା ମିଳିଛି । ତେବେ ମିଳିଥିବା ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ଇନଭର୍ଟର ଫାଟି ଅଗ୍ନିକାଣ୍ଡ ଘଟିଛି । ଯେଉଁ ପ୍ରକୋଷ୍ଠରେ ବସି ଜିଲ୍ଲାପାଳ ଅଭିଯୋଗ ଶୁଣନ୍ତି ସେହି ପ୍ରକୋଷ୍ଠରେ ଇନଭର୍ଟର୍ ଫାଟିବାରୁ ଅଗ୍ନିକାଣ୍ଡ ସ୍ଥିତି ଉପଜିଥିଲା । ତେବେ ଏଥିରେ କେହି ଆହତ ହୋଇନାହାନ୍ତି । ସଙ୍ଗେ ସଙ୍ଗେ ଖୋର୍ଦ୍ଧା […]

ସଂପୂର୍ଣ୍ଣ ପଢନ୍ତୁ
Tirupati

ରାଜନୀତିଠୁ ଭଗବାନଙ୍କୁ ଦୂରେଇ ରଖ; ଲଡୁ ବିବାଦକୁ ନେଇ ଏପରି କହିଲେ ସୁପ୍ରିମକୋର୍ଟ

ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିର ଲଡ଼ୁ ବିବାଦକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ଆଜି ସୁପ୍ରିମକୋର୍ଟରେ ଏ ଉପରେ ଶୁଣାଣି ହୋଇଛି। ଶୁଣାଣି ସମୟରେ ସର୍ବୋଚ୍ଚ ଅଦାଲତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି। ତଦନ୍ତ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ କାହିଁକି ପ୍ରେସମିଟ୍ କରି ତିରୁପତି ମନ୍ଦିର ଲଡ଼ୁ ସମ୍ପର୍କରେ ଏପରି ବିବୃତ୍ତି ରଖିଲେ ବୋଲି ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତିକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଜଷ୍ଟିସ ବିଆର ଗଭାଇ ଏବଂ ଜଷ୍ଟିସ […]

ସଂପୂର୍ଣ୍ଣ ପଢନ୍ତୁ
Rk0a0opykwxbja3uwpsl

ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ପୁଲିସ ଅଧିକାରୀ

କଟକ: ଭରତପୁର ଥାନା ବିବାଦ ଘଟଣାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ପୁଲିସ କର୍ମଚାରୀ | ଇନ୍ସପେକ୍ଟର ଦୀନକୃଷ୍ଣ ମିଶ୍ରଙ୍କ ସମେତ ଅନ୍ୟ ୪ ପୁଲିସ କର୍ମଚାରୀ ବି ଆଗୁଆ ଜାମିନ ଆବେଦନ କରିଛନ୍ତି | ଉଲ୍ଲେଖ ଥାଉ କି ଭରତପୁର ଥାନା ମାମଲାରେ ମିଛଧରା ପରୀକ୍ଷାର ସମ୍ମୁଖୀନ ‌ହେବାକୁ ଥିବା ନିଲମ୍ବିତ ଥାନା ଅଧିକାରୀଙ୍କ ସମେତ ୫ ପୁଲିସ କର୍ମଚାରୀ ଗୁଜୁରାଟ ଯାଇଥିବାବେଳେ ଗାନ୍ଧୀନଗରସ୍ଥିତ ଫୋରେନ୍‌ସିକ୍ ଲାବରେଟୋରିରେ ସେମାନଙ୍କର ମିଛଧରା ପରୀକ୍ଷା […]

ସଂପୂର୍ଣ୍ଣ ପଢନ୍ତୁ
Prafulla Ghadei 698x430

‘ନବୀନଙ୍କ ସମୟରେ ହିଁ ବଦଳିଛି ନଗଡା ଚିତ୍ର’

ଭୁବନେଶ୍ବର: ରବିବାର ଯାଜପୁର ବଡଚଣାରେ ଆୟୋଜିତ ବିଜେପି ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ଓ ସୁପ୍ରିମୋଙ୍କୁ ଜୋରଦାର ଟାର୍ଗେଟ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯାହାକୁ ନେଇ ଆଜି ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡାଇ । ଏନେଇ ଘଡେଇ କହିଛନ୍ତି, ନବୀନ ବାବୁଙ୍କ ସମୟରେ ହିଁ ଯାଜପୁରର ଅନେକ ବିକାଶ ହୋଇଛି । ସବୁ ଯେ ବିକାଶ ହୋଇଛି, ତାହା ନୁହେଁ; କିଛି କାମ […]

ସଂପୂର୍ଣ୍ଣ ପଢନ୍ତୁ
Amit Shah 1727680811

ଆପଣ ୨୦୪୭ ଯାଏ ବଞ୍ଚନ୍ତୁ, ଖଡ଼ଗେଙ୍କୁ ଟାର୍ଗେଟ୍‌ କଲେ ଶାହ

‘ଖଡ଼ଗେ ଦୀର୍ଘାୟୁ ହୁଅନ୍ତୁ। ସୁସ୍ଥ ରୁହନ୍ତୁ। ୨୦୪୭ ଯାଏ ବିକଶିତ ଭାରତର ନିର୍ମାଣ ହେବା ଯାଏ ସେ ଜୀବିତ ରୁହନ୍ତି।’ ଆଜି ଏଭଳି କିଛି କହି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଜମ୍ମୁ-କଶ୍ମୀରର ଜସ୍ରୋତାଠାରେ ଏକ ନିର୍ବାଚନୀ ରାଲିକୁ ସମ୍ବୋଧିତ କରିବା ଅବସରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଅସୁସ୍ଥ ହୋଇପଡିଥିଲେ। ତଥାପି ଟିକେ ଭଲ ଲାଗିବା ପରେ ସେ ମୋଦିଙ୍କୁ ସମାଲୋଚନା କରିଥିଲେ। ମୋଦିଙ୍କୁ କ୍ଷମତାରୁ ନହଟାଇବା ଯାଏଁ ସେ […]

ସଂପୂର୍ଣ୍ଣ ପଢନ୍ତୁ
Rain

୪ ରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆକଳନ

ଭୁବନେଶ୍ୱର: ଅକ୍ଟୋବର ୬ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ। ହେଲେ ରାଜ୍ୟର କେଉଁ ଜିଲ୍ଲାରେ ଏହାର କେତେ ପ୍ରଭାବ ପଡ଼ିବ ସେ ନେଇ ଆକଳନ ହୋଇନଥିବା ପାଣିପାଗ କେନ୍ଦ୍ର କହିଛି। ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ବିଶେଷ ବର୍ଷାର ସମ୍ଭାବନା କମ୍ […]

ସଂପୂର୍ଣ୍ଣ ପଢନ୍ତୁ
Bharatpur Thana Assult

ଭରତପୁର ଘଟଣାରେ ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ

ଭୁବନେଶ୍ବର: ଆରମ୍ଭ ହେଲା ରାଜଧାନୀର ବହୁ ଚର୍ଚ୍ଚିତ ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ । ଜଷ୍ଟିସ୍ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବର ସର୍କିଟ ହାଉସରେ ଏନେଇ ଆରମ୍ଭ ହୋଇଛି ବିଚାର ବିମର୍ଷର ପ୍ରଥମ ବୈଠକ । ଏଥିସହିତ ଏହି ବୈଠକରେ ପୋଲିସ ଡିଜି ଓ ଗୃହ ସଚିବ ମଧ୍ୟ ଉପସ୍ଥିତ ରହିଛନ୍ତି । ଭରତପୁର ଘଟଣାରେ ଏପର୍ଯ୍ୟନ୍ତ ପୋଲିସ୍ ହାତକୁ କ’ଣ ଆସିଛି ? ବାସ୍ତବରେ ସେଦିନ ରାତିରେ ଭରତପୁର ଥାନାରେ କ’ଣ ଘଟିଥିଲା […]

ସଂପୂର୍ଣ୍ଣ ପଢନ୍ତୁ
Image 1727679589

‘ଏହା କଫି ସପ୍‌ ନୁହଁ, କୋର୍ଟ’: ଓକିଲଙ୍କ ଉପରେ ବର୍ଷିଲେ CJI

‘ଏହା କୌଣସି କଫି ସପ୍‌ ନୁହେଁ। ଏହା ହେଉଛି କୋର୍ଟ।’ ଏକ ମାମଲାର ଶୁଣାଣି ସମୟରେ ଏଭଳି କିଛି କହି ଓକିଲଙ୍କ ଉପରେ ବର୍ଷିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ୱାଇ ଚନ୍ଦ୍ରଚୂଡ। ଆଜି ସୁପ୍ରିମକୋର୍ଟର ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି ଚାଲିଥିଲା। ଏହି ସମୟରେ ଓକିଲା ‘yeah’ ଶବ୍ଦ ବ୍ୟବହାର କରିଥିଲେ। ଏହାକୁ ନେଇ ରାଗି ଯାଇଥିଲେ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ୱାଇ ଚନ୍ଦ୍ରଚୂଡ୍‌। ତାଙ୍କୁ ତାଗିଦ କରିବା ସହ ଏହା କୌଣସି କଫି ସପ୍‌ […]

ସଂପୂର୍ଣ୍ଣ ପଢନ୍ତୁ