୮ ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି
ଭୁବନେଶ୍ବର : ରାଜ୍ୟର ୮ ଆଇପିଏସ୍ ଅଫିସରଙ୍କୁ ମିଳିଛି ପଦୋନ୍ନତି। ସେମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ବରିଷ୍ଠ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତି। ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ପ୍ରତୀକ ମହାନ୍ତଙ୍କୁ ମଧ୍ୟ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଏବେ ସେ ସିଆଇଏସ୍ଏଫ୍ (ମୁଖ୍ୟାଳୟ)ରେ ଆଇଜି ପାହ୍ୟାରେ କାର୍ଯ୍ୟ କରୁଛନ୍ତି। ୨୦୦୭ ବ୍ୟାଚ୍ର […]
ସଂପୂର୍ଣ୍ଣ ପଢନ୍ତୁ