କେଜ୍ରିୱାଲଙ୍କ ବଡ଼ ଘୋଷଣା; ଆପ୍ ଜିତିଲେ ମନ୍ଦିର ପୂଜକଙ୍କୁ ଦେବ ମାସିକ ୧୮ ହଜାର ଦରମା
ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆପ୍ ସରକାର ଆରମ୍ଭ କରିଥିବା ମହିଳା ସମ୍ମାନ ଯୋଜନାକୁ ନେଇ ବିବାଦ ଥମି ନଥିବାବେଳେ ଆଉ ଏକ ବଡ଼ ଘୋଷଣା କରିଛନ୍ତି ଅରବିନ୍ଦ କେଜ୍ରିୱାଲ। ଆମ୍ ଆଦମୀ ପାର୍ଟି ସରକାରକୁ ଫେରିଲେ ଦିଲ୍ଲୀର ସମସ୍ତ ମନ୍ଦିର ପୂଜକ ଓ ଗୁରୁଦ୍ୱାର ଗ୍ରନ୍ଥିମାନଙ୍କୁ ମାସିକ ୧୮ ହଜାର ଟଙ୍କା ଲେଖାଏଁ ଦରମା ଦେବାକୁ ଘୋଷଣା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରି କେଜ୍ରିୱାଲ […]
ସଂପୂର୍ଣ୍ଣ ପଢନ୍ତୁ