Cm Mohan Majhi 750x430 1

୪୮ଘଣ୍ଟା ସୁଦ୍ଧା କ୍ଷତିଗ୍ରସ୍ତ ଚାଷୀଙ୍କୁ ଚିହ୍ନଟ ଓ ଫସଲ କ୍ଷତିର ସଠିକ୍ ଆକଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତା ୩୦ତାରିଖ ସୁଦ୍ଧା ଅର୍ଥାତ୍ ୪୮ଘଣ୍ଟା ମଧ୍ୟରେ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ପ୍ରକୃତ ଚାଷୀଙ୍କୁ ଚିହ୍ନଟ ସହ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଯେପରି ଜଣେବି କ୍ଷତିଗ୍ରସ୍ତ ଚାଷୀ ସହାୟତାରୁ ବଂଚିତ ନହେବେ ସେଥିପାଇଁ ଧ୍ୟାନ ଦେବାକୁ ମଧ୍ୟ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ତାଗିଦ୍ କରିଛନ୍ତି । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଚଳିତମାସ ୨୦ରୁ ୨୮ତାରିଖ ମଧ୍ୟରେ […]

ସଂପୂର୍ଣ୍ଣ ପଢନ୍ତୁ
Image 1735380460

ଚନ୍ଦ୍ରଭାଗା ବୁଡ଼ ପାଇଁ ବସିଲା ପ୍ରଥମ ସମନ୍ୱୟ ବୈଠକ

କୋଣାର୍କ : ଫେବ୍ରୁଆରୀ ୩ ତାରିଖରେ ପଡୁଛି ମାଘ ଷଷ୍ଠୀ। ୪ ତାରିଖରେ ପବିତ୍ର ମାଘ ସପ୍ତମୀ। ସେଦିନ ପ୍ରତ୍ୟୁଷରେ ପ୍ରସିଦ୍ଧ ଚନ୍ଦ୍ରଭାଗା ତୀର୍ଥରେ ମାଘ ସପ୍ତମୀ ବୁଡ଼ ଅନୁଷ୍ଠିତ ହେବ। ସେଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କୋଣାର୍କ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ପ୍ରଥମ ସମନ୍ୱୟ ବୈଠକ ହୋଇଯାଇଛି। ବୈଠକରେ ଚନ୍ଦ୍ରଭାଗା ମେଳା ପଡ଼ିଆରେ ପାନୀୟ ଜଳ ବ୍ୟବସ୍ଥା, ବୁଡ଼ ୩ଦିନ ପୂର୍ବରୁ ତୀର୍ଥ ପୁଷ୍କରିଣୀ ଜଳ ନିଷ୍କାସନ ଓ ବିଶୋଧନ, ଚନ୍ଦ୍ରଭାଗା, ରାମଚଣ୍ଡୀ ଓ କୋଣାର୍କ […]

ସଂପୂର୍ଣ୍ଣ ପଢନ୍ତୁ
Image 1735397182

କୋଟିଏ ହେଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଅନୁଦାନ ରାଶି

ବରଗଡ : ଐତିହାସିକ ବରଗଡ଼ ଧନୁଯାତ୍ରା-୨୦୨୫ ହେବ ଆହୁରି ଲୋକପ୍ରିୟ। ଏହି ପାରମ୍ପରିକ ମହାକୁମ୍ଭର ପ୍ରଚାର ପ୍ରସାର, କଳାକାରମାନଙ୍କ ସମ୍ମାନ ସହ ଏହାକୁ ଆହୁରି ଭବ୍ୟ କରିବା ପାଇଁ ରାଜ୍ୟ ସରକାର ଅନୁଦାନ ରାଶି ବଢ଼ାଇଛନ୍ତି। ଏହି ରାଶି ୧୦ ଲକ୍ଷରୁ ବଢ଼ାଇ କୋଟିଏ କରିବା ସହ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ଧନୁଯାତ୍ରାରେ ଅଂଶ ଗ୍ରହଣ କରିଥିବା ୧୭୦ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପ୍ରଦାନ କରାଯିବ। ଧନୁଯାତ୍ରାକୁ UNESCO ଐତିହ୍ୟ […]

ସଂପୂର୍ଣ୍ଣ ପଢନ୍ତୁ
Images

ଆହୁରି ଶକ୍ତିଶାଳୀ ହେବ ରାଜ୍ୟ ଅଗ୍ନିଶମ ବାହିନୀ, ସାମିଲ ହେବେ ଡଗ୍ ସ୍କ୍ବାଡ୍

ଭୁବନେଶ୍ବର ୨୮।୧୨: ରାଜ୍ୟ ଅଗ୍ନିଶମ ବାହିନୀରେ ସାମିଲ ହେବେ କେ-୯ ଡଗ୍ ସ୍କ୍ବାଡ୍ । ଦେଶରେ ପ୍ରଥମ ଥର ପାଇଁ ଅଗ୍ନିଶମ ବାହିନୀରେ ୧୦ଟି କୁକୁରଙ୍କୁ ପ୍ରଶିକ୍ଷଣ ଦିଆଯାଇଛି । ଏହି କୁକୁର ମାନେ କୌଣସି ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ଭୂମିକମ୍ପ ସମୟରେ ମାଟିତଳେ ଫଶି ରହିଥିବା ଲୋକ ମାନଙ୍କୁ ଠାବ କରିପାରିବେ । ମାଟି ତଳେ ୧୫ରୁ ୨୦ ଫୁଟ ତଳେ କୌଣସି ଲୋକ ଫଶିଥିଲେ ତାକୁ ଏହି କୁକୁର ମାନେ ଠାବ କରି ସୂଚନା ଦେଇ ପାରିବେ ।  ଏଥିପାଇଁ ଏମାନଙ୍କୁ ତାଲିମ ସହିତ ବସିବା ଉଠିବା ସାଲୁଟ ମାରିବା […]

ସଂପୂର୍ଣ୍ଣ ପଢନ୍ତୁ
Habishyali Passes Away Inside Puri Jagannath Temple 678x430

ନୂଆ ବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର, ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ

ପୁରୀ : ନୂଆ ବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର । ପୁରୀକୁ ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ବେଳାଭୂମିରେ ପର୍ଯ୍ୟଟକଙ୍କ ସୁରକ୍ଷା ଓ ଟ୍ରାଫିକ୍ ସୁପରିଚାଳନା ନେଇ ବ୍ୟାପକ ପ୍ରସ୍ତୁତି କରିଛି ପୁରୀ ପୁଲିସ । ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି । ପୁରୀର ମୁଖ୍ୟ ପ୍ରବେଶପଥରେ ଚେକିଂକୁ କଡାକଡି କରାଯିବ । ଭୁବନେଶ୍ୱରରୁ ଆସୁଥିବା ଚାରିଚକିଆ ଯାନ […]

ସଂପୂର୍ଣ୍ଣ ପଢନ୍ତୁ
Image 1735360030

ତୋରଣ ପୋତାକୁ ନେଇ ବିଜେପି- ବିଜେଡି ମୁହାଁମୁହିଁ, ୧୬୩ ଧାରା ଲାଗୁ

କେନ୍ଦ୍ରାପଡା : ନୂଆବର୍ଷ ତୋରଣ ପୋତାକୁ ନେଇ ବିବାଦ। ବିବାଦ ଉଗ୍ର ରୂପ ନେବାରୁ ଦେଖାଦେଲା ଉତ୍ତେଜନା ଓ ଛକାପଞ୍ଝା। ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହେବା ପରେ ଜାରି ହେଲା ଧାରା ୧୬୩। କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବଜାର ଦୁର୍ଗାମଣ୍ଡପ ଛକରେ BNSS ଧାରା ୧୬୩ ଲାଗୁ ହୋଇଛି। ସୂଚନା ଅନୁସାରେ, ଛକରେ ବିଜେପି କର୍ମୀ ମାନେ ନୂଆବର୍ଷ ତୋରଣ ପୋତୁଥିବା ବେଳେ ଏହାକୁ ବିଜେଡି କର୍ମୀମାନେ ବିରୋଧ କରିଥିଲେ। ଏହାପରେ ଉଭୟ ଗୋଷ୍ଠୀ […]

ସଂପୂର୍ଣ୍ଣ ପଢନ୍ତୁ
Medical 1735393298

ନିଗମାନନ୍ଦ ସମ୍ମିଳନୀ ବେଳେ ୨ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ପୁରୀ : ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିବା ବେଳେ ଆଖି ବୁଜିଛନ୍ତି ଦୁଇ ଜଣ ଭକ୍ତ। ସେମାନଙ୍କ ମଧ୍ୟରୁ ଜଣେ କଟକର ହୋଇଥିବା ବେଳେ ଅନ୍ୟ ଜଣେ ପଶ୍ଚିମବଙ୍ଗର ମେଦିନପୁର ବୋଲି ସୂଚନା ମିଳିଛି। ପ୍ରାଥମିକ ସୂଚନା ଅନୁଯାୟୀ, ସମ୍ମିଳନୀ ଚାଲିଥିବା ବେଳେ ଏହି ଦୁଇ ଭକ୍ତଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଥିଲା। ତେଣୁ ସେମାନଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଉଭୟ ହୃଦଘାତର ଶିକାର ହୋଇଥିବା […]

ସଂପୂର୍ଣ୍ଣ ପଢନ୍ତୁ
Spadex 700x430

ଡିସେମ୍ବର ୩୦ରେ ସ୍ପେଡେକ୍ସ ମିଶନ ଆରମ୍ଭ କରିବ ଇସ୍ରୋ

ନୂଆଦିଲ୍ଲୀ : ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଡିସେମ୍ବର ୩୦ ତାରିଖ ସୋମବାର ନିଜର ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ ସ୍ପେଡେକ୍ସ ଉତକ୍ଷେପଣ କରିବ। ଏକ ସାକ୍ଷାତକାରରେ ମହାକାଶ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ କହିଛନ୍ତି ଯେ ଇସ୍ରୋର ବର୍ଷ ଶେଷ ଅଭିଯାନ ଏକ ଐତିହାସିକ ଅଭିଯାନ ହେବ କାରଣ ଏହା ମହାକାଶରେ ଦୁଇଟି ଉପଗ୍ରହକୁ ଡକିଂ କିମ୍ବା ମିଶ୍ରଣ କରିବାର ବିରଳ ସଫଳତା ହାସଲ କରିବ। ମହାକାଶ ଡକିଂରେ ପାରଦର୍ଶିତା ହାସଲ କରିବାରେ ସକ୍ଷମ ରାଷ୍ଟ୍ରମାନଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
3 26 700x430

ପ୍ରବଳ ବରଫପାତ ଯୋଗୁ କାର୍ଗିଲରେ ସଡ଼କ ଯୋଗାଯୋଗ ବାଧାପ୍ରାପ୍ତ, ଜାତୀୟ ରାଜପଥ ବନ୍ଦ

ନୂଆଦିଲ୍ଲୀ : କାର୍ଗିଲରେ ପ୍ରବଳ ତୁଷାରପାତ ଯୋଗୁଁ କାର୍ଗିଲରେ ସଡ଼କ ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି, ଯାହା ଫଳରେ କାର୍ଗିଲରୁ ଶ୍ରୀନଗରକୁ ସଂଯୋଗ କରୁଥିବା ଦୁଇଟି ରାଜପଥ ଜାତୀୟ ରାଜପଥ-୦୧ ଏବଂ କାର୍ଗିଲରୁ ଜାନସ୍କରକୁ ସଂଯୋଗ କରୁଥିବା ଜାତୀୟ ରାଜପଥ-୩୦୧କୁ ବନ୍ଦ କରି ଦିଆଯାଇଛି। କାର୍ଗିଲର ଡେପୁଟି କମିଶନର ଶ୍ରୀକାନ୍ତ ସୁସେ ସମସ୍ତ ପ୍ରମୁଖ ରାସ୍ତାକୁ ଯଥାଶୀଘ୍ର ସଫା କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ସ୍ଥିତି ଉପରେ ନଜର ରଖିବା ଏବଂ ଜନସାଧାରଣଙ୍କ ସମସ୍ୟାର ସମାଧାନ ପାଇଁ ୨୪ […]

ସଂପୂର୍ଣ୍ଣ ପଢନ୍ତୁ
Image 1735388865

ଅଭିନେତ୍ରୀଙ୍କ କାର ଧକ୍କାରେ ଶ୍ରମିକ ମୃତ, ଏକାଧିକ ଗୁରୁତର

ମୁମ୍ବାଇ : ଅଭିନେତ୍ରୀଙ୍କ କାର ଧକ୍କାରେ ଚାଲିଗଲା ଶ୍ରମିକଙ୍କ ଜୀବନ। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ମୁମ୍ବାଇର କାଣ୍ଡିଭଲିରେ। ଲୋକପ୍ରିୟ ମରାଠି ଅଭିନେତ୍ରୀ ଉର୍ମିଳା କୋଠାରେ ଏକ ଶୁଟିଂ ସାରି ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। କାର ଧକ୍କାରେ ଅନ୍ୟଜଣେ ଶ୍ରମିକ ଗୁରୁତର ଭାବେ ଆହତ ହୋଇଥିବାବେଳେ ଅଭିନେତ୍ରୀ ଓ ତାଙ୍କ ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି। ପୁଲିସ ଦେଇଥିବା ସୂଚନା ଅନୁସାରେ ଅଭିନେତ୍ରୀ ଉର୍ମିଳା ଏକ ଶୁଟିଂ ସାରି ଶୁକ୍ରବାର ରାତିରେ ଫେରୁଥିଲେ। […]

ସଂପୂର୍ଣ୍ଣ ପଢନ୍ତୁ