ଏବେବି ଗାନ୍ଧୀବିଚାରର ପ୍ରାସଙ୍ଗିକତା ରହିଛି – ଶ୍ରାଦ୍ଧୋତ୍ସବରେ ମତ ପ୍ରକାଶ

ଜଗତସିଂହପୁର/ଝଙ୍କଡ଼ :  ଗାନ୍ଧୀ ଏକ ନାମ ନୁହେଁ, ବିଚାର ।  ସତ୍ୟ ଓ ଅହିଂସା ଥିଲା, ଗାନ୍ଧୀଦର୍ଶନର ମୂଳମନ୍ତ୍ର । ଏହାକୁ ପାଥେୟ କରି ଯେ କୌଣସି ସମସ୍ୟାର ଆଶୁ ସମାଧାନ କରାଯାଇ ପାରେ , ବୋଲି ଆଜି ତିର୍ତ୍ତୋଲ ବ୍ଲକ ଅଧୀନସ୍ଥ ସଅଁରା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୫ ତମ ତିରୋଧାନ ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ସଭାରେ ବହୁ ବିଶିଷ୍ଟ ବ୍ୟକ୍ତି ମତବ୍ୟକ୍ତ କରିଅଛନ୍ତି। ଅନୁଷ୍ଠାନର […]

ସଂପୂର୍ଣ୍ଣ ପଢନ୍ତୁ

କଣାସ ହଇଜା ସ୍ଥିତିକୁ ନେଇ ନବୀନଙ୍କ ଉଦବେଗ

ଭୁବନେଶ୍ବର : କଣାସ ହଇଜା ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବେଗ। ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ସ୍ଥିତି ନିୟନ୍ତ୍ରଣକୁ ଆସିବା ପରିବର୍ତ୍ତେ ଅଣାୟତ୍ତ ହେଉଛି। ଝାଡ଼ାବାନ୍ତିରେ ଲୋକଙ୍କ ପ୍ରାଣହାନୀ ହେବା ସହ ଧନଜୀବନ ସୁରକ୍ଷା ପ୍ରତି ବିପଦ ଉପୁଜୁଛି। ଘଟଣାରେ ୬ ଜଣ ନିରୀହ ଲୋକଙ୍କ ପ୍ରାଣହାନୀ ଦୁଃଖିତ କରିଛି ବୋଲି କହିଛନ୍ତି ନବୀନ। ଜାନୁଆରୀ ୨ ତାରିଖରୁ ସ୍ଥାନୀୟ ଅଞ୍ଚଳରେ ହଇଜା ସ୍ଥିତି ନଜରକୁ […]

ସଂପୂର୍ଣ୍ଣ ପଢନ୍ତୁ

ଦିଲ୍ଲୀରେ ବିଜେପି ସମର୍ଥନରେ ପ୍ରଚାର କରିବେ ଚନ୍ଦ୍ରବାବୁ ଓ ପବନ କଲ୍ୟାଣ

ନୂଆଦିଲ୍ଲୀ: ଦିଲ୍ଲୀରେ ନିର୍ବାଚନ ପ୍ରଚାରର ଶେଷ ସପ୍ତାହ ଆରମ୍ଭ ହୋଇଛି ଏବଂ ଦଳଗୁଡ଼ିକ ସେମାନଙ୍କର ପୂର୍ଣ୍ଣ ଶକ୍ତି ଖଟାଇଛନ୍ତି। ଏବେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏବଂ ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଶନିବାର (ଫେବୃଆରୀ ୦୧, ୨୦୨୫) ଠାରୁ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି (ବିଜେପି) ସମର୍ଥନରେ ପ୍ରଚାର କରିବେ। ଏନଡିଏ ମେଣ୍ଟର ଜଣେ ପ୍ରମୁଖ ସହଯୋଗୀ ଭାବରେ, ନାଇଡୁ ରୋଡ୍ ଶୋ ଏବଂ ନିର୍ବାଚନ ପ୍ରଚାରରେ ଅଂଶଗ୍ରହଣ କରିବେ। ପୂର୍ବରୁ, ପ୍ରମୁଖ […]

ସଂପୂର୍ଣ୍ଣ ପଢନ୍ତୁ

ହଂସିତାଙ୍କ ଦ୍ବିତୀୟ ସ୍ବାମୀ ମନୋଜଙ୍କ ଆଗୁଆ ଜାମିନ ଆବେଦନ ଖାରଜ

କଟକ: ହାଇପ୍ରୋଫାଇଲ ଠକ ଯୋଡ଼ି ହଂସିତା-ଅନୀଲ ମାମଲା । ତଥାକଥିତ ହଂସିତାଙ୍କ ଦ୍ବିତୀୟ ସ୍ବାମୀ ମନୋଜ ଆଚାର୍ଯ୍ୟଙ୍କ ଅଡ଼ୁଆ ବଢିଲା । ମନୋଜଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଜଷ୍ଟିସ ଭି ନରସିଂହଙ୍କୁ ନେଇ ଗଠିତ ଜଣିକିଆ ଖଣ୍ଡପୀଠ ଏହି ଆଗୁଆ ଜାମିନ ଖାରଜ କରିଛନ୍ତି । ଇନଫୋନସିଟି ଥାନା ଥାନାର କେସ ନମ୍ବର ୬୧୧/୨୦୨୪ରେ ଆଗୁଆ ଜାମିନ ଆବେଦନ କରିଥିଲେ ମନୋଜ । ୧୯୮୦ ମସିହାର ଗୁରୁବକ୍ସ ସିଂ ଶିବ୍ବା ବନାମ […]

ସଂପୂର୍ଣ୍ଣ ପଢନ୍ତୁ

ସୁନ୍ଦରଗଡରେ ଫୁଟିଲା ଗୁଳି, ଯୁବକ ଗୁରୁତର

ସୁନ୍ଦରଗଡ: ସୁନ୍ଦରଗଡର ଲେଫ୍ରିପଡାରେ ଫୁଟିଲା ଗୁଳି । ଯୁବକଙ୍କୁ ଗୁଳିମାଡ କଲେ ଦୁର୍ବୁତ୍ତ । ଦର୍ଲ୍ଲିପାଲି ନିକଟରେ ଏହି ଗୁଳିମାଡ ହୋଇଛି । ଯୁବକଙ୍କ ଛାତିରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଯୁବକ । ତେବେ ଏହି ଗୁଳିମାଡ ବ୍ୟବସାୟିକ ଶତୃତା କାରଣରୁ ବୋଲି କୁହାଯାଉଛି । ଏହି ଗୁଳିମାଡ ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ଦୁର୍ବୁତ୍ତ । ଏହି ଘଟଣାପରେ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛିି । ଖବରପାଇ ପୋଲିସ […]

ସଂପୂର୍ଣ୍ଣ ପଢନ୍ତୁ

ସୋନିଆଙ୍କ ମନ୍ତବ୍ୟର ଦୃଢ଼ ପ୍ରତିବାଦ ଜଣାଇଲା ରାଷ୍ଟ୍ରପତି ଭବନ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀଙ୍କ ଅରୁଚିକର ମନ୍ତବ୍ୟର ଦୃଢ଼ ପ୍ରତିବାଦ ଜଣାଇଛି ରାଷ୍ଟ୍ରପତି ଭବନ। ସୋନିଆଙ୍କ ମନ୍ତବ୍ୟ ଅଗ୍ରହଣୀୟ। ଏହା ରାଷ୍ଟ୍ରପତିଙ୍କ ମର୍ଯ୍ୟାଦାକୁ ଆଘାତ ଦେଇଛି ବୋଲି ରାଷ୍ଟ୍ରପତି ଭବନ ତରଫରୁ ଏକ ବିବୃତି ଜାରି କରାଯାଇ କୁହାଯାଇଛି। ବିବୃତିରେ କୁହାଯାଇଛି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଦିଆଯାଇଥିବା ମନ୍ତବ୍ୟ ଅତ୍ୟନ୍ତ କ୍ଳାନ୍ତକର, ନିମ୍ନ ଶ୍ରେଣୀର, ଅଗ୍ରହଣୀୟ। ସେମାନେ ସ୍ପଷ୍ଟ ଭାବେ ରାଷ୍ଟ୍ରପତିଙ୍କ ମର୍ଯ୍ୟାଦା ହାନି କରିଛନ୍ତି। ବିବୃତିରେ ଆହୁରି କୁହାଯାଇଛି […]

ସଂପୂର୍ଣ୍ଣ ପଢନ୍ତୁ

ପୂର୍ବତନ କୁଳପତିଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ଝାରସୁଗୁଡ଼ା: ସମ୍ବଲପୁର ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଡ. ଧ୍ରୁବରାଜ ନାୟକଙ୍କ ହତ୍ୟା ମାମଲାରେ ଆସିଲା ଗୁରୁତ୍ବପୂର୍ଣ୍ଣ ରାୟ । ଏଥିରେ ଦୋଷୀ ସାବ୍ୟସ୍ତ ହୋଇଥିବା ପ୍ରବୀଣ ଧୂରିଆଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ଝାରସୁଗୁଡ଼ା ଏଡିଜେ କୋର୍ଟ । ସୂଚନାଯୋଗ୍ୟ, ୨୦୨୧ ଜୁଲାଇ ୨୭ ତାରିଖରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଧ୍ରୁବରାଜ ନାୟକଙ୍କୁ ଝାରସୁଗୁଡା ଜିଲ୍ଲା ଲଇକେରା ବ୍ଲକ ଅନ୍ତର୍ଗତ କୁଅଁରମାଲ ଗ୍ରାମର ଜଣେ ଦୁର୍ବୃତ୍ତ ଟାଙ୍ଗିଆରେ ହତ୍ୟା କରିଥିଲା । ମଦ ପିଇବା ପାଇଁ […]

ସଂପୂର୍ଣ୍ଣ ପଢନ୍ତୁ

ଦିଲ୍ଲୀ ନିର୍ବାଚନ ପୂର୍ବରୁ AAPକୁ ବଡ଼ ଝଟକା, ଗୋଟିଏ ଦିନରେ ୭ ବିଧାୟକ ଛାଡ଼ିଲେ ପାର୍ଟି

ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍ ଆଦମୀ ପାର୍ଟିକୁ ଲାଗିଛି ବଡ଼ ଝଟକା । ପାର୍ଟିର ୭ ଜଣ ବିଧାୟକ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେମାନଙ୍କ ମଧ୍ୟରେ ତ୍ରିଲୋକପୁରୀ ବିଧାୟକ ରୋହିତ ମହରୌଲିଆ, ଜନକପୁରୀ ବିଧାୟକ ରାଜେଶ ଋଷି, କସ୍ତୁରବା ନଗର ବିଧାୟକ ମଦନଲାଲ, ପାଲମ୍ ବିଧାୟକ ଭାବନା ଗୌଡ଼, ମହରୌଲି ବିଧାୟକ ନରେଶ ଯାଦବ, ଆଦର୍ଶ ନଗର ବିଧାୟକ ପବନ ଶର୍ମା ଏବଂ ବିଜୱାସନ ବିଧାୟକ ବିଏସ୍ ଜୁନ୍ ଅଛନ୍ତି […]

ସଂପୂର୍ଣ୍ଣ ପଢନ୍ତୁ

ମ୍ୟାଚ ପୂର୍ବରୁ ବାରବାଟୀ ଷ୍ଟାଡିୟମରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକ: ବାରବାଟୀ ଷ୍ଟାଡିୟମରେ ଆଗାମୀ ଫେବୃଆରୀ ୯ ତାରିଖ ରେ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମ୍ୟାଚ୍ ପାଇଁ ପ୍ରସ୍ତୁତ ଥିମ୍ ସଙ୍ଗ ଉନ୍ମୋଚନ କରିବା ପରେ ଷ୍ଟାଡିୟମର ପ୍ରସ୍ତୁତି ଅନୁଧ୍ୟାନ କରୁଛନ୍ତି। ସୂଚନା ଅନୁଯାୟୀ, ବାରବାଟୀ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ହାତରେ ବ୍ୟାଟ ଧରି ବ୍ୟାଟିଂ କରୁଥିବା ନଜର ଆସିଛନ୍ତି। ପୂର୍ବତନ ଓଡ଼ିଆ କ୍ରିକେଟର ଲଳିତେନ୍ଦୁ ବୋଲିଂ କରୁଥିଲେ। ଦୁଇ ବର୍ଷ ବ୍ୟବଧାନରେ ବାରବାଟୀରେ ମ୍ୟାଚ୍ ଆୟୋଜିତ […]

ସଂପୂର୍ଣ୍ଣ ପଢନ୍ତୁ

ଉଭୟ ଗୃହରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି, ଦିନକ ପାଇଁ ଗୃହ ମୁଲତବୀ

ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିବା ପରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲୋକସଭା ଓ ରାଜ୍ୟସଭାରେ ଉପସ୍ଥାପିତ ହୋଇଥିଲା। ପରେ ଲୋକସଭାରେ ବାଚସ୍ପତି ଓମ୍ ବିର୍ଲା ଦେଶର ବିକାଶ ପାଇଁ ଡଃ ମନମୋହନ ସିଂହଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ। ବାଚସ୍ପତି କହିଥିଲେ ଯେ ଡଃ ସିଂହଙ୍କ ବିୟୋଗ ଦେଶରେ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି ଯାହାପୂରଣ କରିବା କଷ୍ଟକର। ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପରିବାରକୁ ସାଂସଦଙ୍କ ଭାବନା ଜଣାଇବା ପାଇଁ ଗୃହରେ ଏକ ସଂକଳ୍ପ […]

ସଂପୂର୍ଣ୍ଣ ପଢନ୍ତୁ